Tag Archives: Home Middle

‘ଟିଏମସି ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ’ କହିଲେ ଅଧୀର ରଞ୍ଜନ ଚୌଧୁରୀ, କଂଗ୍ରେସ ଦେଲା ପ୍ରତିକ୍ରିୟା

କୋଲକାତା,୧ା୫: କଂଗ୍ରେସର ବରିଷ୍ଠ ନେତା ଆଧୀର ରଂଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ। ପଶ୍ଚିମବଙ୍ଗ କଂଗ୍ରେସ ମୁଖ୍ୟ ତଥା ବ୍ରହ୍ମପୁର ଲୋକ...

ମୟଙ୍କ ଯାଦବଙ୍କୁ ବଡ ଉପହାର ଦେଲା ବିସିସିଆଇ, କିନ୍ତୁ ରହିଛି ଖରାପ ଖବର

ମୁମ୍ବାଇ,୧ା୫: ପେସ୍‌ ବୋଲିଂ ସେନ୍‌ସେସନ୍‌ ମୟଙ୍କ ଯାଦବ ଅବଶିଷ୍ଟ ଆଇପିଏଲ୍‌ ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ନେଇ ସନ୍ଦେହ ଉପୁଜିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ସମୟରେ ପେଟର ମାଂସପେଶୀ ଟାଣିହେବା ପରେ ଗତ ଚାରି ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର...

ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…

ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍‌ ଭାଙ୍ଗିଯାଇଥିଲା। ଏଣୁ ଟେକ୍‌ଅପ୍‌ କରିବାର ୧୦ ମିନିଟ୍‌ ପରେ ବିମାନଟି ଜରୁରୀ ଅବତରଣ କରିଥିଲା। ଏଥିରେ ପ୍ରାୟ ୧୭୧...

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି ଥରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ମେ’ ୬ରେ ମୋଦି...

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ ନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ...

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ (ଡିପିଏସ) କୁ ବୋମା ଧମକ ଦିଆଯାଇଛି। ପୂର୍ବ ଦିଲ୍ଲୀର ମୟୂର...

ଖୁସି ଖବର: କମିଲା ଏଲ୍‌ପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୫: ସାରା ଦେଶରେ ଚାଲିଥିବା ଲୋକ ସଭା ନିର୍ବାଚନ ମଧ୍ୟରେ ସାଧାରଣ ଲୋକଙ୍କୁ ପୁନର୍ବାର ଆରାମ ମିଳିଛି। ସରକାରୀ ତୈଳ ଏବଂ ଗ୍ୟାସ ମାର୍କେଟିଂ କମ୍ପାନୀଗୁଡିକ ଦ୍ୱାରା ଲଗାତାର ଦ୍ୱିତୀୟ ଥର ପାଇଁ କମର୍ସିଆଲ୍‌ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ ନଗଦ ୩୦ ହଜାର ଟଙ୍କା ଥିବା ବେଳେ ବିଭିନ୍ନ ବ୍ୟାଙ୍କରେ ଡିପୋଜିଟ୍‌ ଏବଂ...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ ସାମିଲ ହୋଇଥିଲେ।

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ ରହୁନାହାନ୍ତି। ଥରେ ଦୁଇ ଥର ନୁହେଁ, ବହୁ ଥର ଏପରି ହେଉଛି। ଯଦ୍ୱାରା...

ଇଡି ଉପରେ ବର୍ଷିଲେ ସୁପ୍ରିମକୋର୍ଟ, କହିଲେ ନିର୍ବାଚନ ପୂର୍ବରୁ କେଜରିୱାଲଙ୍କୁ କାହିଁକି ଗିରଫ କଲ…

ନୂଆଦିଲ୍ଲୀ,୩୦।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ନିଜର ଗିରଫଦାରୀ ବିରୋଧରେ କରିଥିବା ଆବେଦନର ଶୁଣାଣି ମଙ୍ଗଳବାର ସୁପ୍ରିମକୋର୍ଟ କରିଛନ୍ତି। ଏହି ସମୟରେ କୋର୍ଟ ଅବକାରୀ ଦୁର୍ନୀତିର ତଦନ୍ତ ମାମଲାରେ କେଜରିଓ୍ବାଲଙ୍କୁ ଗିରଫ କରିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଉପରେ ବର୍ଷିଛନ୍ତି। ନିର୍ବାଚନ...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ ଚୟନରେ ଖପ୍ପା ହୋଇ ଫେରାଇଛନ୍ତି ଟିକେଟ୍‌। ବିଭୁତି ମିଶ୍ରଙ୍କୁ ଲୋକ ସଭା ପ୍ରାର୍ଥୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri