Tag Archives: Home Middle

ତପୋବନ ସୁଡ଼ଙ୍ଗ ଖୋଲିବାରେ ଉଦ୍ଧାରକାରୀ ଦଳ ଅସଫଳ: ଅନ୍ୟ ରାସ୍ତାର ସନ୍ଧାନ ଜାରି

ଡେରାଡୁନ୍‌,୯।୨: ଉତ୍ତରାଖଣ୍ଡ ଚାମୋଲିରେ ଘଟିଥିବା ହିମସ୍ଖଳନ ବିତ୍ପାତ ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଛି। ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିିରେ ଜାରି ରହିଛି। ତେବେ ତପୋବନ ଟନେଲରେ ଅଟକିଥିବା ଲୋକଙ୍କ ପାଖରେ ପହଞ୍ଚିବାରେ ଉଦ୍ଧାରକାରୀ ଦଳ ଅସଫଳ ହୋଇଛନ୍ତି। ଏଠାରେ ମାଟି କାଦୁଅ...

୨୦୦ ପ୍ରଫେସର ଚାଇନା ପାଇଁ କରୁଛନ୍ତି ଗୁପ୍ତଚରୀ

ଲଣ୍ଡନ,୯।୨: ବ୍ରିଟେନ୍‌ରେ ଚାଇନା ପାଇଁ ୨୦ ବିଶ୍ୱବିଦ୍ୟାଳୟର ୨୦୦ ପ୍ରଫେସର ଗୁପ୍ତଚରୀ କାର୍ଯ୍ୟ କରୁଛନ୍ତି। ଏହାର ପର୍ଦ୍ଦାଫାଶ୍‌ ହୋଇଛି। ପ୍ରଫେସରମାନେ ଚାଇନାକୁ କ୍ଷେପଣାସ୍ତ୍ର, ଏୟାରକ୍ରାଫ୍ଟ ଏବଂ ସାଇବର ଅସ୍ତ୍ରଶସ୍ତ୍ର ନିର୍ମାଣ ସମ୍ପର୍କିତ ଜ୍ଞାନକୌଶଳ ଯୋଗାଇ ଦେଇଥିବା ଅଭିଯୋଗ କରାଯାଇଛି। ଅଭିଯୋଗ...

ସୁପ୍ରିମକୋର୍ଟ ଯିବ ଓଡ଼ିଶା

ଭୁବନେଶ୍ୱର,୯।୨(ବ୍ୟୁରୋ): କୋରାପୁଟ ଜିଲା ସୀମାନ୍ତବର୍ତ୍ତୀ କୋଟିଆକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମୁହଁାମୁହଁି ହୋଇଛନ୍ତି। କୋଟିଆ ପଞ୍ଚାୟତର ୩ଟି ଗାଁକୁ ନେଇ ଦୁଇରାଜ୍ୟ ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚତ୍ଥିବାବେଳେ ଆନ୍ଧ୍ର ସରକାର କୋଟିଆ ସମେତ ଗଜପତି ଜିଲାର...

ଗ୍ଲେସିୟର ବିତ୍ପାତ ମୃତ୍ୟୁସଂଖ୍ୟା ୨୬

ଡେରାଡୁନ୍‌, ୯।୨(ପି.ଟି.): ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଗ୍ଲେସିୟରଜନିତ ବନ୍ୟାରେ ମୃତ୍ୟୁସଂଖ୍ୟା ୨୬ରେ ପହଞ୍ଚତ୍ଥିବାବେଳେ ୧୯୭ ଜଣ ଏବେ ବି ନିଖୋଜ ଅଛନ୍ତି। ସେମାନଙ୍କୁ ଖୋଜି ବାହାର କରିବା ଲାଗି ଉଦ୍ୟମ ଜାରି ରହିଛି। ବିଦ୍ୟୁତ୍‌ ପ୍ରକଳ୍ପ ନିକଟରେ ଥିବା ଏକ...

ଟନେଲରୁ ବାହାରିବା ପରେ କହିଲେ ‘ବଞ୍ଚିବାର ସବୁ ଆଶା ଛାଡ଼ି ସାରିଥିଲୁ’

ଡେରୁଡାନା, ୮ା୨- ହିମସ୍ଖଳନ ଯୋଗୁ ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଆସିଥିବା ବନ୍ୟା କାରଣରୁ ବହୁ ସଂଖ୍ୟାରେ ସ୍ଥାନୀୟ ପାଓ୍ବର ପ୍ଲାଣ୍ଟରେ କାମ କରୁଥିବା ଶ୍ରମିକ କାଦୁଅ ଆଚ୍ଛାଦିତ ଟନେଲରେ ଫଶି ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧୬ ଜଣଙ୍କୁ ଏକ ଟନେଲରୁ...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ, ପ୍ରଥମ ଦିନରେ ଓଡ଼ିଆ

କଟକ ଅଫିସ,୮।୨: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ସୂଚୀ ସୋମବାର ପ୍ରକାଶ ପାଇଛି। ମେ ୩ରୁ ପରୀକ୍ଷା ଆରମ୍ଭ ହୋଇ ୧୫ ତାରିଖରେ ଶେଷ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ହେବ। ୫ ତାରିଖରେ ସେକେଣ୍ଡ ଲାଙ୍ଗୁଏଜ୍‌ ଇଂଲିଶ,...

କରୋନାକୁ ହରାଇଛି ଦେଶ, ବିଦେଶୀ ରାଷ୍ଟ୍ର ବି କରୁଛନ୍ତି ପ୍ରଶଂସା: ମୋଦି

ନୂଆଦିଲ୍ଲୀ, ୮।୨: ଦେଶ କରୋନା ଲଢ଼େଇରେ ବିଜୟୀ ହୋଇଛି। ଭାରତର ସଫଳତାକୁ ବିଦେଶୀ ରାଷ୍ଟ୍ର ପ୍ରଶଂସା କରୁଛନ୍ତି। ତେବେ ବିରୋଧୀ ଦଳ ପକ୍ଷରୁ ଏହାକୁ ନେଇ ସମାଲୋଚନା କରାଯାଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରାଜ୍ୟ ସଭାରେ କହିଛନ୍ତି।...

ମାର୍ଚ୍ଚ ସୁଦ୍ଧା ଭାରତକୁ ମିଳିବ ୧୧ ରାଫାଲ

ନୂଆଦିଲ୍ଲୀ, ୮।୨: ଚଳିତ ବର୍ଷ ମାର୍ଚ୍ଚ ସୁଦ୍ଧା ଭାରତକୁ ୧୧ ରାଫାଲ ଯୁଦ୍ଧ ବିମାନ ମିଳିବ। ସେହିପରି ୨୦୨୨ ଏପ୍ରିଲ୍‌ ସୁଦ୍ଧା ଅନ୍ୟ ୧୭ଟି ରାଫାଲ ଭାରତ ଆସିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସୋମବାର ରାଜ୍ୟ ସଭାରେ...

ଟନେଲରେ ଅଟକି ରହିଛନ୍ତି ୩୦ ଜଣ

ଚାମୋଲି,୮।୨: ହିମସ୍ଖଳନ ଉତ୍ତରାଖଣ୍ଡ ଚାମୋଲିରେ ଲୋକଙ୍କ ଆଖିରେ ଲୁହ ଭରିଛି। ହଠାତ୍‌ ଏଭଳି ଘଟଣା ଘଟିବାରୁ ନିଜ ନିଜ ନିତିଦିନିଆ କାମରେ ବ୍ୟସ୍ତ ଥିବା ଲୋକେ କିଛି ଜାଣିବା ପୂର୍ବରୁ ନିଖୋଜ ହୋଇଯାଇଛନ୍ତି। ଇତିମଧ୍ୟରେ ନିଖୋଜଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି।...

ହିମବାହରୁ ଖଣ୍ଡପ୍ରଳୟ

ଡେରାଡୁନ୍‌, ୮।୨ :ପ୍ରକୃତିର ଅନ୍ୟତମ ଆଶ୍ଚର୍ଯ୍ୟ ଗ୍ଲେସିୟର ବା ହିମବାହ। ଲକ୍ଷାଧିକ ବର୍ଷ ଧରି ଜମାଟ ବାନ୍ଧିଥିବା ଏହି ବରଫ ଉପତ୍ୟକାର ପ୍ରକୃତିପ୍ରେମୀଙ୍କୁ ଆକର୍ଷିତ କରିଆସିଛି। ହେଲେ ଏହି ବରଫ ଚଟାଣ ଯେତେବେଳେ ଦୋହଲେ, ସେତେବେଳେ ଆସେ ଖଣ୍ଡପ୍ରଳୟ। କ୍ଷଣିକ...

ପୋତି ହୋଇପଡ଼ୁଛି ଡେଳିଙ୍ଗିବନ୍ଧ

ବାରିପଦା ଅଫିସ,୮ା୨- ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ଶିଳଘାଟୀ ପଞ୍ଚାୟତରେ ଥିବା ଡେଳିଙ୍ଗି ବନ୍ଧ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିଛି। ସ୍ବାଧୀନତା ପୂର୍ବରୁ ରାଜାରାଜୁଡ଼ା ଅମଳରେ ପ୍ରଜାମଣ୍ଡଳ ଦ୍ୱାରା ଏହା ନିର୍ମାଣ କରାଯାଇଥିଲା। ମରୁଡ଼ି ଦାଉରୁ ରକ୍ଷା ପାଇବା ପାଇଁ...

ଉତ୍ତରାଖଣ୍ଡ ହିମସ୍ଖଳନ: ୧୦ ଜୀବନ ଗଲା, ୧୦୦ ନିଖୋଜ

ଚମୋଲି,୭।୨: ଉତ୍ତରାଖଣ୍ଡର ଚମୋଲି ଜିଲାରେ ବଡ ହିମସ୍ଖଳନ ହୋଇଛି। ଏଥିରେ ୧୦ଜଣଙ୍କ ଜୀବନ ଯାଇଥିବାବେଳେ ୧୦୦ରୁ ଅଧିକ ଜଣ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ବରଫ ଅତଡା ଖସିବାରୁ ତପୋବନ ଟନେଲ ବ୍ଲକ ହୋଇଯାଇଥିଲା। ସେଠାରେ ପାଖାପାଖି ୧୫ହଜାର ଶ୍ରମିକ ଫସି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri