Tag Archives: Home Middle

ପୁଣି ହେବ କଣ୍ଟେନ୍‌ମେଣ୍ଟ

ଭୁବନେଶ୍ୱର, ୧।୪(ବ୍ୟୁରୋ):କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଏପ୍ରିଲ୍‌ ମାସ ପାଇଁ ଗାଇଡଲାଇନ୍‌ ଜାରି କରିଛନ୍ତି। ଏହି ଗାଇଡଲାଇନ୍‌ ଏପ୍ରିଲ୍‌ ୧ରୁ ୩୦ତାରିଖ ପର୍ଯ୍ୟନ୍ତ ଲାଗୁ ହେବ। ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା...

୪୭ ସ୍ଥାନରେ ଜଳୁଛି ଶିମିଳିପାଳ

ବାରିପଦା ଅଫିସ,୧ା୪:ମୟୂରଭଞ୍ଜ ଜିଲାକୁ ଘେରି ରହିଥିବା ଜୈବମଣ୍ଡଳ ଶିମିଳିପାଳ ଅଭୟାରଣ୍ୟରେ ନିଅଁା ଜଳୁଛି। ବୁଧବାର ଶିମିଳିପାଳ ଦକ୍ଷିଣ ଡିଭିଜନର ୪୭ଟି ସ୍ଥାନରେ ନିଆଁ ଲାଗିଥିବା ସାଟେଲାଇଟରୁ ପ୍ରାପ୍ତ ତଥ୍ୟରୁ ଜଣାପଡ଼ିଛି। ଡ଼ହଡ଼ହ ଖରା ସହିତ ନିଅଁାର ପ୍ରକୋପରେ ଜୀବଜନ୍ତୁ ଓ...

ଭାଜପା ବିରୋଧୀଙ୍କୁ ଏକତ୍ରିତ ହେବାକୁ ଚିଠି ଲେଖିଲେ ମମତା

ନୂଆଦିଲ୍ଲୀ, ୩୧।୩ : ନନ୍ଦିଗ୍ରାମରେ ଶୁଭେନ୍ଦୁ ଅଧିକାରୀଙ୍କ ସହ ହେବାକୁ ଯାଉଥିବା ନିର୍ବାଚନୀ ଯୁଦ୍ଧ ଅବସରରେ ଭାଜପାର ବିରୋଧୀ ଦଳର ନେତାଙ୍କୁ ଚିଠି ଲେଖିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀ। ଏହି ଚିଠି କଂଗ୍ରେସର ସୋନିଆ ଗାନ୍ଧୀଙ୍କ ସମେତ ପ୍ରମୁଖ...

ଏପ୍ରିଲ ପାଇଁ ଗାଇଡ୍‌ଲାଇନ୍‌ ଜାରି, ଜାଣନ୍ତୁ କ’ଣ ରହିଛି ଏଥିରେ

ଭୁବନେଶ୍ୱର,୩୧।୩(ବ୍ୟୁରୋ): କରୋନାକୁ ଦୃଷ୍ଟିରେ ରଖି ବୁଧବାର ଏପ୍ରିଲ ମାସ ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି ରାଜ୍ୟ ସରକାର। ଏହି ଗାଇଡ୍‌ଲାଇନ୍‌ ଏପ୍ରିଲ ୧ରୁ ୩୦ ତାରିଖ ଯାଏ ଲାଗୁ ହେବ। କ’ଣ ରହିଛି ଗାଇଡ୍‌ଲାଇନ୍‌ରେ ଜାଣନ୍ତୁ: – ସତର୍କତାର ସହ...

ଏପ୍ରିଲରେ ୧୫ ଦିନ ବ୍ୟାଙ୍କ ବନ୍ଦ ! ଜରୁରୀ କାମ ଥିଲେ ଶୀଘ୍ର ସାରିଦିଅନ୍ତୁ

ନୂଆଦିଲ୍ଲୀ,୩୧।୩: ଏପ୍ରିଲ ପହିଲାରୁ ଆରମ୍ଭ ହେବାକୁ ଯାଉଛି ନୂଆ ଆର୍ଥିକ ବର୍ଷ। ଏହାପରଠାରୁ ଅନେକ ପରିବର୍ତ୍ତନ ହେବାକୁ ଯାଉଛି। ହେଲେ ଆସନ୍ତା ମାସର ୩୦ ଦିନରୁ ପ୍ରାୟ ୧୫ ଦିନ ବ୍ୟାଙ୍କ ବନ୍ଦ ରହିପାରେ। ଏଥିଯୋଗୁ ଯଦି ଏପ୍ରିଲରେ ବ୍ୟାଙ୍କିଂ...

ଘରକୁ ଘର ବୁଲି ଭାକ୍ସିନ ଦେବାର ସମୟ ଆସିନାହିଁ

ନୂଆଦିଲ୍ଲୀ, ୩୦।୩ : ଘରକୁ ଘର ବୁଲି ଏବେ କୋଭିଡ୍‌-୧୯ ଭାକ୍ସିନ ଦିଆଯାଇ ପାରିବ ନାହିଁ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ତେବେ କରୋନାର ଦ୍ୱିତୀୟ ଲହରରେ ସବୁଠୁ ଅଧିକ ପ୍ରଭାବିତ ରାଜ୍ୟ ମହାରାଷ୍ଟ୍ର ସରକାରଙ୍କ ପକ୍ଷରୁ ଏ...

ବାରିପଦା ସବୁଠୁ ଉତ୍ତପ୍ତ, ୪୪ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଅସହ୍ୟ ହେଲାଣି ଖରା। ମଙ୍ଗଳବାର ରାଜ୍ୟର ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ଜଣାପଡ଼ିଛି। ସେଥିରୁ ବାରିପଦା ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଏଠାରେ ତାପମାତ୍ରା ୪୪.୬ ଡିଗ୍ରୀ ରହିଥିଲା। ଏହାଛଡ଼ା ତାଳଚେରରେ ତାପମାତ୍ରା ୪୨.୭...

୪୬ ମହିଳା କଏଦୀଙ୍କୁ କରୋନା

ଚଣ୍ଡିଗଡ,୩୦।୩: ପଞ୍ଜାବରେ କରୋନା ଦ୍ରୁତ ଗତିରେ ବ୍ୟାପିଛି। ମଙ୍ଗଳବାର ପଟିଆଲାର ନଭା ଜିଲା ଜେଲରେ ୪୬ ଜଣ ମହିଳା କଏଦୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ସେମାନେଙ୍କୁ କୋଭିଡ ହସ୍ପିଟାଲ ସ୍ଥାନାନ୍ତର କରାଯିବ ବୋଲି ଜଣାପଡିଛି। ସୂଚନାନୁସାରେ, ନବାଙ୍କ...

ବିଡ଼ିସି ବୈଠକରେ ଆତଙ୍କବାଦୀ ଆକ୍ରମଣ: ପିଏସ୍‌ଓ ଶହୀଦ୍‌, ଜଣେ କାଉନସିଲରଙ୍କ ମୃତ୍ୟୁ

ଶ୍ରୀନଗର,୨୯।୩: ଜମ୍ମୁ-କଶ୍ମୀରର ସୋପୋରରେ ବିଡ଼ିସି ବୈଠକରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଜଣେ ପିଏସ୍‌ଓ ଶହୀଦ ହୋଇଥିବାବେଳେ ଜଣେ କାଉସିଲରଙ୍କର ମୃତ୍ୟୁ ଘଟିଛି। ପିଏସ୍‌ଓଙ୍କ ନାମ ମୁସ୍ତାକ ଅହମ୍ମଦ ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି...

ସି-୬୦ କମାଣ୍ଡୋଙ୍କୁ ସଫଳତା: ଗଡ଼ିଲା ୫ ମାଓବାଦୀଙ୍କ ମୁଣ୍ଡ

ଗଡ଼ଚିରୋଲି,୨୯।୩: ମହାରାଷ୍ଟ୍ରର ଗଡ଼ଚିରୋଲି ଜିଲାର ଖେଡ଼ା ଅଞ୍ଚଳରେ ସି-୬୦ କମାଣ୍ଡୋଙ୍କୁ ସର୍ଚ୍ଚ ଅପରେଶନ୍‌ରେ ବଡ଼ ସଫଳତା ମିଳିଛି। ସ୍ଥାନୀୟ ଖୋବ୍ରା ମେଢ଼ା ଜଙ୍ଗଲରେ ମାଓବାଦୀମାନେ ସି-୬୦ କମାଣ୍ଡୋଙ୍କ ଉପରେ ଆକ୍ରମଣ କରିଥିଲେ। ଏହାର ଜବାବରେ କମାଣ୍ଡୋଙ୍କ ପକ୍ଷରୁ ପାଲଟା ଆକ୍ରମଣ...

ଲକ୍ଷେ ମୁହାଁ କରୋନା: ଗୋଟିଏ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୮ ହଜାର ଟପିଲା

ନୂଆଦିଲ୍ଲୀ,୨୯।୩: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଏବେ ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ମୁହାଁ ହୋଇଛି। ଦେଶରେ ଲଗାତାର ତୃତୀୟ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା...

ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ ଜଣାଇଲେ ହୋଲିର ଶୁଭକାମନା

ନୂଆଦିଲ୍ଲୀ,୨୯।୩: ହୋଲି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ରଙ୍ଗର ଉତ୍ସବ ହୋଲି ସମସ୍ତଙ୍କଜୀବନରେ ସୁଖ ଶାନ୍ତି ଭରି ଦେଉ ବୋଲି ରାଷ୍ଟ୍ରପତି ନିଜ ଟୁଇଟର ହ୍ୟାଣ୍ଡେଲରୁ ଟୁଇଟ୍‌ କରି ଜଣାଇଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri