Tag Archives: Home Middle

ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ…

ଭୁବନେଶ୍ୱର,୪।୫: କଂଗ୍ରେସ ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି।ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍‌ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା ପାର୍ଟି ଫଣ୍ଡିଂରେ କ୍ୟାମ୍ପେନିଂ କରିବା ସହଜ ନୁହେଁ ସୁଚରିତା କହିଛନ୍ତି। ସୁଚରିତା କହିଛନ୍ତି,...

ସମାନ ନାମଧାରୀ ପ୍ରାର୍ଥୀଙ୍କୁ ପ୍ରତିଦ୍ୱନ୍ଦ୍ୱିତାରୁ ବାଦ୍‌ ଦେଇ ହେବନି

ନୂଆଦିଲ୍ଲୀ,୪ା୫: କୌଣସି ରାଜନେତାଙ୍କ ନାଁ ଅନ୍ୟ ପ୍ରାର୍ଥୀଙ୍କ ସହ ସମାନ ହୋଇଥିଲେ, ତାହା ତାଙ୍କ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା ଅଧିକାରକୁ ପ୍ରଭାବିତ କରେନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତେଣୁ ଜଣେ ପ୍ରାର୍ଥୀଙ୍କର ଅନ୍ୟ ରାଜନେତାଙ୍କ ସହ ସମାନ ନାଁ ରହିଥିଲେ, ତାଙ୍କୁ ନିର୍ବାଚନରୁ...

କଂଗ୍ରେସ ଗଡ଼ରେ ବିଗ୍‌ ଫାଇଟ୍‌

ରାଏବରେଲି/ନୂଆଦିଲ୍ଲୀ,୪ା୫, (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ସର୍ବପୁରାତନ ଦଳ କଂଗ୍ରେସ ଶୁକ୍ରବାର ସକାଳେ ସବୁ କଳ୍ପନାଜଳ୍ପନାର ଅବସାନ ଘଟାଇ ଦୁଇ ହାଇପ୍ରୋଫାଇଲ ଆସନରେ ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କଲା। ରାଏବରେଲିରୁ ରାହୁଲ ଗାନ୍ଧୀ ଓ ଅମେଠିରୁ କିଶୋରୀ ଲାଲ୍‌ ଶର୍ମାଙ୍କ ନାମ ଘୋଷଣା...

ଆଜି ୩ ଲୋକ ସଭା କ୍ଷେତ୍ରରେ ପ୍ରଚାର କରିବେ ନବୀନ

ଭୁବନେଶ୍ୱର,୪ା୫(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପୁଣି ପ୍ରଚାର ମଇଦାନକୁ ଓହ୍ଲାଇବେ। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ଟି ଲୋକ ସଭା କ୍ଷେତ୍ର ମଧ୍ୟରୁ ୩ଟି ଲୋକ ସଭା କ୍ଷେତ୍ରରେ ନବୀନ ପ୍ରଚାର...

ମୁମ୍ବାଇର ପ୍ଲେ-ଅଫ୍‌ ଆଶା ଧୂଳିସାତ, ଦ୍ୱିତୀୟରେ କୋଲକାତା

ମୁମ୍ବାଇ, ୩।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୨୪ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ବୋଲରଙ୍କୁ ସୁହାଇଥିବା ପିଚ୍‌ରେ ୨ଟି ଯାକ ଦଳ ଅଲ୍‌ଆଉଟ ହୋଇଥିବାବେଳେ ବାଜି...

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ କଡ଼ା ଜବାବ ରଖିଛନ୍ତି ବିଜେଡି ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)। ବବି...

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି କରାଯାଇଛି। ଅନ୍ୟପଟେ ବରିଷ୍ଠ ଆଇଏଏସ ଅଧିକାରୀ ଶାଲିନୀ ପଣ୍ଡିତଙ୍କୁ...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି ବିଷୟରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୂର୍ବରୁ ଆଲୋଚନା ହେଉଥିଲା ଯେ, ସୌମ୍ୟ ଘସିପୁରାରୁ...

ଏତେ କୋଟି ଟଙ୍କାର ମାଲିକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ହେଲେ ସ୍ତ୍ରୀଙ୍କ ଆୟ…

ଭୁବନେଶ୍ୱର,୩।୫: ପାଖେଇ ଆସିଲାଣି ନିର୍ବାଚନ। ଏନେଇ ମଇଦାନରେ ପ୍ରଚାର ଜୋରଦାର କଲେଣି ନେତା।ଏହାରି ଭିତରେ ନାମାଙ୍କନ ଦାଖଲ ମଧ୍ୟ ଚାଲିଛି। ନାମାଙ୍କନ ଦାଖଲବେଳେ ନେତାଏ ତାଙ୍କ ସମ୍ପର୍କିତ ସମସ୍ତ ତଥ୍ୟ ସତ୍ୟପାଠରେ ଦାଖଲ କରିଛନ୍ତି। ସତ୍ୟପାଠରେ ସମ୍ବଲପୁର ଲୋକ ସଭା...

କେବେ ପ୍ରାର୍ଥିପତ୍ର ଦାଖଲ କରିବେ ମୋଦି, ଏହା ପୂର୍ବରୁ ହେବ ରୋଡ ଶୋ’

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶର ବାରାଣାସୀ ଲୋକ ସଭା ଆସନରୁ ଏମପି। ଭାରତୀୟ ଜନତା ପାର୍ଟି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏଥର ବାରାଣାସୀରୁ ପ୍ରାର୍ଥୀ କରିଛନ୍ତି। ଶେଷ ପର୍ଯ୍ୟାୟରେ ବାରାଣାସୀରେ ଭୋଟ ଅନୁଷ୍ଠିତ ହେବ, ଅର୍ଥାତ୍‌ ଜୁନ ୧ରେ ପ୍ରଧାନମନ୍ତ୍ରୀ...

ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣ ରହିଛନ୍ତି। ଦଳର ଷ୍ଟାର...

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌ ଟୁ ବ୍ୟାକ୍‌ ଓଡିଶା ଆସୁଛନ୍ତି। ଏହାରି ଭିତରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri