Tag Archives: Home Middle

ଇସ୍ରାଏଲ ଉପରେ ୪୦୦ ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କଲା ଇରାନ

ନୂଆଦିଲ୍ଲୀ,୧ା୧୦: ମଧ୍ୟପ୍ରାଚ୍ୟର ବଢୁଥିବା ଉତ୍ତେଜନା ମଧ୍ୟରେ ଇରାନ ଇସ୍ରାଏଲ ଉପରେ ୪୦୦ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କରିଛି। କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାରା ଦେଶରେ ସାଇରନ୍ ବାଜୁଥିବା ବେଳେ ବ୍ୟାପକ ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଥିଲା ​​ବୋଲି ଇସ୍ରାଏଲ୍ ସୈନ୍ୟବାହିନୀ...

ଇସ୍ରାଏଲର ଜାଫାରେ ଆଖିବୁଜା ଗୁଳିମାଡ଼: ଅନେକ ଆହତ

ନୂଆଦିଲ୍ଲୀ,୧ା୧୦: ଇସ୍ରାଏଲର ରାଜଧାନୀ ତେଲ ଆଭିବ ନିକଟ ଜାଫାରେ ଆଖିବୁଜା ଗୁଳି ବିନିମୟ ଘଟଣା ସାମ୍ନାକୁ ଆସିଛି। ଏହି ଆକ୍ରମଣରେ ୭ ଜଣ ଆହତ ହୋଇଥିବା କୁହାଯାଉଛି। ଗୁଳିର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି ଯେଉଁଥିରେ ଗୋଟିଏ ପରେ ଗୋଟିଏ...

ବ୍ଲାକଲିଷ୍ଟ ସଂସ୍ଥାକୁ ଦିଆଯାଇଛି ଆର୍‌ଆଇ, ଅମିନ ପରୀକ୍ଷା ଦାୟିତ୍ୱ: ଆଇଟି ମନ୍ତ୍ରୀ ଦେଲେ ବଡ଼ ମନ୍ତବ୍ୟ

ଭୁବନେଶ୍ୱର,୧ା୧୦: ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌ ସୁପର ଭାଇଜର, ଅମିନ ପରୀକ୍ଷାରେ ଅନିୟମିତତା ହେଉଥିବା ଅଭିଯୋଗ ମଧ୍ୟରେ ବଡ ବୟାନ ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମନ୍ତ୍ରୀ କହିଛନ୍ତି ଯେ, ”ବ୍ଲାକଲିଷ୍ଟ...

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌

କଟକ,୧।୧୦: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି।...

ରାଜନୈତିକ ରୁଟି ସେକିବାକୁ ନବୀନଙ୍କ ସାମ୍ପ୍ରଦାୟିକ ବୟାନବାଜି, କାହିଁକି ଏମିତି କହିଲେ ଏହି ଭାଜପା ନେତା

ଭୁବନେଶ୍ୱର,୧ା୧୦: ନବୀନଙ୍କ ମନ୍ତବ୍ୟ ଉପରେ କଡ଼ା ଜବାବ ଦେଇଛି ଭାଜପା। ଦଳ କହିଛି, ନବୀନଙ୍କ ବକ୍ତବ୍ୟରୁ ଜଣାପଡୁଛି ସେ ନିଜେ ଓଡ଼ିଶାରେ ଅଶାନ୍ତି କରିବାକୁ ଚାହୁଁଛନ୍ତି। ‘ଏକ୍ସ’ ଜରିଆରେ ଭାଜପା ପକ୍ଷରୁ ମୁଖପାତ୍ର ଅନିଲ ବିଶ୍ବାଳ ପ୍ରତିକ୍ରିୟା ଦେଇଛନ୍ତି। ‘ଏକ୍ସ’...

ଏକ ନମ୍ବର ପଛରେ

ଏକ ନମ୍ବରରେ ରହିବା ପାଇଁ ଏବେ ଚାରିଆଡ଼େ କସରତ ହେଉଛି। ପୂର୍ବରୁ ଭାବୁଥିଲୁ ଯେ, ଶ୍ରେଣୀରେ ପ୍ରଥମ ସ୍ଥାନ ହାସଲ କରିବାକୁ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ସବୁକିଛି ଉଦ୍ୟମ କରିଦଅନ୍ତି। ଦରକାର ପଡ଼ିଲେ ପିଲାଙ୍କୁ କପି କରିବା ପାଇଁ ମଧ୍ୟ ଉସୁକାଇଥାଆନ୍ତି।...

ସିରିଆକୁ ଲକ୍ଷାଧିକ ବିସ୍ଥାପିତଙ୍କ ପଳାୟନ

ବେରୁଟ୍‌/ଜେରୁଜେଲମ୍‌,୧।୧୦: ଇସ୍ରାଏଲ୍‌ର ହେଜ୍‌ବୋଲ୍ଲା ଦମନ ଅଭିଯାନ ‘ଅପରେଶନ୍‌ ନ୍ୟୁ ଅର୍ଡର’ ଲେବାନନ୍‌କୁ ଧ୍ୱସ୍ତବିଧ୍ୱସ୍ତ କରିଦେଇଛି। ଆକାଶମାର୍ଗରୁ ଘନ ଘନ ରକେଟ ମାଡ଼ ଯୋଗୁ ବହୁ ଲୋକଙ୍କ ଘରଦ୍ୱାର ଭାଙ୍ଗିଯାଇଛି। ଲୋକେ ପ୍ରାଣ ବିକଳରେ ପଡ଼ୋଶୀ ସିରିଆକୁ ପଳାୟନ କରିବାରେ ଲାଗିଛନ୍ତି। ବର୍ତ୍ତମାନ...

ଶେଷ ପର୍ଯ୍ୟାୟରେ ଜମ୍ମୁ-କଶ୍ମୀରର ୪୦ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ଶ୍ରୀନଗର,୧।୧୦: ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନର ତୃତୀୟ ତଥା ଶେଷ ପର୍ଯ୍ୟାୟ ପାଇଁ ମଙ୍ଗଳବାର ସକାଳୁ ମତଦାନ ଚାଲିଛି। ସକାଳ ୭ ଟାରୁ ସା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏହି ପର୍ଯ୍ୟାୟରେ ସମୁଦାୟ ୪୦ ଟି ବିଧାନସଭା ଆସନ...

ଝାଡ଼ଖଣ୍ଡରେ ବିଶାଳ ଜନସଭାକୁ ସମ୍ବୋଧନ କରି ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ

ଜଗନ୍ନାଥପୁର/ଭୁବନେଶ୍ୱର,୩୦।୯: ଆଗକୁ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନୀ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯାଇଛନ୍ତି। ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର...

ଦୁନିଆରେ ଆତଙ୍କବାଦଙ୍କ ପାଇଁ କୌଣସି ସ୍ଥାନ ନାହିଁ: ହେଜ୍‌ବୋଲ୍ଲା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ନେତାନ୍ୟାହୁଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନରେ କଥା ହୋଇଛନ୍ତି। ନେତାନ୍ୟାହୁଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ବାର୍ତ୍ତାଳାପ ଏପରି ଏକ ସମୟରେ ହୋଇଛି, ଯେତେବେଳେ ଲେବାନନରେ ହେଜ୍‌ବୋଲ୍ଲା ଏବଂ ୟେମନରେ ହୁତି...

ସାଇବର କାଫେରେ OSSSC ପରୀକ୍ଷା !

ଭୁବନେଶ୍ୱର,୩୦।୯: ରାଜ୍ୟରେ ସରକାରୀ ଚାକିରି କରାଇଦେବାକୁ ଅନେକ ଦଲାଲ ମାତିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଏକ ସାଇବର କାଫେରେ ଗ୍ରୁପ୍-ସି ଚାକିରି ପାଇଁ ପରୀକ୍ଷା କରାଯାଉଥିବା ଅଭିଯୋଗ ହୋଇଛି। ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍‌ଆଇ, ଏଆର୍‌ଆଇ,...

ଐତିହାସିକ ରେକର୍ଡ କଲେ ବିରାଟ କୋହଲି: ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ କ୍ରିକେଟର୍‌

ନୂଆଦିଲ୍ଳୀ,୩୦।୯: ଅନ୍ତର୍ଜାତୀୟ କ୍ରିକେଟରେ ୨୭,୦୦୦ ରନ ସ୍କୋର କରିବାରେ ବିରାଟ କୋହଲି ବିଶ୍ୱର ଚତୁର୍ଥ କ୍ରିକେଟର ହୋଇଛନ୍ତି। ବାଂଲାଦେଶ ବିପକ୍ଷ କାନପୁର ଟେଷ୍ଟ ମ୍ୟାଚରେ ସେ ଏହି ସଫଳତା ହାସଲ କରିଛନ୍ତି। ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri