Tag Archives: Home Middle

ପୁଣି କରୋନା ଆତଙ୍କ: ମୁମ୍ବାଇରେ ୧୩୦୫ ବିଲ୍ଡିଂ ସିଲ୍‌

ନୂଆଦିଲ୍ଲୀ,୨୧।୨: ଦେଶରେ ପୁଣି କରୋନା ସଂକ୍ରମଣକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦେଶର ମହାରାଷ୍ଟ୍ର, କେରଳ, ତାମିଲନାଡୁ କର୍ନାଟକ, ପଞ୍ଜାବ, ମଧ୍ୟପ୍ରଦେଶ ଆଦି ୬ଟି ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମୁମ୍ବାଇରେ ସର୍ବାଧିକ ନୂଆ ଆକ୍ରାନ୍ତଙ୍କ ଚିହ୍ନଟ...

ଭାରତ-ଚାଇନା ମଧ୍ୟରେ ଦୀର୍ଘ ୧୬ ଘଣ୍ଟାର କମାଣ୍ଡର ସ୍ତରୀୟ ବୈଠକ: ବିବାଦୀୟ ଅଞ୍ଚଳରୁ ସେନା ହଟାଇବା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୨୧ ।୨: ପୂର୍ବ ଲଦ୍ଦାଖର ପୋଙ୍ଗୟାଙ୍ଗ ହ୍ରଦ ପରେ ଅନ୍ୟ ଉତ୍ତେଜନାପୂର୍ଣ୍ଣ ଅଞ୍ଚଳରୁ ସେନାଙ୍କୁ ଫେରାଇ ନେବା ଲାଗି ଭାରତ-ଚାଇନା ମଧ୍ୟରେ କମାଣ୍ଡର ସ୍ତରୀୟ ବୈଠକ ଶନିବାର ପାଖାପାଖି ୧୬ ଘଣ୍ଟା ଧରି ଚାଲିଛି । ଏହି ବୈଠକ ସକାଳ...

୫ ରାଜ୍ୟରେ କରୋନାର ଦୋହରା ମାଡ଼

ନୂଆଦିଲ୍ଲୀ,୨୦।୨: ଦେଶରେ ସାର୍ବଜନୀକ କରୋନା ପ୍ରତିଷେଧକ ଟିକାକରଣ ଜାରି ରହିଛି। ତେବେ ବି ୫ ରାଜ୍ୟକୁ ପୁଣି କରୋନା ଫେରିଛି। ଏସବୁ ରାଜ୍ୟରେ କେରାନାର ଦୋହରା ମାଡ଼ ଆରମ୍ଭ ହୋଇଛି। ମଧ୍ୟପ୍ରଦେଶ, କେରଳ, ମହାରାଷ୍ଟ୍ର, ପଞ୍ଜାବ ଏବଂ ଛତିଗଡ଼ରେ କରୋନା...

କେନ୍ଦ୍ର ସହିତ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରିବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୨୦।୨: ଦେଶର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହିତ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି। ଏହା ଦ୍ୱାରା ଦେଶର କୃଷି କ୍ଷେତ୍ର ସହିତ ଅନ୍ୟ କ୍ଷେତ୍ରରେ ମଧ୍ୟ ବିକାଶ ସମ୍ଭବ ହୋଇ ପାରିବ। ନୀତି...

ଶବନମ୍‌ଙ୍କ ଫାଶୀ ଦଣ୍ଡକୁ ବିରୋଧ କଲେ ଅଯୋଧ୍ୟା ସାଧୁସନ୍ଥ

ଲକ୍ଷ୍ନୌ,୨୦।୨: ଦେଶ ସ୍ବାଧୀନ ହେବା ପରେ ଉତ୍ତରପ୍ରଦେଶରେ ପ୍ରଥମ ଥର ପାଇଁ ଜଣେ ମହିଳାଙ୍କୁ ଫାଶୀ ଦିଆଯିବ। ଏନେଇ ମଥୁରା ଜେଲରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଆମରୋହା ବାସିନ୍ଦା ଶବନମଙ୍କୁ ମଥୁରା ଜେଲରେ ଫାଶୀ ଦିଆଯିବ। ତେବେ ଏନେଇ କୌଣସି...

ମଙ୍ଗଳ ମାଟିରେ ରୋଭର

ଓ୍ବାଶିଂଟନ୍‌, ୨୦ା୨: ଲୋହିତ ଗ୍ରହରେ ଜୀବସତ୍ତା ସନ୍ଧାନ ଦିଗରେ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା(ନ୍ୟାଶନାଲ ଏରୋନଟିକ୍ସ ସ୍ପେଶ୍‌ ଆଡମିନିଷ୍ଟ୍ରେଶନ)କୁ ମିଳିଛି ଐତିହାସିକ ସଫଳତା। ନାସା ପକ୍ଷରୁ ମଙ୍ଗଳକୁ ପଠାଯାଇଥିବା ଯାନ ‘ପର୍ସିଭରେନ୍ସ ରୋଭର’ ଭାରତୀୟ ସମୟ ଗୁରୁବାର ରାତି...

ଭାରତ-ଚାଇନା କମାଣ୍ଡର ସ୍ତରୀୟ ବୈଠକ ଆଜି

ନୂଆଦିଲ୍ଲୀ,୨୦ ।୨: ଭାରତ-ଚାଇନା ମଧ୍ୟରେ ଏଲ୍‌ଏସିରେ ଲାଗି ରହିଥିବା ତୁତୁମେମେ ମଧ୍ୟରେ ଏବେ ଏହା ଶେଷ ହେବାକୁ ଯାଉଛି । ଉଭୟ ଦେଶର ସେନାପଛକୁ ଫେରିବା ଆରମ୍ଭ କରିଥିବା ବେଳେ ଏବେ ଦୁଇ ଦେଶ ମଧ୍ୟରେ ୧୦ମ କମାଣ୍ଡର ସ୍ତରୀୟ...

ଶ୍ରୀନଗରରେ ଦ୍ୱିତୀୟ ଆକ୍ରମଣ: ସିସିଟିଭିରେ କଏଦ ହେଲା ଆତଙ୍କବାଦୀଙ୍କ ଲାଇଭ୍ ଭିଜୁଆଲ୍‌

ଶ୍ରୀନଗର,୧୯ ।୨: ଜମ୍ମୁ-କଶ୍ମୀରରେ ପୁଣିଥରେ ପୋଲିସକୁ ଟାର୍ଗେଟ କରିଛନ୍ତି ଆତଙ୍କବାଦୀ । ବାରାଜୁଲ୍ଲା ଅଞ୍ଚଳରେ ଆତଙ୍କବାଦୀମାନେ ଶୁକ୍ରବାର ଦ୍ୱିପ୍ରହରରେ ପୋଲିସ ଉପରେ ଆଖିବୁଜା ଗୁଳି ଚଳାଇଛନ୍ତି । ଏଥିରେ ୨ ପୋଲିସ କର୍ମୀ ଶହୀଦ ହୋଇଛନ୍ତି । ଜମ୍ମୁ-କଶ୍ମୀର ପୋଲିସ...

ଆତଙ୍କବାଦକୁ ଉସକାଉଥିବା ଲୋକଙ୍କ ମଧ୍ୟରେ ଶିକ୍ଷିତ ବି ସାମିଲ: ମୋଦି

ନୂଆଦିଲ୍ଲୀ,୧୯ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଦିକ୍ଷାନ୍ତ ସମାରୋହକୁ ଭିଡିଓ କନଫରେନସିଂ ଜରିଆରେ ସମ୍ବୋଧିତ କରିଛନ୍ତି । ଏହି ସମୟରେ ପଶ୍ଚିମବଙ୍ଗ ରାଜ୍ୟପାଳ ଜନଦୀପ ଧନଖଡ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ...

ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୨: ଜମ୍ମୁ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଚାଲିଛି। ଏହି ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଥିବାବେଳେ ଜଣେ ଏସପିଓ ଶହୀଦ ହୋଇଛନ୍ତି। ଜଣେ ଯବାନ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ଅସ୍ତ୍ରଶସ୍ତ୍ର ଓ...

ରାସ୍ତା ମାଡ଼ି ବସୁଥିଲା ଆନ୍ଧ୍ର

ରାୟଗଡ଼ା ଅଫିସ,୧୯ା୨:ସୀମାନ୍ତରେ ଥିବା ଓଡ଼ିଶାର ଗୋଟିଏ ପରେ ଗୋଟିଏ ଗଁାକୁ ମାଡ଼ିବସୁଛି ଆନ୍ଧ୍ର। କୋରାପୁଟର କୋଟିଆ ପରେ ଏବେ ଏପରି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ବ୍ଲକ ବୈରାଗିହାଲୁଆ ପଞ୍ଚାୟତର ବଡ଼ଲୁକୁଟି ଗ୍ରାମରେ। ଅଞ୍ଚଳର ଏକ ରାସ୍ତାକୁ ଅତି ଚତୁରତାର...

ଆରମ୍ଭ ହେଲା ବିଧାନସଭା: ଅଭିଭାଷଣ ରଖିଲେ ରାଜ୍ୟପାଳ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ବିରୋଧି କଂଗ୍ରେସ ସଦସ୍ୟ ବିଭିନ୍ନ ପ୍ରସଙ୍ଗକୁ ନେଇ ହଟ୍ଟଗୋଳ କରିବା ସହ କକ୍ଷତ୍ୟାଗ କରିଥିଲେ। ତେବେ ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri