Tag Archives: Home Middle

ଟ୍ରୁଡୋଙ୍କ ଉପସ୍ଥିତିରେ ଖଲିସ୍ତାନୀ ସ୍ଲୋଗାନ

ଟରଣ୍ଟୋ, ୩୦।୪: କାନାଡ଼ାର ଟରଣ୍ଟୋରେ ସୋମବାର ଖାଲ୍‌ସା ଦିବସ ପାଳନ ହେଉଥିବାବେଳେ ଏଥିରେ ବହୁ ସଂଖ୍ୟାରେ ଶିଖ୍‌ ସମ୍ପ୍ରଦାୟର ଲୋକ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସମ୍ବୋଧନ କରୁଥିବା ସମୟରେ ଉପସ୍ଥିତ ଥିବା ଲୋକମାନଙ୍କ ମଧ୍ୟରୁ...

ତୃତୀୟ ପର୍ଯ୍ୟାୟରେ ୯% ମହିଳା ପ୍ରାର୍ଥୀ

ନୂଆଦିଲ୍ଲୀ, ୩୦।୪: ଆସନ୍ତା ମାସ ୭ରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୯୫ଟି ଲୋକ ସଭା ଆସନରେ ୧୩୫୨ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏଥିମଧ୍ୟରୁ ୧୮ ପ୍ରତିଶତ ପ୍ରାର୍ଥୀ ନିଜ ନାଁରେ...

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ ୨ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ଆକ୍ରମଣ କରିଥିବା ସୂଚନା ମିଳିଛି। ସ୍ଥାନୀୟ ଗ୍ରାମର ଜଣେ...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ ହ୍ୟାକ୍‌ ହୋଇଛି। ସେ ଭାଜପାରେ ଅଛନ୍ତି ଆଉ ରହିବେ ମଧ୍ୟ । ଆବଶ୍ୟକ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି ନୀତେଶ ଏହି ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ଭାଜପା ଛାଡ଼ିଥିବା ସେ...

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ, ଇଡି ଏବଂ ସିବିଆଇ ଉପରେ ପ୍ରଶ୍ନ ଉଠାଇ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି।...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ରହିଛି। ସାଧାରଣ ସଭାରେ ଯୋଗଦେବେ,ହେଲେ କେବେ ଆସିବେ ତାହା ବର୍ତ୍ତମାନ ପର୍ଯ୍ୟନ୍ତ...

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କଂଗ୍ରେସ କେବଳ ଭୋଟ ବ୍ୟାଙ୍କ ରାଜନୀତି ପାଇଁ ଦେଶରେ ଧର୍ମ ଭିତ୍ତିକ ସଂରକ୍ଷଣ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ କରୁଛନ୍ତି। ଡାଉନଡିଟେକ୍ଟର ମଧ୍ୟ ଏକ୍ସର ଏହି ଘଟଣାକୁ ନିଶ୍ଚିତ କରିଛନ୍ତି । ସୋମବାର...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର ଇସ୍ତଫାପତ୍ରକୁ ଏଆଇସିସି ସଭାପତି ମଲ୍ଲିକାର୍ଜ୍ଜୁନ ଖାର୍ଗେଙ୍କ ନିକଟକୁ ପଠାଇ ଦେଇଛନ୍ତି। ସୂଚନାଯୋଗ୍ୟ, ଦୁଲାଲଙ୍କୁ...

ଜମ୍ମୁ-କଶ୍ମୀରରେ ତୁଷାରପାତ

ଶ୍ରୀନଗର,୨୯ା୪: ଏପ୍ରିଲର ଶେଷ ଦିନରେ ଜମ୍ମୁ-କଶ୍ମୀରରେ ପାଣିପାଗ ଧାରା ବଦଳିଛି। ଗୁରେଜ, ମଛିଲ, ରାଜଦାନ ସମେତ ରାଜ୍ୟର ଅନେକ ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ହୋଇଛି। ଏଥି ସହିତ ଜମ୍ମୁ, ଶ୍ରୀନଗର, ଉଦ୍ଦମପୁର, ସାମ୍ବା, ରାଜୋରୀ ସମେତ ଅନେକ ଅଞ୍ଚଳରେ ବର୍ଷା...

ପ୍ରାର୍ଥିପତ୍ର ଦାଖଲ କଲେ ରାଜନାଥ ସିଂ

ଲକ୍ଷ୍ନୌ,୨୯ା୪: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ତାଙ୍କର ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ବିଶାଳ ଶୋଭାଯାତ୍ରାରେ ଆସି ରାଜନାଥ ସିଂ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆଜି ସ୍ମୃତି ଇରାନୀ ମଧ୍ୟ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିବେ। ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri