Tag Archives: Home Middle

କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତି ପ୍ରଭାବିତ ହୋଇଛି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ, ୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ ଉପସ୍ଥାପନ କରିବା ପୂର୍ବରୁ ନିଜର ବକ୍ତବ୍ୟରେ କହିଛନ୍ତି ଯେ, ଗତବର୍ଷ ଦେଶର ଅର୍ଥନୀତି ପାଇଁ ସମୟ ଆହ୍ବାନମୂଳକ ଥିଲା। କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତି ପ୍ରଭାବିତ ହୋଇଛି। ଦେଶରେ ଆର୍ଥିକ...

ବଜେଟ୍‌ ପୂର୍ବରୁ ସେନସେକ୍ସ୍‌ ୪୦୦ ପଏଣ୍ଟ୍‌ ବୃଦ୍ଧି

ମୁମ୍ବାଇ, ୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ ଉପସ୍ଥାପନ କରିବା ପୂର୍ବରୁ ସେନସେକ୍ସ୍‌ରେ ୪୦୦ ପଏଣ୍ଟ୍‌ ବୃଦ୍ଧି ଘଟିଛି। ସୋମବାର ଏହା ୪୬,୭୭୭.୫୬ ପଏଣ୍ଟ୍‌ ଛୁଇଁଛି। ସେନସେକ୍ସ୍‌ ୪୬,୨୮୫.୭୭ରେ ବନ୍ଦ ହୋଇଥିଲା। ସୋମବାର ଏଥିରେ ଅଚାନକ ବୃଦ୍ଧି ଦେଖିବାକୁ ମିଳିଛି।...

ବ୍ରିଫ୍‌କେସ୍‌ ବଦଳରେ ଅର୍ଥମନ୍ତ୍ରୀଙ୍କ ହାତରେ ଟାବଲେଟ୍‌

ନୂଆଦିଲ୍ଲୀ,୧।୨: ଚଳିତ ବଜେଟକୁ ପେପର ଲେସ୍‌ କରାଯାଇଛି। ତେଣୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ହାତରେ ବ୍ରିଫ୍‌କେସ୍‌ ବଦଳରେ ଏକ ଟାବଲେଟ ରହିଛି। ସେ ଏହାକୁ ଧରି ସଂସଦ ଭବନ ମୁହାଁ ହୋଇଛନ୍ତି। ଟାବଲେଟ୍‌କୁ ଲାଲ୍‌ କପଡ଼ାରେ ଗୁଡାଯାଇଥିବାବେଳେ ଏଥିରେ ଅଶୋକ...

ମ୍ୟାନ୍‌ମାର୍‌ରେ କ୍ଷମତା ଦଖଲ କଲା ସୈନ୍ୟ ବାହିନୀ

ନାପିତ୍ୱ,୧।୨: ମ୍ୟାନ୍‌ମାର୍‌ରେ ସୈନ୍ୟ ବାହିନୀ ପକ୍ଷରୁ କ୍ଷମତା ଦଖଲ କରାଯାଇଛି। ଦେଶର ସର୍ବୋଚ୍ଚ ନେତା ଷ୍ଟେଟ୍‌ କାଉନସିଲର ଆଙ୍ଗ ସାନ୍‌ ସୁକି, ରାଷ୍ଟ୍ରପତି ଓ୍ବିନ୍‌ ମିଣ୍ଟ୍‌ ଏବଂ ଶାସକ ଦଳର ବରିଷ୍ଠ ନେତାଙ୍କୁ ଅଟକ ରଖାଯାଇଛି। ବର୍ଷେ ପାଇଁ ଦେଶରେ...

ଅର୍ଥନୀତିକୁ ଭାକ୍ସିନ୍‌ ଲୋଡ଼ା

ଭୁବନେଶ୍ୱର,୧।୨ (ବ୍ୟୁରୋ): କରୋନା ମହାମାରୀ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାକୁ କବଳିତ କରି ରଖିଛି। ଏହା ଯୋଗୁ ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) -୨୩.୯% ଏବଂ ଦ୍ୱିତୀୟ ତ୍ରୈମାସରେ ୭.୭% ଖସିଛି। ଭାରତୀୟ...

ସାଧାରଣ ବଜେଟ-୨୦୨୧: ନଜରରେ ୫ ପ୍ରମୁଖ କ୍ଷେତ୍ର

ନୂଆଦିଲ୍ଲୀ,୧ା୨: ବଜେଟ ୨୦୨୧ ଅର୍ଥ ବ୍ୟବସ୍ଥା ଲାଗି ଅନେକ ଗୁରୁତ୍ୱ ବହନ କରେ। ପୂର୍ବର ବଜେଟଗୁଡ଼ିକ ତୁଳନାରେ ୨୦୨୧-୨୨ ଆର୍ଥତ୍କ ବର୍ଷର ବଜେଟ ଭିନ୍ନ ହେବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପୂର୍ବରୁ କହିସାରିଛନ୍ତି। ଭାରତକୁ ଏକ ପ୍ରମୁଖ ଅଭିବୃଦ୍ଧିଶୀଳ...

ଦଶାହ କାର୍ଯ୍ୟ ଶେଷ କରି ଫେରୁଥିବା ବେଳେ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୯ମୃତ

କୋଟପାଡ଼, ୩୧।୧: କୋରାପୁଟ ଜିଲା କୋଟପାଡ଼ ଥାନା ମୂର୍ତ୍ତାହାଣ୍ଡିରେ ରବିବାର ରାତି ପ୍ରାୟ ସାଢେ ୮ଟାରେ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ମିଳିଛି। ମୃତକମାନଙ୍କ ପରିଚୟ ମିଳି...

ତ୍ରିରଙ୍ଗାର ଅପମାନ ନେଇ ଦେଶ ହୋଇଛି ଦୁଃଖୀ: ମୋଦି

ନୂଆଦିଲ୍ଲୀ, ୩୧।୧: ଜାନୁୟାରୀ ୨୬ରେ ଭାରତର ଜାତୀୟ ପତାକା ତ୍ରିରଙ୍ଗାର ଅପମାନ ନେଇ ଦେଶ ଦୁଃଖୀ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କହିଛନ୍ତିି। ଅଲ୍‌ ଇଣ୍ଡିଆ ରେଡ଼ିଓର ୭୩ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ସେ ଏଭଳି କହି...

ଗାଜିପୁର ବର୍ଡରରେ ରାତାରାତି ୧୨ସ୍ତରୀୟ ବ୍ୟାରିକେଡିଂ: ଏନ୍‌ଏଚ୍‌-୨୪ ବନ୍ଦ

ନୂଆଦିଲ୍ଲୀ,୩୧।୧: କୃଷି ଆଇନକୁ ବିରୋଧ କରି ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ୨ମାସରୁ ଅଧିକ ଦିନ ଧରି ଆନ୍ଦୋଳନ ଜାରି ରହିଛି। ଗାଜିପୁର ବର୍ଡରରେ ଆନ୍ଦୋଳନକାରୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ଏଠାରେ...

ନକଲି ଡିଗ୍ରୀ ବିକ୍ରି ମାମଲା: ୧୭ ରାଜ୍ୟକୁ ଲମ୍ବିଛି ଚେର

ସୋଲାନ,୩୧।୧: ହିମାଚଳପ୍ରଦେଶର ସୋଲାନରେ ଥିବା ମାନବ ଭାରତୀ ବିଶ୍ୱବିଦ୍ୟାଳୟରେ ହୋଇଥିବା ନକଲି ଡିଗ୍ରୀ ମାମଲା ନେଇ ୭୫ଟି ସ୍ଥାନରେ ଏସ୍‌ଆଇଟି ଟିମ୍‌ ପକ୍ଷରୁ ଚଢ଼ାଉ ଜାରି ରହିଛି। ୨୭୫ ଜଣଙ୍କୁ ଏନେଇ ପଚରାଉଚରା ମଧ୍ୟ ଜାରି ରହିଛି। ମୋଟ ୧୯୪...

କେବଳ ଏକ ଫୋନ୍‌ କଲ୍‌ର ଦୂରତା

ନୂଆଦିଲ୍ଲୀ,୩୧ା୧(ପି.ଟି.): ୩ ନୂଆ କୃଷି ଆଇନକୁ ନେଇ କୃଷକ ସଙ୍ଗଠନଗୁଡ଼ିକ ସହ ଆଲୋଚନା ପାଇଁ ସରକାର ଏବେ ମଧ୍ୟ ପ୍ରସ୍ତୁତ। ଆମେ କେବଳ ଚାଷୀ ନେତାଙ୍କ ଗୋଟିଏ ଫୋନ୍‌ କଲ୍‌ ଦୂରରେ ରହିଛୁ ବୋଲି ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ବିକାଶ ଖୋଜୁଛି ବୁଦ୍ଧେଶ୍ୱର ପୀଠ

ଭୁବନ, ୩୧।୧(ଡି.ଏନ.ଏ.) ଇତିହାସ ଏବଂ କିମ୍ବଦନ୍ତୀକୁ ନେଇ ସମୃଦ୍ଧ। ପର୍ଯ୍ୟଟନସ୍ଥଳୀର ମାନ୍ୟତା ମଧ୍ୟ ମିଳିଛି। ଅନୁଦାନ ଆସୁଛି। ଶ୍ରଦ୍ଧାଳୁ ଦେଉଛନ୍ତି ଲକ୍ଷାଧିକ ଟଙ୍କା ଦାନ। ହେଲେ ଅର୍ଥର ସଦ୍‌ବିନିଯୋଗ ହୋଇପାରୁ ନ ଥିବାରୁ ଐତିହାସିକ ବୁଦ୍ଧେଶ୍ୱର ଶୈବପୀଠର ବିକାଶ ଅଟକିଛି। ଅବଧି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri