Tag Archives: Home Middle

ଟ୍ରାକ୍ଟର ରାଲି ହିଂସା: ହସ୍ତକ୍ଷେପ କରିବେନି ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୩।୨: କୃଷି ଆଇନକୁ ବିରୋଧ କରି ଜାନୁୟାରୀ ୨୬ରେ ଦିଲ୍ଲୀରେ ଚାଷୀ ସଂଗଠନଗୁଡ଼ିକର ଟ୍ରାକ୍ଟର ରାଲିରେ ଘଟିଥିବା ହିଂସାରେ ହସ୍ତକ୍ଷେପ କରିବାକୁ ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଆଇନ ନିଜ କାମ କରିବ ବୋଲି ଏହି ମାମଲାର ଶୁଣାଣି ସମୟରେ...

ମିଶନ ପଶ୍ଚିମବଙ୍ଗ: ମେଗା ରାଲିରେ ଯୋଗଦେବେ ମୋଦି

କୋଲକାତା, ୩।୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ । ଏନେଇ ଭାଜପା ପକ୍ଷରୁ ଏକ ମେଗା ରାଲିର ଆୟୋଜନ କରାଯାଉଛି। ଶାସକ ତୃଣମୂଳ କଂଗ୍ରେସକୁ କ୍ଷମତା ଚ୍ୟୁତ କରିବା ଲାଗି ମାର୍ଚ୍ଚ ପ୍ରଥମ ସପ୍ତାହରେ ରାଲି ହେବ। ମାର୍ଚ୍ଚ ୫...

କ୍ଷେତ୍ରୀୟ ଅଖଣ୍ଡତା ବଜାୟ ରଖିବା ପାଇଁ ଭାରତ ସର୍ବଦା ପ୍ରସ୍ତୁତ: ରାଜନାଥ

ବେଙ୍ଗାଲୁରୁ, ୩।୨: କ୍ଷେତ୍ରୀୟ ଅଖଣ୍ଡତା ବଜାୟ ରଖିବା ପାଇଁ ଭାରତ ସର୍ବଦା ପ୍ରସ୍ତୁତ ରହିଛି। ଦେଶବାସୀଙ୍କ ସୁରକ୍ଷା ଲାଗି ଯେ କୌଣସି ସ୍ଥିତିର ମୁକାବିଲା କରାଯିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୁଧବାର ଏରୋ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ଏୟାର...

ଲାଲ୍‌ କିଲ୍ଲା ହିଂସା: ଦୀପ୍‌ ସିଦ୍ଧୁଙ୍କ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା

ନୂଆଦିଲ୍ଲୀ, ୩।୨: ଲାଲ୍‌ କିଲ୍ଲା ହିଂସା ନେଇ ଦିଲ୍ଲୀ ପୋଲିସ ପକ୍ଷରୁ ଦୀପ୍‌ ସିଦ୍ଧୁଙ୍କୁ ଧରାଇଦେଲେ ଲକ୍ଷେ ଟଙ୍କାର ପୁରସ୍କାର ପ୍ରଦାନ କରାଯିବ ବୋଲି ବୁଧବାର ଘୋଷଣା କରାଯାଇଛି। ଦୀପ୍‌ଙ୍କ ସହିତ ଜୁଗରାଜ ସିଂ, ଗୁଜରୋଟ ସିଂ ଏବଂ ଗୁଜରୋଣ୍ଟ୍‌...

ହାଲ୍‌ ଯୋଗାଇବ ୮୩ ତେଜସ୍‌ ଯୁଦ୍ଧ ବିମାନ

ବେଙ୍ଗାଲୁରୁ, ୩।୨: କର୍ନାଟକର ବେଙ୍ଗାଲୁରୁରେ ଜାରି ରହିଥିବା ଏରୋ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ଏୟାର ଶୋରେ ହିନ୍ଦୁସ୍ଥାନ ଏରୋନ୍ୟୁଟିକ୍ସ୍‌ ଲିମିଟେଡ୍‌(ହାଲ୍‌)କୁ ୮୩ ତେଜସ୍‌ ଯୁଦ୍ଧ ବିମାନ ଯୋଗାଇବା ପାଇଁ ଠିକା ମିଳିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଏନେଇ ୪୮, ୦୦୦କୋଟି...

ରାଜ୍ୟସଭାରେ ହଙ୍ଗାମା: ଏଏପିର ୩ ଏମ୍‌ପିଙ୍କୁ ବାହାର କଲେ ମାର୍ଶଲ

ନୂଆଦିଲ୍ଲୀ,୩।୨: କୃଷି ଆଇନକୁ ନେଇ ବୁଧବାର ମଧ୍ୟ ରାଜ୍ୟସଭା ଅଚଳ ହୋଇପଡ଼ିଛି। ବିରୋଧୀ ଦଳ ସଦସ୍ୟ କୃଷି ଆଇନକୁ ନେଇ ଗୃହରେ ହଙ୍ଗାମା ଆରମ୍ଭ କରିଛନ୍ତି। ଗୃହରେ ହଟ୍ଟଗୋଳ ସୃଷ୍ଟି କରି କାର୍ଯ୍ୟରେ ବାଧା ସୃଷ୍ଟି କରୁ ଥିବା ଆମ୍‌...

ଆନ୍ଦୋଳନକୁ ସମର୍ଥନ କଲେ ରିହାନା-ଗ୍ରେଟା

ଓ୍ବାଶଂଟନ,୩।୨: କୃଷି ଆଇନକୁ ନେଇ ଭାରତରେ ଜାରି ରହିଥିବା ଚାଷୀ ସଂଗଠନଙ୍କ ଆନ୍ଦୋଳନକୁ ଏବେ ସେଲିବ୍ରିଟିଙ୍କ ସମର୍ଥନ ମିଳିବାରେ ଲାଗିଛି।  ଆମେରିକା ପପ୍‌ ଷ୍ଟାର ରିହାନା ମଙ୍ଗଳବାର ସନ୍ଧ୍ୟାରେ ଏହାକୁ ଟୁଇଟ କରି ସମର୍ଥନ କରିଥିଲେ। ଏବେ ପରିବେଶକର୍ମୀ ଗ୍ରେଟା...

ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷାର ସୂଚୀ

ନୂଆଦିଲ୍ଲୀ,୨।୨- ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବୋର୍ଡ ପରୀକ୍ଷାର ସୂଚୀ। ଆସନ୍ତା ମେ’୪ରୁ ଜୁନ୍‌ ୧୧ ତାରିଖ ପର୍ଯ୍ୟନ୍ତ ଉଭୟ ଶ୍ରେଣୀର ବୋର୍ଡ ପରୀକ୍ଷା ହେବ। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ...

‘ଆତ୍ମନିର୍ଭରଭାରତ’ ୨୦୨୦ର ଶବ୍ଦ ଭାବେ ଅକ୍ସଫୋର୍ଡ ଡିକ୍ସିନାରୀରେ ସାମିଲ

ନୂଆଦିଲ୍ଲୀ, ୨।୨: ଅକ୍ସଫୋର୍ଡ ଡିକ୍ସିନାରୀରେ ‘ଆତ୍ମନିର୍ଭରଭାରତ’କୁ ୨୦୨୦ର ଶବ୍ଦ ଭାବେ ଅନ୍ତର୍ଭୁକ୍ତ କରାଯାଇଛି। ଏହାର ଅର୍ଥ ସେଲ୍ଫ-ରିଲାଏନ୍ସ୍‌ ବୋଲି ଡିକ୍ସିନାରୀରେ ଉଲ୍ଲେଖ କରାଯାଇଛି। ଏହି ହିନ୍ଦୀ ଶବ୍ଦକୁ ଚୟନ କରିବା ଲାଗି ଭାଷା ବିଶେଷଜ୍ଞ କ୍ରିତିକା ଅଗ୍ରଓ୍ବାଲ, ପୁନମ ନିଗମ୍‌...

କୃଷି ଆଇନ ନେଇ ରାଜ୍ୟସଭା ଅଚଳ

ନୂଆଦିଲ୍ଲୀ,୨।୨: କୃଷି ଆଇନକୁ ନେଇ ମଙ୍ଗଳବାର ରାଜ୍ୟସଭା ଅଚଳ ହୋଇପଡ଼ିଛି। ବିରୋଧୀ ଦଳ ସଦସ୍ୟ କୃଷି ଆଇନ ଭଳି କଳା ଆଇନକୁ ସରକାର ଫେରାଇ ନେବା ଆବଶ୍ୟକ ବୋଲି ହଟ୍ଟଗୋଳ କରିଛନ୍ତି। ଏହି ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ଦାବି...

ନିର୍ବାଚନ ଉପରେ ନଜର

ନୂଆଦିଲ୍ଲୀ,୨।୨: ଚଳିତ ବର୍ଷ ପଶ୍ଚିମବଙ୍ଗ, ଆସାମ, କେରଳ ଏବଂ ତାମିଲନାଡ଼ୁରେ ବିଧାନସଭା ନିର୍ବାଚନ ଥିବାବେଳେ ବଜେଟରେ ଏହି ରାଜ୍ୟକୁ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ସରକାର। ପ୍ରଥମେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ତାଙ୍କ ଭାଷଣରେ ପଶ୍ଚିମବଙ୍ଗ ଜନ୍ମିତ ନୋବେଲ ପୁରସ୍କାରପ୍ରାପ୍ତ କବି...

ବଜେଟ ୨୦୨୧-୨୨

ମୁଖ୍ୟାଂଶ ସ୍ବାସ୍ଥ୍ୟ ବଜେଟ ୯୪,୦୦୦ କୋଟିରୁ ୨.୩୮ ଲକ୍ଷ କୋଟିକୁ ବୃଦ୍ଧି ଆରମ୍ଭ ହେବ ପ୍ରଧାନମନ୍ତ୍ରୀ ଆତ୍ମନିର୍ଭର ସ୍ବସ୍ଥ ଭାରତ ଯୋଜନା କୋଭିଡ୍‌ ଟିକା ପାଇଁ ୩୫,୦୦୦ କୋଟି ବୀମା କ୍ଷେତ୍ରରେ ବିଦେଶୀ ପୁଞ୍ଜି ବିନିଯୋଗ ୪୯%ରୁ ୭୪%କୁ ବଢ଼ିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri