Tag Archives: Home Middle

ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା ସମାଲୋଚନର କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ସମ୍ବୋଧନରେ କହିଛନ୍ତି ଯେ କଂଗ୍ରେସ ଏଠାରେ...

ବଡ଼ ଖବର! ଆମେଠିରୁ ନିର୍ବାଚନ ଲଢ଼ିବାକୁ ରାହୁଲଙ୍କ ସହମତି, ଖାର୍ଗେ କରିବେ ଘୋଷଣା-ରିପୋର୍ଟ

ନୂଆଦିଲ୍ଲୀ,୨।୫: କଂଗ୍ରେସ ଦଳରୁ ବଡ଼ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନ ଲଢ଼ିବା ପାଇଁ ସହମତି ପ୍ରକାଶ କରିଛନ୍ତି। ଏନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଆଧିକାରୀକ ଭାବେ ଘୋଷଣା କରିବେ ବୋଲି ଏକ ରିପୋର୍ଟରୁ ଜଣାପଡ଼ିଛି।...

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଦ୍ୱିତୀୟ ନିର୍ବାଚନ କ୍ଷେତ୍ର ଭାବରେ ସେ ଆଜି ତାଙ୍କର ନାମାଙ୍କନ...

କରୋନା ଟିକା ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ଗାଏବ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ କରନା ଟିକା ପ୍ରମାଣପତ୍ରରୁ ହଟାଇ ଦିଆଯାଇଛି। କରୋନା ମହାମାରୀ ସମୟରେ ଟିକାକରଣ ପାଇବା ପରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା, ଯେଉଁଥିରେ ତଳେ ପ୍ରଧାନମନ୍ତ୍ରୀଙ୍କ...

ଶେଷରେ ବଦଳି ଗଲା କଂଗ୍ରେସର ପତ୍ତା! ଆମେଠି ନୁହେଁ ଏହି ଆସନରୁ ଲଢିପାରନ୍ତି ରାହୁଲ

ନୂଆଦିଲ୍ଲୀ,୨।୫: ଗାନ୍ଧୀ ପରିବାରର ଗଡ଼ ହୋଇ ରହିଥିବା ଉତ୍ତର ପ୍ରଦେଶର ଆମେଠି ଏବଂ ରାଏବରେଲି ଆସନ ସମ୍ପର୍କରେ କଂଗ୍ରେସ ଏପର୍ଯ୍ୟନ୍ତ କାର୍ଡ ଖୋଲିନାହିଁ। ଏହି ସମୟରେ, ଏକ ସୂତ୍ରରୁ ପ୍ରକାଶ ଯେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆମେଠି ବଦଳରେ...

ବଡ଼ କାର୍ଯ୍ୟାନୁଷ୍ଠାନ, ଝାଡ଼ଖଣ୍ଡ କଂଗ୍ରେସର ‘ଏକ୍ସ’ ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୨।୫: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ନକଲି ଭିଡିଓ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ। ଝାଡ଼ଖଣ୍ଡ କଂଗ୍ରେସର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଆକାଉଣ୍ଟକୁ ବ୍ୟାନ୍‌ କରିଦିଆଯାଇଛି। ତେବେ ନକଲି ଭିଡିଓ ମାମଲାରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଥିଲା। ଏହାପରେ...

ଭାଜପାରୁ ବ୍ରିଜଭୂଷଣଙ୍କର କଟିଲା ଟିକେଟ

ନୂଆଦିଲ୍ଲୀ,୨।୫: ମହିଳା କୁସ୍ତିଯୋଦ୍ଧାଙ୍କ ଉପରେ ଯୌନ ନିର୍ଯ୍ୟାତନା ଅଭିଯୋଗରେ ବ୍ରିଜ ଭୂଷଣ ଶରଣ ସିଂଙ୍କ ସହ ଏକ ବଡ ଖବର ସାମ୍ନାକୁ ଆସୁଛି। ସୂଚନାନୁସାରେ, କେସରଗଞ୍ଜରୁ ବ୍ରିଜ ଭୂଷଣ ସିଂଙ୍କୁ ଭାଜପା ଟିକେଟ ଦେବ ନାହିଁ। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା...

ମ୍ୟାନମାରରେ ଫସିଛନ୍ତି ୧୫୦୦ରୁ ଅଧିକ ହିନ୍ଦୁ, ଖାଦ୍ୟ ପାଇଁ ଡହଳ ବିକଳ

ରଖାଇନ,୨।୫: ମ୍ୟାନମାରର ରଖାଇନ ପ୍ରଦେଶର ବୁଟିଡାଙ୍ଗ ସହରରେ ଏକ ଭୟଙ୍କର ଯୁଦ୍ଧ ଆରମ୍ଭ ହୋଇଛି। ସେନା ଏବଂ ବିଦ୍ରୋହୀମାନଙ୍କ ମଧ୍ୟରେ ଲଢେଇ ହେତୁ ହିନ୍ଦୁ ତଥା ସେଠାରେ ରହୁଥିବା ରଖାଇନ ସମ୍ପ୍ରଦାୟର ଲୋକଙ୍କ ପାଇଁ ସାଧାରଣ ଜୀବନ କଷ୍ଟସାଧ୍ୟ ହୋଇପଡିଛି।...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର। ଏହି ଆସନରୁ ପ୍ରଥମ ଥର ପାଇଁ ସେ ପ୍ରାର୍ଥିପତ୍ର ଦାଖଲ କରିବେ। ଏହା...

ରାଏବରେଲି, ଆମେଠିକୁ ନେଇ କଂଗ୍ରେସର ସସପେନ୍ସ କହୁଛି ଅନେକ କଥା

ନୂଆଦିଲ୍ଲୀ,୨।୫: ଉତ୍ତରପ୍ରଦେଶର ଆମେଠି ଏବଂ ରାଏବରେଲି ଲୋକ ସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟାକୁ ମାତ୍ର ଦୁଇ ଦିନ ବାକି ଅଛି, କିନ୍ତୁ ଏହି ଦୁଇଟି ଆସନରେ କଂଗ୍ରେସ ପ୍ରାର୍ଥୀଙ୍କ ସମ୍ପର୍କରେ ସସପେନ୍ସ ଜାରି ରହିଛି। ଏହି ପରିବାରର...

ୟୁକ୍ରେନ ବିରୋଧରେ ରାସାୟନିକ ଅସ୍ତ୍ର ବ୍ୟବହାର କରୁଛି ରୁଷିଆ: ଆମେରିକା ବିଦେଶ ବିଭାଗର ଅଭିଯୋଗ

ଓ୍ବାଶିଂଟନ,୨।୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ବୁଧବାର ଆମେରିକା ରୁଷିକୁ ୟୁକ୍ରେନ ବିରୋଧରେ ଆନ୍ତର୍ଜାତୀୟ ରାସାୟନିକ ଅସ୍ତ୍ର ପ୍ରତିବନ୍ଧକ ଉଲ୍ଲଂଘନ କରିଛି ବୋଲି ଅଭିଯୋଗ କରିଛି। ଆମେରିକା କହିଛି ଯେ ରୁଷିଆ ୟୁକ୍ରେନ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପଦ୍ମ ଧରିଲେ ଦୁଲାଲ ପ୍ରଧାନ। ଦୁଇ ଦିନ ପୂର୍ବରୁ ଟିକେଟ୍...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri