Tag Archives: Home Middle

ଓଡ଼ିଶା ଆସିବେନି ରାହୁଲ

ନୂଆଦିଲ୍ଲୀ,୩ା୫: ଶୁକ୍ରବାର ରାହୁଲ ଗାନ୍ଧୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା। ଆଜି ରାହୁଲ ରାୟଗଡ଼ା ଗସ୍ତରେ ଆସି ଏକ ସମାବେଶରେ ସମ୍ବୋଧିତ କରିଥାନ୍ତେ। ମାତ୍ର ଏହି ଗସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ଏନେଇ ସୂଚନା ଦେଇଛି କଂଗ୍ରେସ। ରାଏବରେଲିରୁ ରାହୁଲ...

ଶେଷରେ ସବୁ ଚର୍ଚ୍ଚାର ଘଟିଲା ଅନ୍ତ: ରାଏବରେଲି-ଆମେଠିରୁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ,୩।୫: ନାମାଙ୍କନପତ୍ରର ଶେଷ ଦିନରେ କଂଗ୍ରେସ ଉତ୍ତରପ୍ରଦେଶର ରାଏବରେଲି ଏବଂ ଆମେଠି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏହି ଦୁଇଟି ଆସନରେ ନାମାଙ୍କନ ପାଇଁ ଶେଷ ଦିନ ଆଜି ଅର୍ଥାତ୍‌ ଶୁକ୍ରବାର। ଏଭଳି ପରିସ୍ଥିତିରେ ଶେଷ...

ରାଏବରେଲି, ଆମେଠିରୁ କିଏ ହେବେ ପ୍ରାର୍ଥୀ? ଆଜି ରାତି ସୁଦ୍ଧା ପ୍ରିୟଙ୍କା, ରାହୁଲ ନେବେ ଶେଷ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ୨୦୨୪ ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭ରେ ଅନୁଷ୍ଠିତ ହେବ। କିନ୍ତୁ ଆଜିକାଲି ପଞ୍ଚମ ପର୍ଯ୍ୟାୟ (ମେ ୨୦)ରେ ମତଦାନ ହେବାକୁ ଥିବା ଦୁଇଟି ସିଟ ବିଷୟରେ ଆଲୋଚନା ଚାଲିଛି। କଂଗ୍ରେସର ଗଡ଼ ବୋଲି...

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ ଭାବେ କାମ କରୁଥିବା ଅଭିଯୋଗ ହୋଇଛି। ବିଜେଡିକୁ ଫାଇଦା ପହଞ୍ଚିଇବାକୁ ସରକାରୀ କଳର...

କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ ନିର୍ବାଚନ ପାଇଁ ନିରନ୍ତର ପୂର୍ବାନୁମାନ କରିଆସୁଛନ୍ତି। ଗତ ୧୦ଟି ନିର୍ବାଚନରେ ଆଲାନ ପୂର୍ବାନୁମାନ...

୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, କଟକ ବାରବାଟୀରୁ ଲଢିବେ…

ଭୁବନେଶ୍ୱର,୨।୫: ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ କଟକରୁ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବେଗୁନିଆରୁ ପ୍ରକାଶ ଚନ୍ଦ୍ର...

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ କାର୍ତ୍ତିକ ପାଣ୍ଡିଆନ। ଗୁରୁବାର ଖବର ସରବରାହ ସଂସ୍ଥା ପିଟିଆଇକୁ ଏକ ସାକ୍ଷାତକାର ଦେଇ...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ ନାମାଙ୍କନ ଭରିଛନ୍ତି। ଦୁଇ ଦିନ ପୂର୍ବରୁ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍‌ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କର ନାମାଙ୍କନ ଭରିଛନ୍ତି।

ବିବାଦ ପରେ ପଶିଲା ଚେତା, ମସଲାର ଗୁଣାତ୍ମକ ଯାଞ୍ଚ କରିବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୫: ନିକଟରେ ଭାରତରୁ ରପ୍ତାନି ହୋଇଥିବା ମସଲାକୁ ନେଇ ବିବାଦ ପରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରଙ୍କୁ ମସଲା ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାପୂର୍ବରୁ ଉଭୟ ମସଲା ବୋର୍ଡ ଏବଂ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri