Tag Archives: Home Middle

୪ ବର୍ଷ ପୂରଣ କରି ରେକର୍ଡ କଲେ ଯୋଗୀ ସରକାର

ଲକ୍ଷ୍ନୌ,୧୯।୩: ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ଭାଜପା ସରକାର ୪ ବର୍ଷ ପୂରଣ କରିଛନ୍ତି। ମାର୍ଚ୍ଚ ୧୯, ୨୦୧୭ରେ ଗୋରଖପୁର ଲୋକ ସଭା ନିର୍ବାଚନମଣ୍ଡଳୀର ତତ୍କାଳୀନ ଏମ୍‌ପି ଯୋଗୀ ଆଦିତ୍ୟନାଥ ଦେଶର ବୃହତ୍ତମ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ରାଜ୍ୟର ଦାୟିତ୍ୱ...

ଧାରା ଭାଙ୍ଗିଲା ଭାରତ

ଅହମ୍ମଦାବାଦ,୧୮।୩: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିମୟରେ ଖେଳାଯାଇଥିବା ୪ର୍ଥ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡକୁ ୮ ରନ୍‌ରେ ହରାଇ ଦେଇଛି ଭାରତ। ଏଥି ଯୋଗୁ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଏବେ ୨-୨ର ବରାବର ସ୍ଥିତିରେ ପହଞ୍ଚିଛି। ସିରିଜ୍‌ର ଅନ୍ତିମ ତଥା...

ନୂଆ ଷ୍ଟ୍ରେନ୍‌ ସଂଖ୍ୟା ୪୦୦ ଛୁଇଁଲା

ନୂଆଦିଲ୍ଲୀ,୧୮।୩: ଭାରତରେ କରୋନାର ନୂଆ ଷ୍ଟ୍ରେନ୍‌ ସଂଖ୍ୟା ୪୦୦ ଛୁଇଁଛି। ଏସବୁ ମଧ୍ୟରେ ବ୍ରିଟେନ, ବ୍ରାଜିଲ୍‌ ଏବଂ ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା ଷ୍ଟ୍ରେନ୍‌ ରହିଛି। ୨ ସପ୍ତାହ ମଧ୍ୟରେ ଏସବୁ ୩ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫୮ ବଢ଼ିଛି। ପୂର୍ବରୁ...

ଭାଜପାର ଜିଦ୍‌ ପରେ ନବୀନ ନିବାସ ବାହାରକୁ ଆସିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ନିବାସରୁ ବାହାରକୁ ଆସି ଆନ୍ଦୋଳନରତ ଭାଜପା ସଦସ୍ୟଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଶାସକ ଦଳର ନେତା ନବୀନ ପଟ୍ଟନାୟକ। ସେ ଧାରଣାସ୍ଥଳରେ ପହଞ୍ଚି ବିଧାୟକମାନଙ୍କ ସହ କଥା ହେବା ସହ ସେମାନଙ୍କୁ ଡାକି ଭିତରକୁ ନେଇଥିବା ଦେଖାଯାଇଛି। ପ୍ରଥମ...

ରାତ୍ର ୯ରୁ ଭୋର୍‌ ୫: ଘରୁ ବାହାରିବା ମନା

ଚଣ୍ଡିଗଡ଼,୧୮।୩: ପଞ୍ଜାବରେ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ହଜାର ୪୫ ଜଣଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେହିପରି ଏହି ସମୟ ମଧ୍ୟରେ...

ମୁଖ୍ୟମନ୍ତ୍ରୀଙ୍କୁ ଖୋଜି ବାହାରିଲା ଭାଜପା, ପଛରେ ବିଜେଡି; ନବୀନ ନିବାସ ଆଗରେ ସ୍ବାଗତ ପାଇଁ ଅପେକ୍ଷା

ଭୁବନେଶ୍ୱର,୧୮।୩(ବ୍ୟୁରୋ): ବିଧାନସଭାରେ ଶାସକ-ବିରୋଧୀ ଦଳ ମୁହାଁମୁହିଁ ସ୍ଥିତି ଲାଗି ରହିଥିବା ବେଳେ ଗୁରୁବାର ବାହାରେ ହାଇଡ୍ରାମା ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଖୋଜିବା ପାଇଁ ନବୀନ ନିବାସକୁ ଭାଜପା ବିଧାୟକମାନେ ଶୋଭାଯାତ୍ରାରେ ବାହାରିଛନ୍ତି। ଅପରପକ୍ଷେ ବିଜେଡି ବିଧାୟକମାନେ ତାଙ୍କ...

ମମତା ଆପଣାଉଛନ୍ତି ପ୍ରତିଶୋଧ ରାଜନୀତି: ମୋଦି

ପୁରୁଲିଆ,୧୮।୩: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରତିଶୋଧ ରାଜନୀତି ଆପଣାଉଛନ୍ତି। ଏହା ରାଜ୍ୟ ପାଇଁ ହିତକର ନୁହେଁ। ମମତାଙ୍କର ଏଭଳି ଆଭିମୁଖ୍ୟର ଜବାବ ଭୋଟର ଦେବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ପୁରୁଲିଆରେ ଏକ ନିର୍ବାଚନୀ ସଭାରେ ଯୋଗଦେଇ...

ଜିଦ୍‌ରେ ବିରୋଧୀ-ଶାସକ: ଲଗାତାର ୬ଷ୍ଠ ଦିନ ପାଇଁ ବିଧାନସଭାରେ ଅଚଳାବସ୍ଥା, ଆରମ୍ଭରୁ ମୁଲତବୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଲଗାତାର ୬ଷ୍ଠ ଦିନ ପାଇଁ ବିଧାନସଭା ସ୍ବାଭାବିକ ହୋଇପାରିନାହିଁ। ଉଭୟ ଶାସକ-ବିରୋଧିଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଗୃହକୁ ଅପରାହ୍ନ ୧୨ଟା ଯାଏ ବାଚସ୍ପତି ମୁଲତବି ଘୋଷଣା କରିଛନ୍ତି। ଗୋଟିଏ ପଟେ ଧାନ କିଣା ଅବ୍ୟବସ୍ଥାକୁ ନେଇ ବିରୋଧୀ ଭାଜପା...

କରୋନା ବେକାବୁ: ୨୪ ଘଣ୍ଟାରେ ୩୫ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୮।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ୮୭୧ରେ ପହଞ୍ଚିଥିବାବେଳେ ଏହି...

୩ କୋଟି ରାଶନ କାର୍ଡ ରଦ୍ଦ

ନୂଆଦିଲ୍ଲୀ,୧୮ା୩ : ଆଧାର କାର୍ଡ ନ ଥିଲେ ମଧ୍ୟ କୌଣସି ଶିଶୁଙ୍କୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ବଳରେ ସୁବିଧାରୁ ବଞ୍ଚତ୍ତ କରାଯାଇପାରିବ ନାହିଁ ବୋଲି ୨୦୧୮ରେ ସୁପ୍ରିମକୋର୍ଟ ସ୍ପଷ୍ଟ କରିଥିଲେ। ଏହା ସତ୍ତ୍ୱେ ଆଧାର କାର୍ଡ ସହ...

ବିପଦ ମୁହଁରେ ୨୫ ଗାଁ

ଲଙ୍ଗଳେଶ୍ୱର, ୧୮।୩ (ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ସାମୁଦ୍ରିକ ବାତ୍ୟା ଯୋଗୁ ବିଭିନ୍ନ ସ୍ଥାନରେ ତଟକ୍ଷୟ ହେବାରେ ଲାଗିଛି। ବାଲେଶ୍ୱର ଜିଲା ବାଲିଆପାଳବାସୀଙ୍କ ପାଇଁ ଏହାର ଦୁଃଖର କାରଣ ହୋଇଛି। ସମୁଦ୍ର ଉପକୂଳବର୍ତ୍ତୀ ୫ଟି ପଞ୍ଚାୟତର ୨୫ରୁ ଉର୍ଦ୍ଧ୍ୱ ଗାଁ ଏବେ...

ବଢୁଛି ତାତି: ୨୧ରୁ ଝଡ଼ବର୍ଷା

ଭୁବନେଶ୍ୱର,୧୮/୩(ବ୍ୟୁରୋ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବ। ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇବ। ତେବେ ଏହି ସମୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲାର କେତେକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri