Tag Archives: Home Middle

ମୋଦିଙ୍କୁ ଘେରିଲେ ସୋନିଆ-ରାହୁଲ-ପ୍ରିୟଙ୍କା: କୃଷି ଆଇନ ବିରୋଧରେ କଂଗ୍ରେସର ସୋସିଆଲ ମିଡ଼ିଆ ଅଭିଯାନ

ନୂଆଦିଲ୍ଲୀ,୩୦।୧୧: କୃଷି ଆଇନକୁ ବିରୋଧ କରି କଂଗ୍ରେସ ପକ୍ଷରୁ ସୋସିଆଲ୍‌ ମିଡ଼ିଆରେ ଏକ ଅଭିଯାନ ସୋମବାରଠାରୁ ଆରମ୍ଭ ହୋଇଛି। ସ୍ପିକ୍‌ ଅପ୍‌ ଫର ଫାର୍ମରର୍ସ ନାମକ ଏହି ଅଭିଯାନରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ କଂଗ୍ରେସ...

ବ୍ରହ୍ମପୁତ୍ର ନଦୀ ଉପରେ ଚାଇନାର ନଦୀ ବନ୍ଧ ଯୋଜନା: ଭାରତ-ବାଂଲାଦେଶ ଉପରେ ପଡ଼ିବ ପ୍ରଭାବ

ବେଜିଂ,୩୦।୧୧: ବ୍ରହ୍ମପୁୁତ୍ର ନଦୀ ଉପରେ ଚାଇନା ବିଶାଳକାୟ ନନ୍ଦୀବନ୍ଧ ନିର୍ମାଣ କରିବାକୁ ଯାଉଛି। ଏସମ୍ପର୍କରେ ଚାଇନାର ସରକାରୀ ଖବର କାଗଜ ଗ୍ଲୋବାଲ ଟାଇମ୍ସ୍‌ରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଲଦାଖରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଏପରିସ୍ଥଳେ...

ସହାୟତା ଡେସ୍କରୁ ମିଳୁନି ସହଯୋଗ

ଅନୁଗୋଳ ଅଫିସ, ୩୦।୧୧: ମେଡିକାଲ ଆସିଥିବା ରୋଗୀଟିଏ ଉପଯୁକ୍ତ ଚିକିତ୍ସା ସେବା ପାଇପାରୁ ନ ଥିବା ଅନେକ ସମୟରେ ଦେଖାଯାଇଥାଏ। ଏପରି କି ବିଭାଗୀୟ ଡାକ୍ତରଙ୍କ ନିକଟରେ ସେ କିପରି ତୁରନ୍ତ ପହଞ୍ଚିପାରିବ ତାହା ମଧ୍ୟ ଜାଣି ନ ଥାଏ। ଏପରି...

ଚାହିଦା ବୃଦ୍ଧିରେ ମିଡିଲ୍‌ ଇଣ୍ଡିଆ

ନୂଆଦିଲ୍ଲୀ: କରୋନା ମହାମାରୀ ଚାପରେ ଭାରତର ଅର୍ଥ ବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସରେ ୭.୫% ଖସିଛି। ଏହା ପ୍ରଥମ ତ୍ରୈମାସରେ ୨୩.୯% ଖସିଥିଲା। ଏଭଳି...

ଚାଷୀଙ୍କ କଥା ଶୁଣନ୍ତୁ ସରକାର, ସେମାନେ ନୁହନ୍ତି ପାକିସ୍ତାନୀ: ଆନ୍ନା ହଜାରେ

ନୂଆଦିଲ୍ଲୀ,୨୯।୧୧: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଦେଶର ଚାଷୀ ସଂଗଠନ ଏକଜୁଟ ହୋଇଛନ୍ତି। ଚାଷୀ ସଂଗଠନକୁ ଏବେ ସମାଜସେବୀ ଆନ୍ନା ହଜାରେ ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ, କୃଷି ଆଇନ୍‌କୁ ନେଇ କେନ୍ଦ୍ର ସରକାର ଏବଂ ଚାଷୀଙ୍କ...

ଶାହାଙ୍କ ପ୍ରସ୍ତାବକୁ ପ୍ରତ୍ୟାଖାନ କଲେ ଚାଷୀ

ନୂଆଦିଲ୍ଲୀ,୨୯।୧୧: କୃଷି ଆଇନକୁ ନେଇ ଦେଶବ୍ୟାପି ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ପ୍ରଦର୍ଶନ ଜାରି ରହିଛି। ନଭେମ୍ବର ୨୬ଠାରୁ ଦିଲ୍ଲୀ-ହରିୟାଣା ସିନ୍ଧୁ ସୀମା ବୁରାଡ଼ିରେ ପ୍ରଦର୍ଶନ କରୁଛନ୍ତି। ଶନିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସେମାନଙ୍କୁ ସିନ୍ଧୁ ସୀମାରୁ ହଟିଯାଇ ବୁରାଡ଼ିର ନିରଙ୍କାରୀ...

ଆଜି ରାଜ୍ୟରେ ୫୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪ ଜଣଙ୍କ ଜୀବନଗଲା

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ତେବେ ଆଜି ୨୧ ଜିଲାରୁ ୫୧୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ରାଜ୍ୟରୁ ୪ ଜଣଙ୍କ ମୃତ୍ୟୁ...

ରାତି ସାରା ମୋର୍ଟାର ଶେଲିଂ ମାଡ଼ କଲା ପାକିସ୍ତାନ

ଶ୍ରୀନଗର,୨୯।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନା ଧରୁନି। ଶନିବାର ରାତ୍ର ୯ଟା ୫୦ରୁ ରବିବାର ଭୋର୍‌ ୪ଟା ୧୫ ପର୍ଯ୍ୟନ୍ତ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ସୀମାକୁ ଲକ୍ଷ୍ୟକରି ଘନ ଘନ ମୋର୍ଟାର ଶେଲିଂ...

କୃଷି ଆଇନ ଚାଷୀଙ୍କୁ ଦେଇଛି ଅଧିକାର: ମୋଦି

ନୂଆଦିଲ୍ଲୀ,୨୯।୧୧: କୃଷି ଆଇନ ଚାଷୀଙ୍କ ହାତମୁଠାକୁ ଟାଣ କରିଛି। ଏହାଦ୍ୱାରା ଚାଷୀଙ୍କ ସମସ୍ୟା ଦୂର ହୋଇଛି। ଚାଷୀଙ୍କ ଅଧିକାର ବୃଦ୍ଧି ପାଇଛି। ୭୧ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏଭି କହିଛନ୍ତି। କରୋନା...

ଥମୁନି ‘ପରୀ’ ତାତି: ବିଧାନସଭାରେ ଭାଜପା ସଦସ୍ୟଙ୍କ ହୋ-ହଲ୍ଲା, ଗୃହ ମୁଲତବୀ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଧାନସଭାରେ ଥମୁନି ପରୀ ତାତି। ରବିବାର ମଧ୍ୟ ଗୃହରେ ଭାଜପା ସଦସ୍ୟଙ୍କ ହୋ-ହଲ୍ଲା ଦେଖିବାକୁ ମିଳିଛି। ଏପରିକି ବାଚସ୍ପତିଙ୍କ ପୋଡିୟମ ଉପରକୁ ସଦସ୍ୟମାନେ ଚଢ଼ିବାକୁ ଉଦ୍ୟମ କରିଛନ୍ତି। ସେମାନେ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ସହ ଘଟଣାର ସିବିଆଇ...

ସୁକମାରେ ଆଇଇଡ଼ି ବିସ୍ଫୋରଣ: ଜଣେ ଯବାନ ଶହୀଦ୍‌, ୧୦ କମାଣ୍ଡୋ ଆହତ

ସୁକମା,୨୯।୧୧: ଛତିଶଗଡ଼ ସୁକମାରେ ମାଓବାଦୀଙ୍କ ଆଇଇଡ଼ି ବିସ୍ଫୋରଣରେ ଜଣେ ସିଆର୍‌ପିଏଫ୍‌ ଯବାନ ଶହୀଦ୍‌ ହୋଇଛନ୍ତି। ଏହି ଘଟଣାରେ ୧୦ କମାଣ୍ଡୋ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୁକମାର ତାଡ଼ମେଟଳା ଅଞ୍ଚଳରେ ୨୦୬...

ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଜେଡିରୁ ବହିଷ୍କୃତ ହେଲେ ଗଞ୍ଜାମ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ। ତାଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି। ଜନ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ବହିଷ୍କାର କରାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri