Tag Archives: Home Middle

ଉତ୍ତରାଖଣ୍ଡ ଜଙ୍ଗଲ ନିଆଁ ମାମଲା ପହଞ୍ଚିଲା ସୁପ୍ରିମକୋର୍ଟ, ସିଜେଆଇ କହିଲେ ଇମଲେ କର

ନୂଆଦିଲ୍ଲୀ,୨୯।୪: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲିଭାଇବା ପାଇଁ ଅପରେସନ ଚାଲିଛି। ସେପଟେ ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି ଏବଂ ଏହାର ଶୀଘ୍ର ଶୁଣାଣି ପାଇଁ ଦାବି କରାଯାଇଛି। ଆବେଦନକାରୀ...

କାହିଁକି ଭାଜପାକୁ ଓଡ଼ିଶାରେ ଦରକାର ଗୋଟିଏ ସୁଯୋଗ? କାରଣ ବାହାର କରି ବୁଝାଇଲେ ମୋଦି

ନୂଆଦିଲ୍ଲୀ,୨୯।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଘରୋଇ ଟେଲିଭିଜନକୁ ଏକ ସ୍ବତନ୍ତ୍ର ସାକ୍ଷାତକାର ଦେଇଛନ୍ତି। ଦିଆଯାଇଥିବା ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଓଡ଼ିଶାରେ ଭାଜପାକୁ ସୁଯୋଗ ମିଳିବା ଉଚିତ। ଏହି...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬, ମାଲକାନଗିରି ଓ କେନ୍ଦୁଝରରେ ୩୫, ଭବାନୀପାଟଣାରେ ୩୪.୪, ଭୁବନେଶ୍ୱରରେ ୩୩.୮, ଜଗତସିଂହପୁରରେ ୩୩.୪,...

ଗାଜା ଯୁଦ୍ଧରେ ଲାଗିବ ବ୍ରେକ୍‌!

ଜେରୁଜେଲମ୍‌,୨୯ା୪: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ବୋଲି ହ୍ବାଇଟ୍‌ ହାଉସ୍‌ କହିଛି। ଇସ୍ରାଏଲ ଏବଂ ହମାସ ଉପରେ ଏକ ଚୁକ୍ତି ହେବା ପାଇଁ ଚାପ ବଢ଼ୁଛି।...

ବଢ଼ିବ ଝିଅମାନଙ୍କ ବିବାହ ବୟସ

ଇସଲାମାବାଦ,୨୯ା୪: ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ବଢ଼ିବ। ଏନେଇ ପାକିସ୍ତାନର ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ ପ୍ରସ୍ତାବ ଦେଇଛି। ପାକିସ୍ତାନରେ ଝିଅମାନେ ଖୁବ୍‌ କମ୍‌ ବୟସରେ ବିବାହ କରନ୍ତି। ଏକ ରିପୋର୍ଟ ଅନୁଯାୟୀ, ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ(ସିପିଡବ୍ଲ୍ୟୁବି) ପଞ୍ଜାବ...

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିବ।...

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ଏନ୍‌ଡିଏ ପ୍ରାର୍ଥୀ ରେଭନ୍ନା କେତେଜଣ ମହିଳାଙ୍କ ସହ ଆପତ୍ତିଜନକ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା ପ୍ରାର୍ଥୀଙ୍କ ମଧ୍ୟରୁ ୨ଟି ଆସନରେ ପ୍ରାର୍ଥୀ ବଦଳାଇଛି। ବାରିପଦା ଏବଂ ଖଣ୍ଡପଡା ଆସନରେ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ ଭିତରେ ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରତିଦିନ ଘନଘନ ରାଲି କରୁଛନ୍ତି ଏବଂ ବିଭିନ୍ନ ଗଣମାଧ୍ୟମକୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। କଟକରୁ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦୋସ, ଜଗତସିଂହପୁରରୁ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୋଦିଙ୍କ ବିକାଶ ପହଞ୍ଚାଇବାକୁ ଏଠାରେ ଭାଜପା ସରକାର...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ ଦିଆଯାଉଛି, ତେଣୁ ସତର୍କ ହୋଇଯାନ୍ତୁ। ଓଡ଼ିଶାରେ ଓଡ଼ିଆଙ୍କ ନେତୃତ୍ୱ ପାଇଁ କ’ଣ କେହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri