Tag Archives: Home Middle

ବ୍ରହ୍ମପୁତ୍ରରେ ଡ୍ୟାମ୍‌ ଲାଗି ଭାରତର ଯୋଜନା

ନୂଆଦିଲ୍ଲୀ, ୨।୧୨(ପି.ଟି.): ବ୍ରହ୍ମପୁତ୍ର ନଦୀରେ ଚାଇନା ପକ୍ଷରୁ ଡ୍ୟାମ୍‌ କରାଯିବା ଲାଗି ଯୋଜନା ଚାଲିଥିବାବେଳେ ଭାରତ ପକ୍ଷରୁ ମଧ୍ୟ ଏକ ଡ୍ୟାମ୍‌ ନିର୍ମାଣ କରାଯିବ ବୋଲି ଅଧିକାରୀଙ୍କ ସୂତ୍ରରୁ ଜଣାପଡ଼ିଛି। ଅରୁଣାଚଳ ପ୍ରଦେଶରେ ଭାରତ ୧୦ ଗିଗାଓ୍ବାଟ୍‌ ହାଇଡ୍ରୋପାଓ୍ବାର ପ୍ରକଳ୍ପ...

ପଛଘୁଞ୍ଚା ନାହିଁ କୃଷକ ଜାତକେ

ନୂଆଦିଲ୍ଲୀ,୨ା୧୨: ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଦିଲ୍ଲୀ ଓ ଜାତୀୟ ରାଜଧାନୀ ସୀମାରେ ଆନ୍ଦୋଳନ କରୁଥିବା ଚାଷୀମାନେ ପଛଘୁଞ୍ଚା ଦେବେ ନାହିଁ। କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଆନ୍ଦୋଳନ ପ୍ରତ୍ୟାହାର ପାଇଁ ମଙ୍ଗଳବାର ଚାଷୀ ନେତାମାନଙ୍କୁ ଅନୁରୋଧ...

କୃଷକ-କେନ୍ଦ୍ର ବୈଠକ ନିଷ୍ଫଳ

ନୂଆଦିଲ୍ଲୀ,୨ା୧୨ (ପି.ଟି./ଆଇଏଏନ୍‌ଏସ୍‌): ୩ କୃଷି ଆଇନ ପ୍ରତ୍ୟାହାର ଦାବିରେ ଆନ୍ଦୋଳନରତ ଚାଷୀ ନେତାମାନଙ୍କ ସହ କେନ୍ଦ୍ର ସରକାରଙ୍କ ବୈଠକ ମଙ୍ଗଳବାର ଅମୀମାଂସିତ ରହିଛି। ୩୫ କୃଷକ ସଙ୍ଗଠନର ନେତା ଓ ୩ କେନ୍ଦ୍ରମନ୍ତ୍ରୀଙ୍କ ମଧ୍ୟରେ ନୂଆଦିଲ୍ଲୀର କୃଷିଭବନଠାରେ ଚାଲିଥିବା ଆଲୋଚନାରୁ...

ପୁଣି ନାଗାର୍ଜୁନ ବେଶ ସାମଗ୍ରୀ ଗାଏବ

ପୁରୀ ଅଫିସ,୨ା୧୨: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଚନ୍ଦ୍ର, ସୂର୍ଯ୍ୟ ଗାଏବ ଘଟଣା ପରେ ସୋମବାର ଜଣେ ସେବାୟତ କିଛି ବେଶ ସାମଗ୍ରୀ ନେଉଥିବା ଜଣାପଡ଼ିଥିଲା। ବାଘଛାଲ ଓ ଦୁଇଟି ଓଳମାଳ ଗାଏବ ହେବା ନେଇ ଆଲୋଚନା ଚାଲିଥିବାବେଳେ ମଙ୍ଗଳବାର...

ସ୍ପଷ୍ଟ କଲେ ସରକାର: ସମସ୍ତ ଦେଶବାସୀଙ୍କୁ ଦିଆଯିବ ନାହିଁ କରୋନା ଟିକା

ନୂଆଦିଲ୍ଲୀ,୧।୧୨: ସମଗ୍ର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୪୬,୨୮,୦୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୩୭୬୨୧ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏପରିସ୍ଥଳେ କୋଭିଡ୍‌ ଟିକା କାହାକୁ ଦିଆଯିବ ଅବା ନାହିଁ ସେ ନେଇ ବିଭିନ୍ନ ମନ୍ତବ୍ୟ ପ୍ରକାଶ ପାଉଥିଲା। ଏପରିକି ଭାରତର...

ରାଜ୍ୟରେ ୪୦୦ ତଳକୁ ଖସିଲା କରୋନା ପଜିଟିଭ୍‌ ସଂଖ୍ୟା , ୫ ମୃତ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ୍‌ ସଂଖ୍ୟା କମିବାର ଲାଗିଛି। ମଙ୍ଗଳବାର ରାଜ୍ୟରେ ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୯ ଜଣ...

୨୦୨୨ ସୁଦ୍ଧା ପୃଥିବୀର ସମସ୍ତଙ୍କୁ ଦିଆଯିବ କରୋନା ଟିକା: ୨୦୦୦ ହଜାର କାର୍ଗୋ ବିମାନରେ ହେବ ପରିବହନ

ଓ୍ବାଶିଂଟନ,୧।୧୨: ପୃଥିବୀର ସମସ୍ତ ଲୋକଙ୍କୁ ୨୦୨୨ ସୁଦ୍ଧା କରୋନା ଟିକା ଦିଆଯିବ।  ୭ ଶହ କୋଟି ଲୋକଙ୍କ ପାଖରେ ୧୪ ଶହ କୋଟି ଟିକା ପହଞ୍ଚାଇବା ପାଇଁ ବିଭିନ୍ନ ବିମାନ କମ୍ପାନୀଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ଟିକା ପରିବହନ...

ସୀମାରେ ଡିଆର୍‌ଡିଓ ଲ୍ୟାବ୍‌: ଏଲ୍‌ଓସି-ଏଲ୍‌ଏସି ଉପରେ ରହିବ କଡ଼ା ନଜର

ନୂଆଦିଲ୍ଲୀ,୧।୧୨: ସୀମାରେ ଗବେଷଣା ଜାରି ସହିତ ଏଲ୍‌ଓସି-ଏଲ୍‌ଏସି ଉପରେ କଡ଼ା ନଜର ରଖିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏଠାରେ ରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ(ଡିଆର୍‌ଡିଓ )ର ଥିବା ୨ଟି ଲ୍ୟାବ୍‌କୁ...

ଓସିଏ ଆୟୋଜନ କରିବ ଟି-୨୦ ଲିଗ୍‌

ଭୁବନେଶ୍ୱର, ୩୦ା୧୧ (ସ୍ପୋଟର୍‌ସ ବ୍ୟୁରୋ)-କଟକସ୍ଥିତ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) କ୍ଲବ ପରିସରରେ ଏହାର କର୍ମକର୍ତ୍ତା, ଫାଇନାନ୍ସ କମିଟି ଓ ଟୁର୍ନାମେଣ୍ଟ କମିଟି ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା କ୍ରିକେଟର ଭବିଷ୍ୟତ ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା।...

ଇଟାଭାଟିରେ ନାବାଳିକାଙ୍କୁ ବଳାତ୍କାର ପରେ ବିଷ ପିଆଇଦେଲେ

ସଜନାଗଡ଼, ୩୦ା୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା ଏକ ଇଟାଭାଟିରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ବିଷ ପିଆଇ ଦିଆଯିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏନେଇ ନାବାଳିକାଙ୍କ ଦାଦା ନୀଳଗିରି ଥାନାରେ ଏତଲା ଦେଇଛନ୍ତି। ଉକ୍ତ...

ରାଜ୍ୟ ସରକାରଙ୍କ ଡିସେମ୍ବର ଗାଇଡଲାଇନ: ଜାଣନ୍ତୁ କଣ ରହିବ ଖୋଲା, କଣ ପଡିବ ତାଲା

ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-ମହାମାରୀ କରୋନାକୁ ନେଇ ଡିସେମ୍ବର ମାସ ପାଇଁ ରାଜ୍ୟ ସରକାର ସୋମବାର ଗାଇଡଲାଇନ ଜାରି କରିଛନ୍ତି। ଡିସେମ୍ବର ୩୧ ଯାଏ ଏହି ଗାଇଡଲାଇନ ବଳବତ୍ତର ରହିବ। କଣ୍ଟେନମେଣ୍ଟ ଜୋନରେ ଲକ ଡାଉନ ଜାରି କରାଯାଇପାରିବ। ସ୍ଥାନୀୟ ପ୍ରଶାସନ ସତର୍କତାର ସହ...

୩୨ ବର୍ଷ ତଳେ ଅନ୍ନଦାତାଙ୍କ ଆଗରେ ମୁଣ୍ଡ ନୁଆଇଁଥିଲେ ସରକାର: ଏବେ ହେବ କି ଏହାର ପୁନରାବୃତ୍ତି !

ନୂଆଦିଲ୍ଲୀ,୩୦।୧୧: କୃଷି ଆଇନକୁ ନେଇ ଦେଶବ୍ୟାପୀ ଅନ୍ନଦାତାଙ୍କ ପ୍ରଦର୍ଶନ ଜାରି ରହିଛି। ଇତିମଧ୍ୟରେ ପ୍ରଦର୍ଶନକୁ ୫ ଦିନ ବିତିଛି। ଏହା ୩୨ ବର୍ଷ ତଳେ ୧୯୮୮ ଅକ୍ଟୋବର ୨୫ରେ ହୋଇଥିବା ଚାଷୀ ଆନ୍ଦୋଳନକୁ ମନେ ପକାଇ ଦେଇଛି। ୧୪ ରାଜ୍ୟର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri