Tag Archives: Home Middle

ଶେଷ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’: ପୁରସ୍କୃତ ହେଲେ ଓଡ଼ିଶାର ପ୍ରତିଷ୍ଠିତ ବ୍ୟବସାୟୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ହୋଇଯାଇଛି ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’। ଏଥିରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହି ଆୟୋଜିତ କାର୍ଯ୍ୟକ୍ରମର ପ୍ରଶଂସା କରିବା ସହ କରୋନା...

ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’। ଧରିତ୍ରୀ ଏବଂ ଓଡିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉପସ୍ଥିତ ରହି ଉଦ୍‌ଘାଟନ କରିଛନ୍ତି। ଏଥିରେ ମୁଖ୍ୟ...

ଆଜି ବିଶ୍ୱ ପଖାଳ ଦିବସ: ଆସ ଜୀବନ ଧନ ମୋ ପଖାଳ କଂସା…

ଭୁବନେଶ୍ୱର,୨୦।୩ (ବ୍ୟୁରୋ): ଓଡ଼ିଆ ଜନଜୀବନ ସହିତ ପଖାଳର ସମ୍ପର୍କ ବହୁ ନିବିଡ଼ ଓ ପୁରାତନ। ଓଡ଼ିଆ ପ୍ରାଣର ପ୍ରତୀକ ହେଉଛି ପଖାଳ। ଗାଁ ହେଉ ଅବା ସହର ଯେଉଁଠାରେ ବି ଓଡ଼ିଆ ଲୋକ ରୁହନ୍ତୁ ନା କାହିଁକି ପଖାଳ ପ୍ରତି...

ସର୍ବସାଧାରଣରେ ହୋଲି, ମେଳଣ ମନା

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆସନ୍ତା ୨୮ ଓ ୨୯ ତାରିଖରେ ରଙ୍ଗର ପର୍ବ ହୋଲି ପାଳନ ହେବ। ହେଲେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ରାଜ୍ୟରେ ହୋଲି ଖେଳ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର। ସର୍ବସାଧାରଣ ସ୍ଥାନରେ ହୋଲି...

୪ ମାସ ପରେ ସମାନ ସ୍ଥିତିରେ କରୋନା

ନୂଆଦିଲ୍ଲୀ,୨୦।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ୯୫୩ରେ ପହଞ୍ଚିଥିବାବେଳେ ଏହି...

ଶତାବ୍ଦି ଏକ୍ସପ୍ରେସ୍‌ ପାର୍ସଲ ବଗିରେ ନିଆଁ

ନୂଆଦିଲ୍ଲୀ,୨୦।୩: ଦିଲ୍ଲୀରୁ ଲକ୍ଷ୍ନୌ ଯାଉଥିବା ଶତାବ୍ଦି ଏକ୍ସପ୍ରେସରକ ପାର୍ସଲ ବଗି ଜଳି ଯାଇଛି। ଗାଜିଆବାଦ ରେଳ ଷ୍ଟେଶନରେ ଛିଡ଼ା ହୋଇଥିବା ବେଳେ ଟ୍ରେନ୍‌ର ପାର୍ସଲ ବଗି ହଠାତ୍‌ ଜଳିବା ଆରମ୍ଭ କରିଥିଲା। ବଗିରେ ନିଆଁ ଲାଗିବା ଦେଖି ଯାତ୍ରୀମାନେ ଭୟରେ...

୧୦ ବର୍ଷ ଗୃହଯୁଦ୍ଧ

ବିରୁଟ/ଡାମାସ୍‌କସ୍‌/ଇଦ୍‌ଲିବ,୨୦ା୩: ଏକ ଦଶନ୍ଧି ତଳେ ସିରିଆ ରାଷ୍ଟ୍ରପତି ବଶର ଅଲ୍‌-ଅସାଦ୍‌ଙ୍କ ବିରୋଧରେ ଆରମ୍ଭ ହୋଇଥିବା ଶାନ୍ତିପୂର୍ଣ୍ଣ ବିକ୍ଷୋଭ କେତେବେଳେ ଆନ୍ଦୋଳନର ରୂପ ନେଇ କ୍ରମଶଃ ଏକ ବୃହତ୍‌ ଗୃହଯୁଦ୍ଧ ପାଲଟିଗଲା କେହି ଜାଣିପାରିଲେ ନାହିଁ। ସିରିଆ ସଂଘର୍ଷରେ ଅଦ୍ୟାବଧି ୩,୮୦,୦୦୦ରୁ...

ଭୂତାଣୁ ପୁଣି ଉପରମୁହଁ।

ନୂଆଦିଲ୍ଲୀ/ ମୁମ୍ବାଇ/ ଅମୃତସର,୨୦।୩: ନୂଆ ଧାରାରେ ଭିନ୍ନ ଅବତାର ନେଇ ଫେରିଛି କରୋନାର ଆଉ ଏକ ପ୍ରବାହ । ମହାମାରୀର ଲେଉଟାଣିକୁ ରୋକିବା ପାଇଁ ପୂର୍ବଭଳି ଲକ୍‌ଡାଉନ୍‌ ବା ଶଟ୍‌ଡାଉନ୍‌ ଜାରି କଲେ ଏଥିରୁ ଦେଶକୁ ଫାଇଦା ମିଳିବ ନାହିଁ...

କେନ୍ଦ୍ରକୁ ମିଳିବ ଖଣି ନିଲାମ କ୍ଷମତା

ନୂଆଦିଲ୍ଲୀ,୨୦।୩: ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ସଂଶୋଧନ ବିଲ୍‌, ୨୦୨୧ ଶୁକ୍ରବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ଏହା ଆଇନରେ ପରିଣତ ହେଲେ ଖଣି ନିଲାମ ପାଇଁ ତଥା ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌)ର ବିନିଯୋଗ ନିମନ୍ତେ...

ଏ ବର୍ଷ ବି ହୋଲି ଖେଳ ଉପରେ କଟକଣା

ଭୁବନେଶ୍ୱର,୧୯।୩: ଗତ ଥର ଭଳି ଏ ବର୍ଷ ମଧ୍ୟ ସର୍ବସାଧାରଣ ସ୍ଥାନରେ ହୋଲି ଖେଳିବା ଉପରେ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସି)। ଘରେ ରହି ପରିବାର ସହ...

ଦିନକରେ ୪୦ ହଜାର ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ,୧୯।୩: ଦେଶରେ ପୁଣି ଥରେ କାୟା ବଢ଼ାଉଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯,୭୨୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ବର୍ଷ ନଭେମ୍ବର ୨୯ ପରେ ଏହା ସର୍ବାଧିକ। ଏହାକୁ ମିଶାଇ ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ...

ମାର୍ଚ୍ଚ ୩୧ ଯାଏ ସ୍କୁଲ-କଲେଜ ବନ୍ଦ

ଚଣ୍ଡିଗଡ଼,୧୯।୩: ପୁଣି ଥରେ ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ। ଦେଶର ୬ଟି ରାଜ୍ୟରେ ଦ୍ରୁତଗତିରେ ମାମଲା ବଢ଼ୁଥିବା ନଜର ଆସୁଥିବା ବେଳେ ସେଥିରେ ପଞ୍ଜାବ ରହିଛି। ବିଶେଷକରି ଚଣ୍ଡିଗଡ଼ରେ ବଢ଼ୁଥିବା ସଂକ୍ରମଣ ସମସ୍ତଙ୍କୁ ଭୟଭୀତ କରାଇବା ଆରମ୍ଭ କଲାଣି। ଏହାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri