Tag Archives: Home Middle

ଲୋକଙ୍କ ପଛରେ ଲାଗିବେ ଲୋକେ

ନୂଆଦିଲ୍ଲୀ,୧୬।୨: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ନୂଆ କାର୍ଯ୍ୟକ୍ରମ ଆରମ୍ଭ କରିଛି, ଯେଉଁଥିରେ ନାଗରିକମାନଙ୍କୁ ଭଲ୍ୟୁଣ୍ଟିୟର ଭାବେ ନିଯୁକ୍ତି ଦିଆଯିବ। ସେମାନେ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକରେ ଶିଶୁଙ୍କୁ ନେଇ ଅଶ୍ଳୀଳ ଫଟୋ ଓ ଭିଡିଓ, ବଳାତ୍କାର ଅପରାଧ, ଆତଙ୍କବାଦ ଏବଂ ଦେଶ...

କ୍ଷମତାର ଅପବ୍ୟବହାର

ନୂଆଦିଲ୍ଲୀ,୧୬ା୨: ସମାଜରେ ସଚେତନତାର ବାର୍ତ୍ତା ବାଣ୍ଟୁଥିବା ଯୁବ କ୍ଲାଇମେଟ୍‌ ଚେଞ୍ଜ ଆକ୍ଟିଭିଷ୍ଟ ଦିଶା ରବିଙ୍କୁ ଦିଲ୍ଲୀ ପୋଲିସ ବେଙ୍ଗାଲୁରୁରୁ ରାତିଅଧିଆ ଉଠାଇନେବା ସମସ୍ତଙ୍କୁ ଚକିତ କରିଛି। ପଟିଆଲା ହାଉସ୍‌ କୋର୍ଟରେ ଦିଶାଙ୍କୁ ହାଜର କରିବା ବେଳେ ତାଙ୍କ ପକ୍ଷ ରଖିବା...

ଭାଜପା ପାଇଁ ସହଜ ନୁହେଁ

ନୂଆଦିଲ୍ଲୀ/ଗୁଆହାଟୀ,୧୬ା୨: ଏପ୍ରିଲ-ମେ’ରେ ପଶ୍ଚିମବଙ୍ଗ, କେରଳ, ତାମିଲନାଡୁ, ଆସାମ ଓ କେନ୍ଦ୍ରଶାସିତ ଅଞ୍ଚଳ ପଣ୍ଡିଚେରୀରେ ବିଧାନସଭା ନିର୍ବାଚନ ହେବ। ଏଥିରୁ ଆସାମରେ କ୍ଷମତାସୀନ ଭାଜପା ପୁଣିଥରେ ନିର୍ବାଚନ ଜିତିବାକୁ ଆଶା ବାନ୍ଧିଥିବାବେଳେ ଉତ୍ତର-ପୂର୍ବର ଏହି ରାଜ୍ୟରେ ମଧ୍ୟ ଗୈରିକ ଦଳକୁ ଦୋହରା...

ୟୁଜରଙ୍କ ଗୋପନୀୟତା ସର୍ବୋପରି: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୫।୨: ୟୁଜରଙ୍କ ଗୋପନୀୟତା ନେଇ ଫେସ୍‌ବୁକ୍‌ ଏବଂ ହ୍ବାଟସ୍‌ ଆପ୍‌କୁ ସୁପ୍ରିମ୍‌କୋର୍ଟ ଭର୍ସନା କରିଛନ୍ତି। ୟୁଜରଙ୍କ ଗୋପନୀୟତା ସର୍ବୋପରି। ଏଥିରେ ହସ୍ତକ୍ଷେପ ସହ୍ୟ କରାଯିବ ନାହିଁ। ହ୍ବାଟସ୍‌ ଆପ୍‌ର ନୂଆ ଗୋପନୀୟତା ନୀତି ଯୋଗୁ ହୋଇଥିବା ବିବାଦର ଶୁଣାଣି ସମୟରେ...

ଚାଷୀଙ୍କ ଘରେ ଭୋଜନ: ଭାଜପାର ନିର୍ବାଚନୀ ଥୋପ

କୋଲକାତା,୧୫।୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଭାଜପା ପକ୍ଷରୁ ରାଜ୍ୟରୁ ତୃଣମୂଳ କଂଗ୍ରେସର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାରଙ୍କୁ ହଟାଇବା ପାଇଁ ବିଭିନ୍ନ ଯୋଜନା ପ୍ରସ୍ତୁତ କରାଯାଇଛି। ଫେବୃୟାରୀ ୧୮ରେ ରାଜ୍ୟର ୧,୨୬୩ ମଣ୍ଡଳରେ ଭାଜପାର କୃଷକ...

ମହାକାଶକୁ ଯିବ ଶ୍ରୀମଦ୍‌ ଭଗବଦ୍‌ ଗୀତା, ମୋଦିଙ୍କ ଫଟୋ

ନୂଆଦିଲ୍ଲୀ,୧୫।୨: ଫେବୃୟାରୀ ୨୮ରେ ଶ୍ରୀହରିକୋଟାର ମହାକାଶ କେନ୍ଦ୍ରରୁ ଏକ ଉପଗ୍ରହ ମହାକାଶକୁ ପ୍ରେରଣ କରାଯିବ। ଏହାର ନାମ ସତୀଶ ଧାଓ୍ବନ ସାଟେଲାଇଟ୍‌ ( ଏସ୍‌ଡି ସାଟ୍‌) ରଖାଯାଇଛି। ପିଏସ୍‌ଏଲ୍‌ଭି-ସି-୫୧ ରକେଟ ଦ୍ୱାରା ମହାକାଶକୁ ପଠାଯାଉଥିବା ଏହି ନିଆରା ଉପଗ୍ରହରେ ଶ୍ରୀମଦ୍‌...

ନିଦ୍ରା ପାଲଟିଲା ମହାନିଦ୍ରା: ୧୬ ଶ୍ରମିକ ମୃତ

ଜଲଗାଓ୍ବଁ,୧୫।୨: ମହାରାଷ୍ଟ୍ର ଜଲଗାଓ୍ବଁରେ ଏକ ସଡ଼କ ଦୁର୍ଘଟଣାରେ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏକ ଅମୃତ ଭଣ୍ଡା ବୋଝେଇ ଟ୍ରକ୍‌ ଜଲଗାଓ୍ବଁର ରାବେରକୁ ଯାଉଥିଲା। ତେବେ ରବିବାର-ସୋମବାର ବିଳମ୍ବିତ ରାତ୍ରରେ କିନଗାଓ୍ବଁ ନିକଟରେ ଟ୍ରକ୍‌ଟି ଭାରସାମ୍ୟ ହାରଇ ଓଲଟି ପଡ଼ିଥିଲା।...

କମିନି କଣ୍ଢେଇ ନାଚର ଆଦର

ଢେଙ୍କାନାଳ ଅଫିସ, ୧୫।୨: ଢେଙ୍କାନାଳ କଣ୍ଢେଇ ନାଚ ପରମ୍ପରା ଅର୍ଦ୍ଧଶତାବ୍ଦୀ ପୁରୁଣା। କଳାକାରର ହାତ ଆଙ୍ଗୁଠିରେ ନୃତ୍ୟ କରୁଥିବା କଣ୍ଢେଇର ଅଙ୍ଗଭଙ୍ଗୀ ବିଭୋର କରିଥାଏ ଦର୍ଶକଙ୍କୁ। ଜିଲାର ୧୪ ଲୋକକଳା ବିଭବ ଭିତରେ ସାମିଲ ହୋଇଛି ଏହି ପାରମ୍ପରିକ ନାଚ। କଳାକାରଙ୍କ...

ଶିଳ୍ପଜିଲା ହେବ ସୌନ୍ଦର୍ଯ୍ୟମୟ

ଅନୁଗୋଳ ଅଫିସ, ୧୫।୨( ଅମିତ କୁମାର ସାମଲ):  ପ୍ରକୃତିକୁ ଉପଭୋଗ କରିବାକୁ ଅନୁଗୋଳ ଆସୁଥିବା ପର୍ଯ୍ୟଟକ କେବଳ ସାତକୋଶିଆ ବୁଲି ଫେରିବେ ନାହିଁ। ଡେରଜାଙ୍ଗ ଡ୍ୟାମ୍‌ର ଆକର୍ଷଣ ସେମାନଙ୍କୁ ସେଠାକୁ ଟାଣିନେବ। ବନ୍ଧ ଉପର ବେଞ୍ଚ ମନକୁ ଶୀତଳ କରିଦେବ।...

କ୍ଷତି ସହୁଛନ୍ତି ବିସ୍ଥାପିତ

ବନ୍ତଳା,୧୫ା୨: ଡେରଜାଙ୍ଗ ଡ୍ୟାମ୍‌ବୁଡ଼ି ଅଞ୍ଚଳର ୩୦ କ୍ଷତିଗ୍ରସ୍ତ ପରିବାରଙ୍କୁ ସରକାର ବନ୍ତଳା ଥାନା ବଡ଼କେରା ପଞ୍ଚାୟତ ଗୁରଙ୍ଗ କରଡ଼ାବଣିରେ ଥଇଥାନ କରିଥିଲେ। ଘର ପାଇଁ ଜାଗା ସହ ଜୀବିକା ନିର୍ବାହ ନିମନ୍ତେ ଜମି ଦେଇଥିଲେ। ନିକଟସ୍ଥ ଗୁରଙ୍ଗ ଡ୍ୟାମ୍‌ରୁ ଜଳସେଚନ...

ଅଶ୍ୱିନଙ୍କ ନାମରେ ବିଶ୍ୱ ରେକର୍ଡ

ଚେନ୍ନାଇ, ୧୪।୨ : ଭାରତୀୟ ଦଳର ବରିଷ୍ଠ ସ୍ପନିର ରବିଚନ୍ଦ୍ରନ ଅଶ୍ୱିନ ରବିବାର ଏକ ବିଶ୍ୱ ରେକର୍ଡର ଅଧିକାରୀ ହୋଇଛନ୍ତି। କ୍ରିକେଟ ଇତିହାସର ପ୍ରଥମ ବୋଲର ଭାବେ ଟେଷ୍ଟ ଫର୍ମାଟରେ ୨୦୦ ବାମହାତୀ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ହାତେଇଛନ୍ତି ଅଶ୍ୱିନ। ଇଂଲଣ୍ଡ...

ଜମ୍ମୁ ବସ୍‌ଷ୍ଟାଣ୍ଡ୍‌ ନିକଟରୁ ୭ କିଲୋଗ୍ରାମ୍‌ ଆର୍‌ଡିଏକ୍ସ ଜବତ

ଶ୍ରୀନଗର,୧୪।୨: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ରବିବାର ୨ ବର୍ଷ ପୂରଣ ହୋଇଛି। ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡ଼ିକଡ଼ି ରହିଛି। ତେବେ ଜମ୍ମୁ ବସ୍‌ଷ୍ଟାଣ୍ଡ୍‌ ନିକଟରୁ କଶ୍ମୀର ଜୋନ୍‌ ପୋଲିସ ୭ କିଲୋଗ୍ରାମ୍‌ ଆର୍‌ଡିଏକ୍ସ ଜବତ କରିଛି। ଏହାଦ୍ୱାରା ଆତଙ୍କବାଦୀଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri