Tag Archives: Home Middle

ବଜେଟ ୨୦୨୧-୨୨

ମୁଖ୍ୟାଂଶ ସ୍ବାସ୍ଥ୍ୟ ବଜେଟ ୯୪,୦୦୦ କୋଟିରୁ ୨.୩୮ ଲକ୍ଷ କୋଟିକୁ ବୃଦ୍ଧି ଆରମ୍ଭ ହେବ ପ୍ରଧାନମନ୍ତ୍ରୀ ଆତ୍ମନିର୍ଭର ସ୍ବସ୍ଥ ଭାରତ ଯୋଜନା କୋଭିଡ୍‌ ଟିକା ପାଇଁ ୩୫,୦୦୦ କୋଟି ବୀମା କ୍ଷେତ୍ରରେ ବିଦେଶୀ ପୁଞ୍ଜି ବିନିଯୋଗ ୪୯%ରୁ ୭୪%କୁ ବଢ଼ିଲା...

ଠକିଗଲେ ଚାଷୀକୁଳ

ନୂଆଦିଲ୍ଲୀ,୨ା୨:୩ ନୂଆ କୃଷି ଆଇନକୁ ନେଇ ମୁହଁାମୁହିଁ ସ୍ଥିତିରେ କେନ୍ଦ୍ର ସରକାର ଓ କୃଷକ ସଙ୍ଗଠନ। ଏହି ବିବାଦୀୟ ଆଇନ ପ୍ରତ୍ୟାହାର ଦାବିରେ ଦିଲ୍ଲୀର ସିଙ୍ଘୁ, ଟିକ୍ରି ଓ ଗାଜିପୁର ସୀମାରେ ଲକ୍ଷାଧିକ କୃଷକ ଆନ୍ଦୋଳନରତ। ଚାଷୀଙ୍କ ଧାରଣା ୭୧...

କାମକୁ ନୁହେଁ, ନାମକୁ

ନୂଆଦିଲ୍ଲୀ,୨ା୨: କରୋନା ଭୂତାଣୁ ଓ ଏହାର ମୁକାବିଲା ପାଇଁ ପର୍ଯ୍ୟାୟକ୍ରମେ ଜାରି ଲକ୍‌ଡାଉନ୍‌ ସାରା ଦେଶର ଅର୍ଥନୀତିକୁ ଉଜାଡ଼ି ଦେଇଥିବାବେଳେ ଅର୍ଥ ବ୍ୟବସ୍ଥାକୁ ସଜାଡ଼ିବା କେନ୍ଦ୍ର ସରକାରଙ୍କ ପ୍ରଥମ କର୍ତ୍ତବ୍ୟ। କଳକାରଖାନା ବନ୍ଦ ହୋଇଯିବା ଓ ଆର୍ଥିକ ଗତିବିଧିରେ ତାଲା...

ପୁଣି ଥରେଇବ ଶୀତ

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ଦେଖାଦେଇଛି। ଗତ ଦୁଇଦିନ ହେବ ପାରଦ ତଳମୁହାଁ ହୋଇଛି। ଆସନ୍ତା ୫ ତାରିଖ ଯାଏ ରାଜ୍ୟର କେତେକ ଭାଗରେ ଶୀତ ଥରେଇବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।...

ଫେବୃୟାରୀ ୮ରୁ ନବମ, ଏକାଦଶ ଶ୍ରେଣୀର ପାଠପଢ଼ା

ଭୁବନେଶ୍ୱର,୧।୨(ବ୍ୟୁରୋ): ଫେବୃୟାରୀ ୮ରୁ ନବମ ଏବଂ ଏକାଦଶ ଶ୍ରେଣୀର ପାଠ ପଢ଼ା ଆରମ୍ଭ ହେବ। ସୋମବାର ଏନେଇ ସରକାର ଘୋଷଣା କରିଛନ୍ତି। ଫେବୃୟାରୀ ୮ରୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ କ୍ଲାସ କରିବେ। ସୋମବାରରୁ ଶନିବାର ସକାଳ ସାଢେ ୮ଟାରୁ...

ପଶ୍ଚିମବଙ୍ଗ-ତାମିଲନାଡୁ-କେରଳ-ଆସାମ ପାଇଁ ନିର୍ବାଚନୀ ଥୋପ

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ଆଗକୁ ବିଧାନସଭା ନିର୍ବାଚନ ହେବାକୁ ଥିବା ପଶ୍ଚିମବଙ୍ଗ, ତାମିଲନାଡୁ,କେରଳ ଓ ଆସାମ ଆଦି ୪ ରାଜ୍ୟ ପାଇଁ ନିର୍ବାଚନୀ ଥୋପ ପକାଯାଇଛି। ଏସବୁ ରାଜ୍ୟରେ ସଡ଼କ ଭିତ୍ତିଭୂମି ବିକାଶ ଲାଗି ୨.୨୭ ଲକ୍ଷ କୋଟି...

ପେଟ୍ରୋଲ-ଡିଜେଲ୍‌ ଉପରେ କୃଷି ସେସ୍‌

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ପେଟ୍ରୋଲ ଏବଂ ଡିଜେଲ୍‌ ଉପରେ କୃଷି ସେସ୍‌ ଲାଗୁ କରାଯାଇଥିବା ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ପେଟ୍ରୋଲ ଉପରେ ୨ ଟଙ୍କା ୫୦ ପଇସା ଏବଂ ଡିଜେଲ୍‌ ଉପରେ ୪ ଟଙ୍କା...

୭୫ବର୍ଷରୁ ଅଧିକ ବୟସ୍କଙ୍କୁ ଆୟକର ଛାଡ

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ଦେଶର ବରିଷ୍ଠ ନାଗରିକଙ୍କ ପାଇଁ ନୂଆ ଘୋଷଣା କରାଯାଇଛି। ୭୫ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କ ବରିଷ୍ଠ ନାଗରିକଙ୍କୁ ଆୟକର ଛାଡ କରାଯାଇଛି। ପ୍ରବାସୀ ଭାରତୀୟଙ୍କ ଲାଗି ଟିକସ ନିୟମରେ କେତେକ ପରିର୍ତ୍ତନ...

୧ କୋଟି ନୂଆ ଉଜ୍ୱଳା ସଂଯୋଗ, ସ୍ଥାପିତ ହେବ ୭୫୦ ଏକଲବ୍ୟ ମଡେଲ ସ୍କୁଲ

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ସରକାର ଉଜ୍ୱଳା ଯୋଜନାରେ ୧ କୋଟି ନୂଆ ସଂଯୋଗ ଦିଆଯିବା ନେଇ ଘୋଷଣା କରିଛନ୍ତି। ଆସନ୍ତା ୩ ବର୍ଷରେ ୧୦୦ ଜିଲାରେ ଗ୍ୟାସ୍‌ ପାଇପ୍‌ ଲାଇନ୍‌ ନିର୍ମାଣ କରାଯିବ। ସେହିପରି ପଛୁଆବର୍ଗଙ୍କ ପିଲାଙ୍କ ପାଇଁ...

ରେଲୱେ ପାଇଁ ୧.୧୦ ଲକ୍ଷ କୋଟି: ୨୭ ସହରରେ ମେଟ୍ରୋ ସେବା

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ରେଲଓ୍ବେ ପାଇଁ ୧.୧୦ ଲକ୍ଷ କୋଟି ଟଙ୍କା ଘୋଷଣା କରାଯାଇଛି। ୨୦୩୦କୁ ଦୃଷ୍ଟିରେ ରଖି ସରକାର ରେଲଓ୍ବେ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ଫ୍ରେଟ୍‌ କୋରିଡୋର...

କରୋନା ପରବର୍ତ୍ତୀ ଭିତ୍ତିଭୂମି ବିକାଶ ‌: ୩ ବର୍ଷରେ ୭ ନୂଆ ଟେକ୍ସଟାଇଲ ପାର୍କ

ନୂଆଦିଲ୍ଲୀ, ୧।୨: କରୋନା ପରବର୍ତ୍ତୀ ଭିତ୍ତିଭୂମି ବିକାଶ ଉପରେ ଚଳିତ ବଜେଟରେ ଗୁରୁତ୍ୱାରୋପ କରାଯାଇଛି। ଆସନ୍ତା ୩ ବର୍ଷ ମଧ୍ୟରେ ଦେଶରେ ୭ ନୂଆ ଟେକ୍ସଟାଇଲ ପାର୍କ ନିର୍ମାଣ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ଆତ୍ମନିର୍ଭର ଭାରତ...

ସରକାରଙ୍କ ଆର୍ଥିକ ଟିକା: ଆତ୍ମନିର୍ଭର ସ୍ବସ୍ଥ ଭାରତ ଯୋଜନା ପାଇଁ ୬୪ ହଜାର ୧୮୦ କୋଟି ଟଙ୍କାର ପ୍ରାବଧାନ

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ଦେଶବାସୀଙ୍କ ପାଇଁ ସରକାର ଆର୍ଥିକ ଟିକା ଆଣିଛନ୍ତି। ସ୍ବାସ୍ଥ୍ୟ ବଜେଟରେ ୧୩୭ ପ୍ରତିଶତ ବୃଦ୍ଧି କରାଯାଇଛି। ସ୍ବସ୍ଥ୍ୟା କ୍ଷେତ୍ରକୁ ୨.୨୩ ଲକ୍ଷ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆତ୍ମନିର୍ଭର ସ୍ବସ୍ଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri