Tag Archives: Home Middle

ଆଡିଲେଡ୍‌ ଦିବାରାତ୍ର ଟେଷ୍ଟ: ପ୍ରଥମ ଇନିଂସରେ ଭାରତ ଅଗ୍ରଣୀ

ଆଡିଲେଡ୍‌, ୧୮।୧୨- ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ପ୍ରଥମ ତଥା ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ଭାରତୀୟ ଦଳ ୫୩ ରନ୍‌ର ଅଗ୍ରଣୀ ହାସଲ କରିଛି। ଦ୍ୱିତୀୟ ଦିନରେ ଦେଖିବାକୁ ମିଳିଥିଲା କେବଳ ବୋଲରଙ୍କ ରାଜୁତି । ପ୍ରଥମ...

ମୁଣ୍ଡ ନୁଆଇଁ, ହାତଯୋଡି କୃଷକଙ୍କ ସହ କଥା ହେବାକୁ ପ୍ରସ୍ତୁତ ସରକାର: ମୋଦି

ନୂଆଦିଲ୍ଲୀ,୧୮ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ଲଗାତାର ୨୩ ଦିନ ହେବ କୃଷକଙ୍କ ଆନ୍ଦୋଳନ ଜାରି ରହିଛି । ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ଜରିଆରେ ଶୁକ୍ରବାର ମଧ୍ୟପ୍ରଦେଶର କୃଷକମାନଙ୍କ ସହ କଥା ହୋଇଛନ୍ତି...

ରାଜ୍ୟରେ ଆଜି ୩୫୮ ପଜିଟିଭ୍‌ ଚିହ୍ନଟ, ୪ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୩୫୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୫,୫୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୮ ଜଣ...

ପ୍ରଥମେ ଟୋକନ୍‌, ପରେ ଜଗା ଦର୍ଶନ

ପୁରୀ ଅଫିସ,୧୮ା୧୨: କରୋନା କଟକଣା ଯୋଗୁ ଦୀର୍ଘ ୯ମାସ ହେଲା ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିଛି। ତେବେ ପ୍ରଶାସନର ନିଷ୍ପତ୍ତି କ୍ରମେ କୋଭିଡ କଟକଣା ପାଳନ କରାଯାଇ ଅସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲାଯିବ। ପ୍ରଥମ ପର୍ଯ୍ୟାୟରେ ୨୩ରୁ...

କରୋନା ଯୋଦ୍ଧା, ବୟସ୍କଙ୍କୁ ମାଗଣା ଟିକା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟର କରୋନା ଯୋଦ୍ଧାଙ୍କୁ ମାଗଣାରେ କରୋନା ଟୀକା ଦିଆଯିବ। ଏନେଇ ଗୁରୁବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ଦେଶରେ ୩୦ କୋଟି ଲୋକଙ୍କୁ ଟିକା ଦେବାକୁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି।...

ଭାରତ-ଚାଇନା ସୀମା ସଡ଼କ ହେବ ୧୦ ମିଟର ଚ‌ଉଡ଼ା: ଏଲ୍‌ଏସିରେ ଶୀଘ୍ର ପହଞ୍ଚିବ ସହାୟତା

ଲଦାଖ,୧୭।୧୨: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଏଠାକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ତଥା ଛୋଟ ସଡ଼କ ରଣନୈତିକ ଦୃଷ୍ଟିକୋଣରେ ଯଥେଷ୍ଟ ଗୁରୁତ୍ୱ ବହନ କରିଥାଏ। ତେଣୁ ଏସବୁ ସଡ଼କଗୁଡ଼ିକର ଚୌଡ଼ା ୧୦...

୫୫ ବର୍ଷ ପରେ ଚିଲାହାଟି-ହଲଦିବାଡି ରେଲୱେ ଲିଙ୍କ୍ ଆରମ୍ଭ କଲେ ମୋଦି-ହାସିନା

ନୂଆଦିଲ୍ଲୀ,୧୭ ।୧୨: ଭାରତ ଓ ବାଂଲାଦେଶ ମଧ୍ୟରେ ଗୁରୁବାର ଦିପାକ୍ଷିକ ବାତ୍ତା ଜାରି ରହିଛି । କରୋନା ଯୋଗୁ ଏହା ଭର୍ଚୁଆଲ ବୈଠକ ମାଧ୍ୟମରେ କରାଯାଉଛି । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସହ...

ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ବଳାତ୍କାର ନୁହେଁ: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧୭।୧୨: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ କରିବା ସବୁବେଳେ ବଳାତ୍କାର ନୁହେଁ। ଏନେଇ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ ପାଇଛି। ଦୀର୍ଘଦିନ ଧରି ଏଭଳି ସମ୍ପର୍କ ସମ୍ପୃକ୍ତ ମହିଳାଙ୍କ ସହମତି ହେଉଥିବାରୁ...

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୨ ପାକିସ୍ତାନୀ ନିହତ

ଅଟାରି,୧୭।୧୨: ପଞ୍ଜାବ ଅମୃତସରର ଅଟାରି ସୀମା ନିକଟରେ ଏକ ଅନୁପ୍ରବେଶ ଉଦ୍ୟମକୁ ବିଏସ୍‌ଏଫ୍‌ ଯବାନ ପଣ୍ଡ କରିଦେଇଛନ୍ତିି। ରାଜତାଲ ବିଓପିରେ ୨ ଜଣ ପାକିସ୍ତାନୀ ଭାରତରେ ଅନୁପ୍ରବେଶ ଉଦ୍ୟମ କରୁଥିଲେ। ବିଏସ୍‌ଏଫ୍‌ ଯବାନଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା।...

ବଦନାମ ହେଉଛି ବର୍ଦ୍ଦି

ଢେଙ୍କାନାଳ ଅଫିସ, ୧୭।୧:  ଜନତାଙ୍କ ବିଶ୍ୱାସଭାଜନ ହେବାକୁ ଆରମ୍ଭ ହୋଇଛି ‘ଆମ ପୋଲିସ’। ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ, ଧୈର୍ଯ୍ୟର ସହ ଅଭିଯୋଗ ଶୁଣିବା, ନ୍ୟାୟ ପ୍ରଦାନ ଦିଗରେ ଯତ୍ନବାନ ହେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ...

୧୩୧ତମ ସ୍ଥାନକୁ ଖସିଲା ଭାରତ

ନୂଆଦିଲ୍ଲୀ, ୧୭।୧୨: ଜାତିସଂଘର ମାନବ ବିକାଶ ସୂଚକାଙ୍କରେ ଭାରତ ଗୋଟିଏ ସ୍ଥାନ ତଳକୁ ଖସି ୧୩୧ରେ ରହିଛି। ମୋଟ ୧୮୯ଟି ଦେଶକୁ ନେଇ ଏହି ସୂଚକାଙ୍କ ପ୍ରସ୍ତୁତ କରାଯାଇଛି। ୨୦୧୮ରେ ଭାରତ ୧୩୦ତମ ସ୍ଥାନରେ ଥିଲା। ଦେଶର ସ୍ବାସ୍ଥ୍ୟ, ଶିକ୍ଷା...

ବୁଝାମଣାରେ ସମାଧାନ ସମ୍ଭବ

ନୂଆଦିଲ୍ଲୀ, ୧୭ା୧୨(ପି.ଟି.): ନୂଆଦିଲ୍ଲୀ, ୧୭।୧୨(ପି.ଟି.):କେନ୍ଦ୍ରର ୩ କୃଷି ଆଇନ ହଟାଇବା ଦାବିରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ୨୧ ଦିନ ବିତିଛି। ଉଭୟ ପକ୍ଷ ନିଜ ନିଜ ଜିଦରେ ଅଟଳ ଥିବାରୁ ଅଚଳାବସ୍ଥା ଦୂର ହୋଇପାରୁ ନାହିଁ। ଇତିମଧ୍ୟରେ ଆନ୍ଦୋଳନରତ ୨୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri