Tag Archives: Home Middle

ବର୍ଷକରେ ୯୬୫ ଥର ଥରିଛି ଭାରତ

ନୂଆଦିଲ୍ଲୀ,୧୩।୨: ଦେଶରେ ଗତବର୍ଷ ୯୬୫ ଥର ଭୂକମ୍ପ ଘଟିଛି। ପ୍ରତିଦିନ ହାରାହାରି ୩ ଥର ଭୂକମ୍ପ ହୋଇଥିବା ନେଇ ବିଜ୍ଞାନ ଜ୍ଞାନକୌଶଳ ତଥା ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଫେବୃୟାରୀ ୫ରେ ଲୋକ ସଭାରେ ଉତ୍ତର ରଖିଥିଲେ। ୨୦୨୦ ଜାନୁୟାରୀ ୧ରୁ...

ଲୋକ ସଭାରେ ଭାଜପା-କଂଗ୍ରେସ ମଧ୍ୟରେ କାଦୁଅ ଫିଙ୍ଗା

ନୂଆଦିଲ୍ଲୀ,୧୩।୨: କେନ୍ଦ୍ରୀୟ ବଜେଟ୍‌ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ବଜେଟ ଉପରେ ହୋଇଥିବା ଚର୍ଚ୍ଚାରେ ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ଶନିବାର ଲୋକ ସଭାରେ ନିଜର ମତ ରଖିଛନ୍ତି। ସେ କଂଗ୍ରେସକୁ ଟାର୍ଗେଟ କରିବା...

କୁଲଗାମ୍‌ରୁ ଲଶ୍କର ଆତଙ୍କବାଦୀ ଗିରଫ: ୩ ଭାଜପା ନେତାଙ୍କୁ ହତ୍ୟା କରିଥିବା ଅଭିଯୋଗ

ଶ୍ରୀନଗର,୧୩।୨: ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନର ସଦସ୍ୟ ଜହୁର ଅହମ୍ମଦ ରାଥେରଙ୍କୁ ଜମ୍ମୁ-କଶ୍ମୀର ପୋଲିସ ଗିରଫ କରିଛି। ଜହୁରଙ୍କୁ ସାମ୍ବା ଜିଲାରୁ ଗିରଫ କରାଯାଇଛି। ଗତବର୍ଷ କୁଲଗାମ୍‌ରେ ୩ ଭାଜପା ନେତାଙ୍କୁ ହତ୍ୟା କରିଥିବା ଅଭିଯୋଗ ଜହୁରଙ୍କ ବିରୋଧରେ ରହିଛି। ସେ...

ଡୋଭାଲଙ୍କ କାର୍ଯ୍ୟାଳୟ ଉପରେ ଜୈଶ୍‌ର ନଜର: ଆଲର୍ଟରେ ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ,୧୩।୨: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲଙ୍କ କାର୍ଯ୍ୟାଳୟ ଉପରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନନଜର ରଖିଥିବା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଦେଶରେ ସୁରକ୍ଷା ଏଜେନ୍ସିଙ୍କ ପାଇଁ ହାଇ ଆଲର୍ଟ ଜାରି କରାଯାଇଛି। କାର୍ଯ୍ୟାଳୟକୁ ରେକି...

୧୯କୁ ଘୁଞ୍ଚିଲା ଶୁଣାଣି

ନୂଆଦିଲ୍ଲୀ,୧୩ା୨(ପି.ଟି.): କୋଟିଆ ସୀମା ବିବାଦକୁ ନେଇ ଓଡ଼ିଶା ପକ୍ଷରୁ ଦାଏର ଅଦାଲତ ଅବମାନନା ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଆନ୍ଧ୍ର ପ୍ରଦେଶକୁ ଜବାବ ତଲବ କରିଛନ୍ତି। ତେବେ ଶନିବାର ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ଉପରେ ସର୍ବୋଚ୍ଚ...

ଜ୍ୱାଇଁ ସମସ୍ତଙ୍କ ଘରେ ଅଛନ୍ତି, ହେଲେ କଂଗ୍ରେସରେ ଏହା ଏକ ବିଶେଷ ନାମ: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୨ ।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର ରାଜ୍ୟ ସଭାରେ ବଜେଟକୁ ନେଇ ହେଉଥିବା ଚର୍ଚ୍ଚାର ଉତ୍ତର ଦେବାକୁ ଯାଇ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ଏଥିପାଇଁ ସେ ‘ଦାମାଦ’ ବା ଜ୍ୱାଇଁ ଶବ୍ଦର ବ୍ୟବହାର କରିଛନ୍ତି । ସେ...

ରାମ ମନ୍ଦିର ନିର୍ମାଣ : ଗୋଟିଏ ମାସରେ ଟ୍ରଷ୍ଟର ଖାତାକୁ ଆସିଲାଣି ୧ହଜାର କୋଟି ଟଙ୍କା

ଲକ୍ଷ୍ନୌ,୧୨ ।୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ପାଣ୍ଠି ଏକାଠି କରିବା କାର୍ଯ୍ୟ ଯୋରସୋରରେ ଚାଲିଛି । ସାରା ଦେଶରେ ପାଖାପାଖି ଦେଢ ଲକ୍ଷ ଟୋଲି ଏହି କାର୍ଯ୍ୟ କରୁଛନ୍ତି । ଏହି ସଂଗୃହିତ ଅର୍ଥକୁ ୩୭ ହଜାର...

ଗୁଲାମ ନବୀଙ୍କ ପରେ ମଲ୍ଲିକାର୍ଜୁନ ହେବେ ବିରୋଧୀ ଦଳ ନେତା

ନୂଆଦିଲ୍ଲୀ,୧୨ ।୨: ରାଜ୍ୟ ସଭାରୁ ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ବିଦାୟ ନେବା ପରେ ଏବେ ଦଳ ତା’ର ନେତା ବାଛି ସାରିଛି । ବଜେଟ ଅଧିବେଶନର ଶେଷ ଦିନରେ ଅର୍ଥାତ୍ ୧୫ ଫେବୃୟାରୀରେ ବିରୋଧୀ ଦଳ...

ମହାରାଷ୍ଟ୍ର ଗଭର୍ନରଙ୍କୁ ମିଳିଲାନି ସରକାରୀ ବିମାନ

ମୁମ୍ବାଇ, ୧୧।୨- ମହାରାଷ୍ଟ୍ର ଗଭର୍ନର ଭଗତ ସିଂ କୋଶିୟାରିଙ୍କୁ ଗୁରୁବାର ସକାଳେ ମୁମ୍ବାଇ ବିମାନ ବନ୍ଦରରେ ଫ୍ଲାଇଟ୍‌ ନେବା ପାଇଁ ଦୁଇ ଘଣ୍ଟା କାଳ ଅପେକ୍ଷା କରିବାକୁ ପଡ଼ିଥିବା କିଛି ଜାତୀୟ ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି। ସରକାରୀ ବିମାନ...

ଜୀବନ ସଂଗ୍ରାମ ଜାରି: ଟନେଲରେ ପଶିଲା ପାଣି

ଡେରାଡୁନ୍‌,୧୧।୨: ତପୋବନ ଟନେଲରେ ୩୦ ଜଣ ପାଖାପାଖି ଶ୍ରମିକ ଅଟକି ରହିଥିବା ଅନୁମାନ କରାଯାଉଛି। ସେମାନେ ବର୍ତ୍ତମାନ ପର୍ଯ୍ୟନ୍ତ ଜୀବିତ ରହିଛନ୍ତି କି ତାହା ଅଜଣା। ଉଦ୍ଧାରକାରୀ ଦଳ ଜୀବନ ସହିତ ସଂଗ୍ରାମ କରୁଥିବା ଶ୍ରମିକଙ୍କୁ ବଞ୍ଚାଇବା ଉଦ୍ୟମ ଜାରି...

ଲୁହ ହେବନି ବେକାର, ଗୁଲାମନବୀଙ୍କୁ ଗୁରୁଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୨: କଂଗ୍ରେସର ରାଜ ସଭା ଏମ୍‌ପି ଗୁଲାମ ନବୀ ଆଜାଦ୍‌ଙ୍କୁ ବିଦାୟ ଦେବା ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଖିରେ ଲୁହ ଆସିବା ନେଇ ଏବେ ରାଜନୈତିକ ମହଲରେ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇବାରେ ଲାଗିଛି। ସେହିପରି ଗୁଲାମ...

ସୋସିଆଲ ମିଡ଼ିଆର ଦୂରୁପୋଯୋଗ ଗ୍ରହଣୀୟ ନୁହେଁ: ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୧୧।୨: ସୋସିଆଲ୍‌ ମିଡ଼ିଆରେ ଗୁଜବ ତଥା ମିଥ୍ୟ ଖବର ପ୍ରସାର କରିବା ସହ୍ୟ କରାଯିବ ନାହିଁ। ସମାଲୋଚନା ସ୍ବୀକାର୍ଯ୍ୟ। ମାତ୍ର ସୋସିଆଲ ମିଡ଼ିଆର ଦୂରୁପୋଯୋଗ ଗ୍ରହଣୀୟ ନୁହେଁ ବୋଲି କେନ୍ଦ୍ରୀୟ ସୂଚନା ପ୍ରସାରଣ ସ ପ୍ରଯୁକ୍ତି ମନ୍ତ୍ରୀ ରବି ଶଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri