Tag Archives: Home Middle

ନାରୀଶକ୍ତିଙ୍କୁ ସମ୍ମାନ ଜଣାଇଲେ ରାଷ୍ଟ୍ରପତି-ମୋଦି-ରାହୁଲ

ନୂଆଦିଲ୍ଲୀ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଦେଶର ନାରୀଶକ୍ତିଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ମହିଳା ବହୁବିଧ କ୍ଷେତ୍ରରେ କୀର୍ତ୍ତି ସ୍ଥାପନ କରିଛନ୍ତି। ଏହା ଦେଶ ପାଇଁ ଅତ୍ୟନ୍ତ ଗୌରବର ବିଷୟ।...

କରୋନା ଆତଙ୍କ: ୯ ରାଜ୍ୟ ସରକାରଙ୍କୁ ସତର୍କ ରହିବାକୁ ପରାମର୍ଶ

ନୂଆଦିଲ୍ଲୀ,୮।୩: ଭାରତରେ କରୋନା ପୁଣି ଆତଙ୍କ ସୃଷ୍ଟି କରିଛି। ପୂର୍ବରୁ ମହାରାଷ୍ଟ୍ର ଏବଂ ପଞ୍ଜାବ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଏବେ ଏହି ତାଲିକାରେ କେରଳ, ତାମିଲନାଡୁ, ମଧ୍ୟପ୍ରଦେଶ, ଦିଲ୍ଲୀ, ଗୁଜରାଟ, କର୍ନାଟକ ଏବଂ ହରିୟାଣା ଆଦି...

ଅନ୍ତର୍ଜାତୀୟ ମହିଳା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୩: ଆଜି ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ମହିଳାଙ୍କୁ ଗଭୀର ସମ୍ମାନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜିର ମହିଳା ଆତ୍ମନିର୍ଭରଶୀଳ, ପ୍ରଗତିକାମୀ, ଉଦ୍ୟମୀ ଏବଂ ସଶକ୍ତ। ବିଶେଷକରି କୋଭିଡ୍‌ ସଂଗ୍ରାମରେ ପୁରୁଷଙ୍କ ସହିତ...

ପେଟ୍ରୋଲ-ଡିଜେଲ ଦାମ ବୃଦ୍ଧି ନେଇ ରାଜ୍ୟ ସଭା ଅଚଳ

ନୂଆଦିଲ୍ଲୀ,୮।୩: ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ପେଟ୍ରୋଲ ଏବଂ ଡିଜେଲ ଦାମ ବୃଦ୍ଧି ନେଇ ବିରୋଧି ଦଳଙ୍କ ପକ୍ଷରୁ ପ୍ରବଳ ହଟ୍ଟଗୋଳ ହୋଇଛି। କଂଗ୍ରେସ ପକ୍ଷରୁ ମଲ୍ଲିକାର୍ଜୁନ ଖଡ୍‌ଗେ ଶୂନ୍ୟକାଳ ନିଲମ୍ବିତ କରିବା...

ପ୍ରବାସୀଙ୍କୁ ପର କରିଦେଲା କେନ୍ଦ୍ର

ନୂଆଦିଲ୍ଲୀ, ୮ା୩: ବିଦେଶରେ ରହୁଥିବା ଭାରତର ନାଗରିକ(ଓସିଆଇ)ମାନଙ୍କୁ ଚକିତ କରିଦେବା ଭଳି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ବିଜ୍ଞପ୍ତି ଜାରି କରିଛି। ନାଗରିକତ୍ୱ ଆଇନ, ୧୯୫୫ ଧାରା ୭ ‘ବି’ ଅଧୀନରେ ମାର୍ଚ୍ଚ ୪ରେ ପ୍ରକାଶିତ ଉକ୍ତ ବିଜ୍ଞପ୍ତି ଫଳରେ ଭାରତର...

ବ୍ରିଗେଡ ପଡ଼ିଆରେ ମୋଦିଙ୍କ ଗର୍ଜନ

କୋଲକାତା୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ବ୍ରିଗେଡ ପଡ଼ିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସକ ତୃଣମୂଳ କଂଗ୍ରେସକୁ ଟାର୍ଗେଟ୍‌ କରି ଗର୍ଜନ କରିଛନ୍ତି। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଲୋକଙ୍କ ଭରସାକୁ ଭାଙ୍ଗିଛନ୍ତି। ଯାହା ସେ ଲୋକଙ୍କଠାରୁ ଛଡାଇ...

ଏସବୁ ୫ କାରଣ ଯୋଗୁ କରୋନା ପୁଣି ହେଉଛି ବେକାବୁ

ନୂଆଦିଲ୍ଲୀ,୭।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଆଦି କେତେକ ରାଜ୍ୟର କିଛି ଅଞ୍ଚଳରେ ସରକାରଙ୍କ ପକ୍ଷରୁ କଡ଼ା କଟକଣା ଜାରି ହୋଇଛି। ଧୀରେଧୀରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ଗ୍ରାଫ୍‌ ବଢ଼ିବାରେ ଲାଗିଛି।...

୭୫୦୦ତମ ଜନଔଷଧି କେନ୍ଦ୍ର ଲୋକାର୍ପିତ

ନୂଆଦିଲ୍ଲୀ,୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୭୫୦୦ତମ ଜନଔଷଧି କେନ୍ଦ୍ରକୁ ରବିବାର ଲୋକାର୍ପିତ କରିଛନ୍ତି। ଏହି କେନ୍ଦ୍ର ମେଘାଳୟର ଶିଲଂର ନର୍ଥ ଇଷ୍ଟର୍ନ ଇନ୍ଦିରା ଗାନ୍ଧୀ ରିଜିଓନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ହେଲଥ୍‌ ଆଣ୍ଡ୍‌ ମେଡ଼ିକାଲ ସାଇନ୍ସ୍‌ଠାରେ ରହିଛି। ମାର୍ଚ୍ଚ ୭...

ଆମେରିକା ନେଟ୍‌ଓ୍ବର୍କରେ ଚାଇନିଜ୍‌ ହ୍ୟାକର୍ସ

ସାନ୍‌ ଫ୍ରାନ୍ସିସ୍‌କୋ:  ଆମେରିକାକୁ ପୁଣି ଟାର୍ଗେଟ କରିଛନ୍ତି ଚାଇନା ଭିତ୍ତିକ ସାଇବର ଆକ୍ରମଣକାରୀ। ଦେଶର ସରକାରୀ ଓ ବେସରକାରୀ ପ୍ରାୟ ୩୦ ହଜାର ସଂସ୍ଥା ଉପରେ ଆକ୍ରମଣ ହୋଇଛି। ବିଭିନ୍ନ ସଂସ୍ଥାର ନେଟଓ୍ବର୍କ ମଧ୍ୟରେ ପ୍ରବେଶ ପାଇଁ ମାଇକ୍ରୋସଫ୍ଟ୍‌ର ଏକ୍ସଚେଞ୍ଜ ସର୍ଭର...

ଦ୍ୱିତୀୟ ଡୋଜ୍‌ ପରେ ବି ସଂକ୍ରମଣ

ଅହମଦାବାଦ/ନାଗପୁର, ୭।୩: କରୋନା ମହାମାରୀରେ ଭାରତରେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ଟିକା ଆସିଗଲେ ମହାମାରୀରୁ ରକ୍ଷା ମିଳିବ ବୋଲି ସମସ୍ତେ ଆଶା କରିଥିଲେ। ଏଥିପାଇଁ କୋଭିଡ୍‌ ଟିକାକୁ ଦୀର୍ଘଦିନ ଧରି ପ୍ରତୀକ୍ଷା କରାଯାଇଥିଲା। ସରକାର ସିରମ୍‌...

ରାଜ୍ୟ କ୍ୟାବିନେଟରେ ୧୬ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର,୬।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଶକ୍ତି, କୃଷି, ସାମାଜିକ ସୁରକ୍ଷା, ଅବକାରୀ, ସାଧାରଣ ପ୍ରଶାସନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ରାଜସ୍ବ ଓ ବିପର୍ଯ୍ୟୟ...

ଏକ୍ସପ୍ରେସ୍‌ ଓ୍ବେ ୫ ଘଣ୍ଟା ପାଇଁ ବନ୍ଦ

ନୂଆଦିଲ୍ଲୀ,୬।୩: କୃଷି ଆଇନକୁ ବିରୋଧ କରି ଜାରି ରହିଥିବା ଚାଷୀ ସଂଗଠନଗୁଡ଼ିକର ଆନ୍ଦୋଳନ ଇତିମଧ୍ୟରେ ୧୦୦ ଦିନରେ ପହଞ୍ଚିଛି। ଏନେଇ ଦିଲ୍ଲୀ ଉପକଣ୍ଠରେ ମିଳିତ କୃଷକ ମୋର୍ଚ୍ଚା ପକ୍ଷରୁ ଶନିବାର କଳାଦିବସ ପାଳନ କରି ୫ ଘଣ୍ଟିଆ ବନ୍ଦ ପାଳନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri