Tag Archives: Home Middle

୯୦ ବର୍ଷୀୟା ବୃଦ୍ଧା ନେଲେ ବିଶ୍ୱର ପ୍ରଥମ ଫାଇଜର ଟିକା

ଲଣ୍ଡନ,୮।୧୨- ଜଣେ ୯୦ ବର୍ଷୀୟା ବୃଦ୍ଧା ମାର୍ଗେରେଟ କିନାନ ମଙ୍ଗଳବାର ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ ଫାଇଜର କୋଭିଡ୍‌-୧୯ ଟିକା ନେଇଛନ୍ତି। ଆସନ୍ତା ସପ୍ତାହରେ ୯୧ ବର୍ଷରେ ପାଦ ଦେବାକୁ ଯାଉଥିବା କିନାନଙ୍କୁ କଭେଣ୍ଟ୍ରିର ଲୋକାଲ ମେଡିକାଲରେ ଟିକା ଦିଆଯାଇଛି।...

ତୁର୍କୀର ଷଡ଼ଯନ୍ତ୍ର: କଶ୍ମୀରକୁ ପଠାଇବ ଆତଙ୍କବାଦୀ

ଆଙ୍କାରା,୮।୧୨: ଭାରତରେ ଅଶାନ୍ତି ସୃଷ୍ଟି କରିବା ଲାଗି ପାକିସ୍ତାନ ଏବେ ତୁର୍କୀ ସହିତ ହାତ ମିଳାଇଛି। କଶ୍ମୀରକୁ ଆତଙ୍କବାଦୀ ପଠାଇବା ଲାଗି ତୁର୍କୀ ପାକିସ୍ତାନ ସହିତ ମିଶି ଷଡ଼ଯନ୍ତ୍ର ରଚିଥିବା କୁହାଯାଉଛି। ସିରିଆର ଆତଙ୍କବାଦୀ ସଂଗଠନକୁ ଏଥିରେ ସାମିଲ କରାଯାଇଛି।...

ଥରକରେ ୧୦୦ ଜଣଙ୍କୁ ଦିଆଯିବ କରୋନା ଟିକା: ଜଣଙ୍କ ପାଇଁ ଅଧାଘଣ୍ଟା

ନୂଆଦିଲ୍ଲୀ,୮।୧୨: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଖୁବ୍‌ ଶୀଘ୍ର ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ଜରୁରିକାଳୀନ ସ୍ଥିତିରେ ଭାରତରେ କରୋନା ଟିକା ଦିଆଯିବା ଲାଗି ଫାଇଜର ଏବଂ ସିରମ୍‌ ଇନଷ୍ଟିଚ୍ୟୁଟ ପକ୍ଷରୁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌...

ଏଲ୍‌ଏସିର ୬-୭ ଅଞ୍ଚଳରେ କବ୍‌ଜା: ସେନାକୁ ନିର୍ଦ୍ଦେଶ ଦେଇଥିଲେ ସରକାର

ନୂଆଦିଲ୍ଲୀ,୮।୧୨: ପୂର୍ବ ଲଦାଖରେ ଭାରତ ଚାଇନା ସୀମାରେ ବାସ୍ତବିକ ନିୟନ୍ତ୍ରଣ ରେଖା(ଏଲଏସି)ରେ ଲଗାତାର ଉତ୍ତେଜନା ବଢୁଥିବାବେଳେ ଏହାକୁ ଦୃଷ୍ଟିରେ ରଖି ଭାରତୀୟ ସେନାଙ୍କ ପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ନିଦ୍ଦେର୍ଶ ମେ’ ମାସରେ ଜାରି କରାଯାଇଥିଲା। ନିର୍ଦ୍ଦେଶରେ ଭାରତ ସରକାର...

ଚକ-ଅଖ ଜାମ୍‌: ୧୯୮୮ର ପୁନରାବୃତ୍ତି, ମୋଦି ସରକାରଙ୍କ ପାଇଁ ଚେତାବନୀ

ନୂଆଦିଲ୍ଲୀ,୮।୧୨: କୃଷି ଆଇନକୁ ନେଇ ମଙ୍ଗଳବାର ଦେଶବ୍ୟାପୀ ଅନ୍ନଦାତାଙ୍କ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରାରେ ଚକ-ଅଖ ଜାମ୍‌ ହୋଇ ଯାଇଛି। ପ୍ରଦର୍ଶନକାରୀ ଚାଷୀମାନେ ବହୁ ସ୍ଥାନରେ ରେଳ ରୋକ କରିଛନ୍ତି। ବିଭିନ୍ନ ଜାତୀୟ ରାଜପଥରେ ବସି ରହି ସେମାନେ...

ଭାରତ ବନ୍ଦ: ହକ୍‌ ପାଇଁ ଗର୍ଜୁଛନ୍ତି ଚାଷୀ

ନୂଆଦିଲ୍ଲୀ,୮।୧୨: ନୂଆ କୃଷି ଆଇନ ବିରୋଧରେ ବିଭିନ୍ନ ଚାଷୀ ସଂଗଠନ ଆଜି ‘ଭାରତ ବନ୍ଦ’ ଡାକରା ଦେଇଛନ୍ତି। ଏହି ଅବସରରେ ସକାଳୁ ଦେଶର ବିଭିନ୍ନ ସ୍ଥାନରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଲକ୍ଷ ଲକ୍ଷ ଚାଷୀ। ଟ୍ରେନ୍‌ ରୋକିବା ସହ ଗାଡିମଟର ଯିବା...

ଆସନ୍ତାକାଲି ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର,୭।୧୨(ବ୍ୟୁରୋ)-ବିଭିନ୍ନ କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ନଜରରେ ରଖି ରାଜ୍ୟ ସରକାର ମଙ୍ଗଳବାର ସମସ୍ତ ସରକାରୀ ଅଫିସ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ବନ୍ଦ ସମୟରେ ଅନ୍ୟ ଅତ୍ୟାବଶ୍ୟକୀୟ ଜରୁରୀ ସରକାରୀ...

ଜାନୁଆରୀ ୨କୁ ଘୁଞ୍ଚିଲା OCS ମେନ୍‌ ପରୀକ୍ଷା

ଭୁବନେଶ୍ୱର,୭।୧୨(ବ୍ୟୁରୋ)-ଆସନ୍ତାକାଲି ହେବାକୁ ଥିବା ଓଡିଶା ପ୍ରଶାସନିକ ସେବା (OCS) ମେନ ପରୀକ୍ଷାକୁ ଜାନୁଆରୀ ୨ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଏ ନେଇ ଓଡିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ସୋମବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତିରେ ଓପିଏସସି ପକ୍ଷରୁ...

୧୧ ଦିନ ପରେ ଆରବ ସାଗରରୁ ମିଳିଲା ନିଖୋଜ ପାଇଲଟଙ୍କ ମୃତଦେହ

ନୂଆଦିଲ୍ଲୀ,୭।୧୨-ନଭେମ୍ବର ୨୬ରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଭାରତୀୟ ନୌସେନାର ଏୟାରକ୍ରାଫ୍ଟ MiG-୨୯kର ପାଇଲଟ କମାଣ୍ଡାଣ୍ଟ ନିଶାନ୍ତ ସିଂହଙ୍କ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ୧୧ଦିନ ସର୍ଚ୍ଚ ଅପରେଶନ ପରେ ଗୋଆ ସମୁଦ୍ର ମୁହାଣରୁ ପ୍ରାୟ ୩୦ କିମି ଦୂର ଆରବ ସାଗରରୁ...

ଉଗ୍ରବାଦୀ ସଂଗଠନକୁ ସହାୟତା ଯୋଗାଉଛି ଚାଇନା: କୁନ୍‌ମିଙ୍ଗ ସହରରୁ ଟ୍ରେନ୍‌ରେ ଆସୁଛି ଅସ୍ତ୍ରଶସ୍ତ୍ର

ନୂଆଦିଲ୍ଲୀ, ୭।୧୨: ଭାରତ ମ୍ୟାନ୍‌ମାର ସୀମାରେ ଚାଇନା ଜାଣିଶୁଣି ଉଗ୍ରବାଦୀ କାର୍ଯ୍ୟ କଳାକଳାପକୁ ପ୍ରୋତ୍ସାହିତ କରୁଛି। ଏଠାରେ ସକ୍ରିୟ ଥିବା ଉଗ୍ରବାଦୀ ସଂଗଠନକୁ ଚାଇନା ଆବଶ୍ୟକ ସହାୟତା ଯୋଗାଇଦେବା ସହିତ ସୀମାପାର ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ କରୁଥିବା ଭାରତୀୟ ଗୋଇନ୍ଦା...

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌: ଆଜି ୩୬୮ ପଜିଟିଭ୍‌ ଚିହ୍ନଟ, ୭ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୫୬୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ...

ନୂଆ ସଂସଦ ଭବନ ନିର୍ମାଣରେ ବାଧା: ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ କାମକୁ ଅଟକାଇଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୭।୧୨: ନୂଆ ସଂସଦ ଭବନ ନିର୍ମାଣରେ ଏବେ ବାଧା ସୃଷ୍ଟି ହୋଇଛି। ସୁପ୍ରିମ୍‌କୋର୍ଟ ପକ୍ଷରୁ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ କାମ ଉପରେ ସୋମବାର ରୋକ ଲଗାଯାଇଛି। ସୁପ୍ରିମ୍‌କୋର୍ଟ କହିଛନ୍ତି ଯେ, ହୁଏଥ ଏଠାରେ ଶିଳାନ୍ୟାସ କରାଯିବା ସହିତ ଅନ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri