Tag Archives: Home Middle

ଚିନ୍ତା ବଢ଼ାଇଲାଣି ସଂକ୍ରମଣ

ନୂଆଦିଲ୍ଲୀ,୧୬।୩: କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଗୋଟିଏ ଦିନରେ ଦେଶରେ ମୋଟ ୨୬,୨୯୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୧୮ ଜଣଙ୍କ ଜୀବନ ଯାଇଛି। ନୂଆ ମାମଲାର ୭୮.୪୧ ପ୍ରତିଶତ କେବଳ ୫ଟି ରାଜ୍ୟରେ ଦେଖିବାକୁ...

ସ୍ବାଭାବିକ ହେଉନି ଗୃହ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ଶାସକ-ବିରୋଧୀ ମୁହଁାମୁହିଁ ହୋଇଛନ୍ତି। କେହି ନିଜ ଜିଦ୍‌ରୁ ଓହରିବାକୁ ରାଜି ନୁହନ୍ତି। ଏଥିଯୋଗୁ ଲଗାତର ୩ ଦିନ ଧରି ବିଧାନସଭା ଅଚଳ ହୋଇଛି। ଧାନକିଣା...

ଅଟକିଲା ବର୍ଦ୍ଧିତ ହୋଲ୍‌ଡିଂ ଟିକସ

ଭୁବନେଶ୍ୱର, ୧୬ା୩ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ବର୍ଦ୍ଧିତ ଟିକସ ଲାଗୁକୁ ବିଭିନ୍ନ ବର୍ଗରୁ ପ୍ରବଳ ବିରୋଧ ହେବା ପରେ ସରକାର ପଛଘୁଞ୍ଚା ଦେଇଛନ୍ତି। ବର୍ଦ୍ଧିତ ହୋଲ୍‌ଡିଂ ଟିକସ ଆଦାୟକୁ ସ୍ଥଗିତ ରଖାଯାଇଛି। ଲୋକଙ୍କ ଭାବାବେଗକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ...

ଭୁବନେଶ୍ୱରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ‌

ଭୁବନେଶ୍ୱର,୧୫।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୭ ଲୋକାଲ କେସ ରହିଛନ୍ତି। ସେହିପରି ଆଜି ଭୁବନେଶ୍ୱରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ...

ବିଏମ୍‌ସିର ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଦାୟ ସ୍ଥଗିତ

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ବିଏମ୍‌ସି ପକ୍ଷରୁ ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଦାୟ ସ୍ଥଗିତ ରଖାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଏ ନେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି। ପ୍ରକାଶ ଯେ,...

ଜୈଶ୍‌ କମାଣ୍ଡରଙ୍କ ଗଡ଼ିଲା ମୁଣ୍ଡ

ଶ୍ରୀନଗର,୧୫।୩: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୋପିଆନ୍‌ରେ ଏନ୍‌ କାଉଣ୍ଟରରେ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ର କମାଣ୍ଡର ସଜାଦ୍‌ ଆଫଗାନୀଙ୍କ ମୁଣ୍ଡ ଗଡ଼ିଛି। ତାଙ୍କର ପ୍ରକୃତ ନା ବିଲାୟତି ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।...

ରାଜ୍ୟ ସଭାରେ ବ୍ରିଟେନର ବର୍ଣ୍ଣବୈଷମ୍ୟ ତାତି

ନୂଆଦିଲ୍ଲୀ,୧୫।୩: ବ୍ରିଟେନର ବର୍ଣ୍ଣବୈଷମ୍ୟ ତାତି ରାଜ୍ୟ ସଭାରେ ପରିଲକ୍ଷିତ ହୋଇଛି। ପୂର୍ବରୁ ଭାରତରେ ଜାରି ରହିଥିବା କୃଷକ ଆନ୍ଦୋଳନ ନେଇ ବ୍ରିଟେନ ସଂସଦରେ ତର୍କବିତର୍କ ହୋଇଥିଲା। ଏନେଇ ଭାରତ ପକ୍ଷରୁ ଅସନ୍ତୋଷ ବ୍ୟକ୍ତ କରାଯାଇଥିଲା। ଏହି ପ୍ରସଙ୍ଗରେ ଭାରତୀୟ ବହିର୍ବ୍ୟାପାର...

ୟଶଓ୍ବନ୍ତଙ୍କୁ ମମତା ଦିଦିଙ୍କ ଗୁରୁଦାୟିତ୍ୱ

କୋଲକାତା,୧୫।୩: ତୃଣମୂଳ କଂଗ୍ରେସରେ ଯୋଗଦେବା ପରେ ୟଶଓ୍ବନ୍ତ ସିହ୍ନାଙ୍କୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁଦାୟିତ୍ୱ ପ୍ରଦାନ କରିଛନ୍ତି। ୟଶଓ୍ବନ୍ତଙ୍କୁ ଦଳର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଏହା ସହିତ ସେ ରାଷ୍ଟ୍ରୀୟ କାର୍ଯ୍ୟ ସମିତିର ସଦସ୍ୟ ଭାବେ ମଧ୍ୟ...

ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟ: ଏଟିଏମ୍‌ ଖୋଲା

ନୂଆଦିଲ୍ଲୀ,୧୫।୩: କେନ୍ଦ୍ର ସରକାରଙ୍କ ନୀତିକୁ ବିରୋଧ କରି ତଥା ଘରୋଇ କରଣ ସମେତ ବିଭିନ୍ନ ଦାବି ନେଇ ଦେଶ ବ୍ୟାପୀ ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟ ସୋମବାର ଆରମ୍ଭ ହୋଇଛି। ଧର୍ମଘଟ ମଙ୍ଗଳବାର ମଧ୍ୟ ଜାରି ରହିବ। ଦେଶର ୧୦...

ପାସେଞ୍ଜର ହଲ୍ଟରେ ସେବା ଠପ୍‌

ଢେଙ୍କାନାଳ ଅଫିସ, ୧୫।୩: କରୋନାକୁ ପୂରିଲାଣି ବର୍ଷେ। ତଥାପି ଶତପ୍ରତିଶତ ସ୍ବାଭାବିକ ହୋଇପାରିନି ଟ୍ରେନ୍‌ ଚଳାଚଳ। ହାତଗଣତି ରେଳ ସେବା ଯୋଗାଉଥିବାବେଳେ ଟ୍ରାକ୍‌ରେ ଗଡ଼ିନି ପାସେଞ୍ଜର ଟ୍ରେନ୍‌। ଏବେ ଅଧିକ ଶକ୍ତିଶାଳୀ ହୋଇ କୋଭିଡ୍‌ ବାହୁଡ଼ିଥିବାବେଳେ ଶସ୍ତା ଏବଂ ଜରୁରୀ ସେବା...

୨୪ ଘଣ୍ଟାରେ ଦେଶରେ ୨୬ ହଜାରରୁ ଅଧିକ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧୫।୩: ଦେଶରେ ପୁଣି କରୋନା ସଂକ୍ରମଣର ଦୋହରା ମାଡ଼ ଆରମ୍ଭ ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଶନିବାର ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୩୨୦ରେ ପହଞ୍ଚିଥିବାବେଳେ ରବିବାର ଏହା ୨୬...

ମହାରାଷ୍ଟ୍ରରେ କରୋନା ବେକାବୁ: ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ଟପିଲା

ମୁମ୍ବାଇ,୧୫।୩: ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବା ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ରରେ ଗୋଟି, ଦିନରେ ସର୍ବାଧିକ ୧୬ ହଜାର ୬୨୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ରାଜ୍ୟରେ ୫୦ ଜଣଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri