Tag Archives: Home Middle

ଭାରତରେ ମହିଳା ଆତ୍ମଘାତୀ ଆକ୍ରମଣ ପାଇଁ ରୋହିଙ୍ଗ୍ୟା ଜେହାଦୀ ସଂଗଠନର ଷଡ଼ଯନ୍ତ୍ର: ୨ ଲକ୍ଷ ଡଲାର ପାଣ୍ଠି ଯୋଗାଣ

ନୂଆଦିଲ୍ଲୀ,୧୩।୧୨: ଭାରତରେ ମହିଳା ଆତ୍ମଘାତୀ ଆକ୍ରମଣ ପାଇଁ ରୋହିଙ୍ଗ୍ୟା ଜେହାଦୀ ସଂଗଠନ ପକ୍ଷରୁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ଏକ ସତର୍କତା ମୂଳକ ରିପୋର୍ଟ ଜାରି କରାଯାଇଛି। ରୋହିଙ୍ଗ୍ୟା ଜେହାଦୀ ସଂଗଠନକୁ ମାଲେସିଆରେ ବାସ କରୁଥିବା...

ଉଜୁଡ଼ିବ ହାତୀ କରିଡର ବେଲଡୁଙ୍ଗୁରି

ସମ୍ବଲପୁର,୧୩ା୧୨(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅଞ୍ଚଳରେ ଇଡ୍‌କୋ ପକ୍ଷରୁ ୫୦୦ ଏକର ଜମି ଅଧିଗ୍ରହଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଜମିରେ ଏକ କମ୍ପାନୀ ସୋଲାର ପ୍ରକଳ୍ପ କରିବାକୁ ଯୋଜନା କରିଥିବା ଜଣାପଡିଛି। ଏହା ଦ୍ୱାରା ହାତୀ...

ଅନ୍ନଦାତାଙ୍କ ଆନ୍ଦୋଳନରେ ଖଲିସ୍ତାନୀ ପତାକା ପ୍ରଦର୍ଶନ ପାଇଁ ଷଡ଼ଯନ୍ତ୍ର: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୧୩।୧୨: କୃଷି ଆଇନକୁ ନେଇ ଦେଶରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଇତିମଧ୍ୟରେ ଆନ୍ଦୋଳନ ୧୮ ଦିନରେ ପହଞ୍ଚିଛି। ଉଗ୍ରବାଦୀ ସଂଗଠନ ଶିଖ୍‌ ଫର୍‌ ଜଷ୍ଟିସ୍‌ ପକ୍ଷରୁ ଆନ୍ଦୋଳନ ସମୟରେ ଖଲିସ୍ତାନୀ ପତାକା ପ୍ରଦର୍ଶନ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ...

ଚିତ୍ରକୋଣ୍ଡାରେ ଫୁଟିଲା ଗୁଳି: ଟଳିଲେ ୨ ମାଓବାଦୀ

ମାଲକାନଗିରି/ଚିତ୍ରକୋଣ୍ଡା,୧୩।୧୨(ଡି.ଏନ୍‌.ଏ):ପୁଣି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଫୁଟିଲା ଗୁଳି। ସିଙ୍ଗାରାମଠାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟି ରବିବାର ଦୁଇ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଦୁଇ ମାଓବାଦୀଙ୍କ ମଧ୍ୟରୁ ଜଣେ ଦୁର୍ଦ୍ଦାନ୍ତ ତଥା ଏରିଆ କମିଟି...

ଆର୍ଥିକ ସ୍ଥିତିରେ ସୁଧାର ଆସୁଛି: ମୋଦି

ନୂଆଦିଲ୍ଲୀ: ଭାରତୀୟ ଅର୍ଥ ବ୍ୟବସ୍ଥାରେ ଏବେ ସୁଧାର ପରିଲକ୍ଷିତ ହେଉଛି। ଦେଶରେ ବିଭିନ୍ନ କ୍ଷେତ୍ର ଉତ୍ସାହଜନକ ସ୍ଥିତିକୁ ଫେରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି। ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି(ଫିକି) ୯୩ତମ ଭର୍ଚୁଆଲ...

ସଂସଦ ଭବନ ଆକ୍ରମଣକୁ ପୂରିଲା ୧୯ ବର୍ଷ; ମାଷ୍ଟରମାଇଣ୍ଡ ଆଝାର ପାକିସ୍ତାନରେ

ନୂଆଦିଲ୍ଲୀ,୧୩।୧୨: ସଂସଦ ଭବନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ରବିବାର ୧୯ ବର୍ଷ ପୂରିଛି । ୨୦୦୧ ଡିସେମ୍ବର ୧୩ ପୂର୍ବାହ୍ନ ୧୧ଟା ୨୮ରେ ୫ ଜୈଶ୍‌-ଇ-ମହମ୍ମଦ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀ ପାର୍ଲାମେଣ୍ଟ ପରିସରରେ ଦୀର୍ଘ ୪୫ ମିନିଟ୍‌ ଧରି...

୨୩ରୁ ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ, ୧୨।୧୨: କରୋନା ଯୋଗୁ ପ୍ରାୟ ୯ମାସ ଧରି ବନ୍ଦ ରହିଥିବା ଶ୍ରୀମନ୍ଦିର ଏବେ ଖୋଲିବାକୁ ଯାଉଛି। ଏନେଇ ଶନିବାର ମନ୍ଦିର ପ୍ରଶାସନ ଏବଂ ଛତିଶା ନିଯୋଗ ପକ୍ଷରୁ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ଖୋଲିବାକୁ ଛତିଶା...

ରାଜ୍ୟରେ ସୁସ୍ଥ ହେଲେ ୪୦୫ କରୋନା ଆକ୍ରାନ୍ତ: ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୨ ା୧୨(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୫୨, ଅନୁଗୋଳରୁ ୩୪, କଟକରୁ ୨୯, ବଲାଙ୍ଗୀରରୁ ୨୭, ବରଗଡ଼ରୁ ୨୩, ଯାଜପୁରରୁ ୨୧,...

ଖୋଲିବ ଶ୍ରୀମନ୍ଦିର: କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦେଖାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ବାହାର ଭକ୍ତ

ପୁରୀ ଅଫିସ,୧୨।୧୨: ଖୋଲିବ ଶ୍ରୀମନ୍ଦିର। ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। ଏନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଶନିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି। ଏନେଇ ୨ ଦିନ ମଧ୍ୟରେ ରାଜ୍ୟ ସରକାରଙ୍କୁ ସୁପାରିସ...

ଏଲ୍‌ଏସିରେ ଚାଇନାର ଷଡ଼ଯନ୍ତ୍ର: ସୈନ୍ୟଙ୍କୁ ପିନ୍ଧିବାକୁ ଦେଉଛି ‘ଆଇରନ୍‌ ମ୍ୟାନ୍‌ ସୁଟ୍‌’

ଲଦାଖ,୧୨।୧୨: ପୂର୍ବ ଲଦାଖର ଏଲ୍‌ଏସିରେ ଚାଇନା ଲଗାତାର ଉତ୍ତେଜନା ସୃଷ୍ଟି କରିବା ଉଦ୍ୟମ କରୁଛି। ଏବେ ପ୍ରକାଶ ପାଇଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଚାଇନା ଏଲ୍‌ଏସିରେ ମୁତୟନ କରାଯାଇଥିବା ସୈନ୍ୟଙ୍କୁ ‘ଆଇରନ୍‌ ମ୍ୟାନ୍‌ ଏକ୍ସୋସ୍କେଲିଟନ୍‌ ସୁଟ୍‌’ ପିନ୍ଧିବାକୁ...

ରାସ୍ତାରେ ଜମି ରହିଛି ୯ ଇଞ୍ଚର ବରଫ: ୨୭୦ କିମି ଦୀର୍ଘ ଜାତୀୟ ରାଜପଥ ବନ୍ଦ

ଶ୍ରୀନଗର,୧୨।୧୨: ପ୍ରବଳ ତୁଷାରପାତ ଯୋଗୁ ଜମ୍ମୁ-କଶ୍ମୀରରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଗତ ରାତିରୁ ଏଠାରେ ତୁଷାରପାତ ଜାରି ରହିଛି। ଏହାଯୋଗୁ ଡୋଡା ଜିଲାର କାଷ୍ଟିଗଡ଼ ଅଞ୍ଚଳର ଗୁରମୁଲ ଗାଁରେ ଭୂସ୍ଖଳନ ହୋଇଛି। ୮ ପରିବାରଙ୍କୁ ଉଦ୍ଧାରକାରୀ ଦଳ ସୁରକ୍ଷିତ...

୨୦୨୦ ବର୍ଷରେ ହୋଇଛି ବହୁ ପରିବର୍ତ୍ତନ, ବିଗିଡ଼ିଥିବା ସ୍ଥିତି ପୁଣି ହେଉଛି ସ୍ବାଭାବିକ : ମୋଦି

ନୂଆଦିଲ୍ଲୀ,୧୨।୧୨: ଚଳିତ ୨୦୨୦ ବର୍ଷରେ ଭାରତ ସମେତ ସମଗ୍ର ପୃଥିବୀରେ ବହୁ ପରିବର୍ତ୍ତନ ହୋଇଛି। ୨୦-୨୦(ଟୋଣ୍ଟି-ଟୋଣ୍ଟି) କ୍ରିକେଟ ମ୍ୟାଚ୍‌ ଠାରୁ ଏହି ବର୍ଷ ଅଧିକ ତୀବ୍ର ବେଗରେ ଅନେକ କ୍ଷେତ୍ରରେ ଅଦଳବଦଳ ଦୃଷ୍ଟି ଗୋଚର ହୋଇଛି। କରୋନା ମହାମାରୀ ସଂକ୍ରମଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri