Tag Archives: Home Middle

ବଢ଼ିଲା ବିଦ୍ୟୁତ ଦର: ଏଣିକି ୟୁନିଟ୍‌ ପିଛା ଦେବେ…

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଇଛି ବିଦ୍ୟୁତ ଦର। ୨୦୨୧-୨୨ ପାଇଁ ଓଇଆର୍‌ସିଙ୍କ ପକ୍ଷରୁ ଦରଧାର୍ଯ୍ୟ କରାଯାଇଛି। ନୂଆଦର ଅନୁଯାୟୀ କିଲୋଓ୍ବାଟ୍‌ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧି କରାଯିବାକୁ ଓଇଆର୍‌ସି ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେହିଭଳି ପ୍ରଥମ ୫୦ ୟୁନିଟ୍‌...

ମତୁଆ ସମ୍ପ୍ରଦାୟଙ୍କୁ ହାତେଇବା ରାଜନୀତି: ଦେଶରୁ ଆରମ୍ଭ କରି ବିଦେଶରେ ପହଞ୍ଚିଲା

ଢାକା/କୋଲକାତା,୨୭।୩: ପଶ୍ଚିମବଙ୍ଗର ୨ କୋଟି ମତୁଆ ସମ୍ପ୍ରଦାୟଙ୍କୁ ହାତେଇବା ଲକ୍ଷ୍ୟ ନେଇ ଭାଜପା ପକ୍ଷରୁ ଦେଶରୁ ଆରମ୍ଭ ହୋଇଥିବା ରାଜନୀତି ବିଦେଶରେ ପହଞ୍ଚିଛି। ଏହି ୨ କୋଟିର ଭୋଟ ବାକ୍ସ ଭାଜପା ପକେଟକୁ ଆସିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କ୍ଷମତାଚ୍ୟୁତ...

ବେକାବୁ କରୋନା: ଦିନକରେ ୬୨ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୭।୩: ଦେଶରେ କରୋନାର ଦେ।ହରା ମାଡ଼ ଆରମ୍ଭ ହୋଇଛି। ଧୀରେଧୀରେ ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛିି। ନୂଆ ଆକ୍ରାନ୍ତଙ୍କ ପ୍ରତିଦିନ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୨୫୮ରେ...

ଆସାମ-ପଶ୍ଚିମବଙ୍ଗରେ ମତଦାନ ଜାରି

କୋଲକାତା/ଗୁଆହାଟି,୨୭।୩: ଆସାମ ଓ ପଶ୍ଚିମବଙ୍ଗ ବିଧାନସଭା ଲାଗି ପ୍ରଥମ ପର୍ଯ୍ୟାୟ ମତଦାନ ଶନିବାର ଜାରି ରହିଛି। ଆସାମର ୪୭ ଏବଂ ପଶ୍ଚିମବଙ୍ଗର ୫ ଜିଲାର ୩୦ ଆସନରେ ମତଦାନ ସକାଳୁ ଆରମ୍ଭ ହୋଇଛି। ଆସାମର ୧୧,୫୩୦ ବୁଥ୍‌ ଏବଂ ପଶ୍ଚିମବଙ୍ଗର...

ବଢ଼ିଛି ବିଚାରାଧୀନ ମାମଲା

ନୂଆଦିଲ୍ଲୀ,୨୭ା୩: ଏପ୍ରିଲ ୨୩ରେ ଅବସର ନେବାକୁ ଥିବା ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍‌.ଏ. ବୋବ୍‌ଡେଙ୍କ କାର୍ଯ୍ୟକାଳରେ ବିଚାରାଧୀନ ମାମଲା ସଂଖ୍ୟା ବୃଦ୍ଧି ପାଇଛି। ୨୪ରେ ନୂଆ ସିଜେଆଇ ରୂପେ ଦାୟିତ୍ୱ ନେବାକୁ ଥିବା ଜଷ୍ଟିସ୍‌ ଏନ୍‌.ଭି. ରମନାଙ୍କୁ ୬୬,୭୨୭ରୁ...

ରାଷ୍ଟ୍ରପତି ଅସୁସ୍ଥ: ଛାତିରେ ଯନ୍ତ୍ରଣା ଯୋଗୁ ଆର୍ମି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୬।୩: ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଶୁକ୍ରବାର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସକାଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀରେ ଥିବା ଆର୍ମି ହସ୍ପିଟାଲକୁ ନିଆଯାଇଛି। ସେଠାରେ ତାଙ୍କର ରୁଟିନ୍‌ ଯାଞ୍ଚ କରାଯିବା ସହ ସ୍ବାସ୍ଥ୍ୟ ଉପରେ...

ନିର୍ବାଚନୀ ବଣ୍ଡ ଉପରେ ଲାଗିବନି ରୋକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୩: ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, ଆସାମ ଏବଂ ପୁଡୁଚେରୀ ବିଧାନସଭା ନିର୍ବାଚନ ପୂର୍ବରୁ ନୂଆ ନିର୍ବାଚନୀ ବଣ୍ଡ ବିକ୍ରୟ ଉପରେ ରୋକ ଲଗାଇବା ପାଇଁ କରାଯାଇଥିବା ଏକ ଆବେଦନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଆସନ୍ତା ଏପ୍ରିଲ ୧ରୁ ୧୦...

୨ ଦିନିଆ ବାଂଲାଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ବାଂଲାଦେଶ ଗସ୍ତ ଆଜିଠାରୁ ଆରମ୍ଭ ହୋଇଛି। ଶୁକ୍ରବାର ସକାଳେ ନୂଆଦିଲ୍ଲୀରୁ ଢାକା ଅଭିମୁଖେ ଯାତ୍ରା କରିଛନ୍ତି ପ୍ରଧାନମନ୍ତ୍ରୀ। ବାଂଲାଦେଶ ଗଠନର ୫୦ ବର୍ଷ ପୂରଣ କାର୍ଯ୍ୟକ୍ରମରେ ସେ ଅଂଶଗ୍ରହଣ କରିବେ। ଢାକା...

ପ୍ରଥମ ପର୍ଯ୍ୟାୟ ପ୍ରଚାର ଶେଷ

କୋଲକାତା/ଗୁଆହାଟୀ,୨୬ା୩:ପଶ୍ଚିମବଙ୍ଗ ଓ ଆସାମରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ହାଇଭୋଲ୍ଟେଜ ପ୍ରଚାର ଥମିଛି। ଏହି ପର୍ଯ୍ୟାୟରେ ଶନିବାର ସକାଳ ୮ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଆସାମର ୪୭ ଓ ପଶ୍ଚିମବଙ୍ଗର ୩୦ ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ କରାଯିବ।...

ଲୋକ ସଭା ଅନିର୍ଦ୍ଦିଷ୍ଟ କାଳ ଲାଗି ସ୍ଥଗିତ

ନୂଆଦିଲ୍ଲୀ,୨୫।୩: ଲୋକ ସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ଗୁରୁବାର ସ୍ଥଗିତ ରଖାଯାଇଛି। କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହିତ କେରଳ, ତାମିଲନାଡୁ, ଆସାମ, ପଶ୍ଚିମବଙ୍ଗ ଆଦି ୪ ରାଜ୍ୟର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଲୋକ ସଭାର ବଜେଟ ଅଧିବେଶନକୁ...

ସ୍ଥାୟୀ କମିଶନ ପ୍ରକ୍ରିୟା ଭେଦଭାବପୂର୍ଣ୍ଣ: ରିଭ୍ୟୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୫।୩: ଭାରତୀୟ ସେନାରେ ସ୍ଥାୟୀ କମିଶନ ପ୍ରକ୍ରିୟାରେ ପାତରଅନ୍ତର କରାଯାଉଥିବା ନେଇ ସୁପ୍ରିମ୍‌କୋର୍ଟ ଗୁରୁବାର ଗୁରତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହା ଭେଦଭାବପୂର୍ଣ୍ଣ ବୋଲି କୋର୍ଟ କହିଛନ୍ତି। ମହିଳାଙ୍କୁ ସ୍ଥାୟୀ କମିଶନ ପ୍ରଦାନ ପ୍ରସଙ୍ଗର ରିଭ୍ୟୁ କରିବା ସହିତ ୨ ମାସ...

ଓଲଟିଲା ସେନା ଜିପ୍ସି: ୩ ଯବାନ ଜୀବନ୍ତ ଦଗ୍ଧ

ଶ୍ରୀଗଙ୍ଗାନଗର,୨୫।୩: ରାଜସ୍ଥାନର ଶ୍ରୀଗଙ୍ଗନଗର ଜିଲାରେ ଭାରତ ପାକିସ୍ତାନ ଅନ୍ତର୍ଜାତୀୟ ସୀମା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର-ଗୁରୁବାର ବିଳମ୍ବିତ ରାତ୍ରରେ ଭାରତୀୟ ସେନାର ଏକ ଜିପ୍ସି ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗି ଯାଇଛି। ଏହି ଘଟଣାରେ ଜିପ୍ସିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri