Tag Archives: Home Middle

ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ

ଭୁବନେଶ୍ୱର,୨୭ ା୧୧(ବ୍ୟୁରୋ)-ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ। ମେଡିକାଲ କଲେଜର ଛାତ୍ରଛାତ୍ରୀଙ୍କ ପାଠପଢା ପାଇଁ କଲେଜ ଖୋଲିବ। ଏ ନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। କରୋନା ଗାଇଡଲାଇନ...

ରାଜ୍ୟରେ ସୁସ୍ଥ ହେଲେ ୯୦୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୭ ା୧୧(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୬୫, କଟକରୁ ୬୩, ମୟୂରଭଞ୍ଜରୁ ୫୬, ସୁନ୍ଦରଗଡରୁ ୫୪, ଝାରସୁଗୁଡାରୁ ୫୧, କେନ୍ଦୁଝରରୁ ୫୧, ବାଲେଶ୍ୱରରୁ...

ପରୀ ହତ୍ୟା ମାମଲାର ହେବ ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ନୟାଗଡ଼ ପରୀ ହତ୍ୟା ମାମଲାରେ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସେ ଏହି ଘୋଷଣା କହିଛନ୍ତି।...

ରାଜ୍ୟରେ ପୁଣି ୫୯୪ କରୋନା ପଜିଟିଭ୍‌ ଚିହ୍ନଟ, ୧୪ ମୃତ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୪୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ...

ଆରୋଗ୍ୟ ହେଲେ ୭୩୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬ ା୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୭୩୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୭୦, ମୟୂରଭଞ୍ଜରୁ ୫୩, ଅନୁଗୋଳରୁ ୪୪, ଜଗତସିଂହପୁରରୁ ୪୦, କଟକରୁ ୩୯, ନବରଙ୍ଗପୁରରୁ ୩୭,...

ପୁରୀରେ ଜାରି ହେଲା ୧୪୪ ଧାରା: ପତିତପାବନ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୬।୧୧: ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ରାତି ୨ଟାରୁ ବେଶ ଓଲାଗି ପର୍ଯ୍ୟନ୍ତ ଏହା ଜାରି ରହିବ। ମରିଚକୋଟ ଛକରୁ ସିଂହଦ୍ୱାର ଓ ମନ୍ଦିର ଚତୁଃପାର୍ଶ୍ୱରେ ଏହି ଧାରା...

ଏକ ଦେଶ ଏକ ନିର୍ବାଚନ ଏବେ ଭାରତର ମୁଖ୍ୟ ଆବଶ୍ୟକତା: ମୋଦି

ନୂଆଦିଲ୍ଲୀ,୨୬।୧୧: ଏକ ଦେଶ ଏକ ନିର୍ବାଚନ ଏବେ ଭାରତର ମୁଖ୍ୟ ଆବଶ୍ୟକତା। ଏହାଦ୍ୱାରା ସମୟ ଏବଂ ଅର୍ଥର ଅପଚୟ ରୋକା ଯାଇପାରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବିଧାନ ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ଏହି ପ୍ରସଙ୍ଗ ଉପରେ...

ରାଜ୍ୟରେ ପୁଣି ୬୪୪ କରୋନା ପଜିଟିଭ୍‌ ଚିହ୍ନଟ, ୧୭ ମୃତ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୬୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୭୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ...

୧୨ ବର୍ଷରେ ମୁମ୍ବାଇ ୨୬/୧୧ ଆକ୍ରମଣ: ମାଷ୍ଟରମାଇଣ୍ଡ୍‌ ହାଫିଜ୍‌-ରାଣା ଏବେ ବି ଅପହଞ୍ଚ

ମୁମ୍ବାଇ,୨୬।୧୧: ମୁମ୍ବାଇରେ ୨୦୦୮ ନଭେମ୍ବର ୨୬ରେ ହୋଇଥିବା ୨୬/୧୧ ଆକ୍ରମଣକୁ ଇତିମଧ୍ୟରେ ୧୨ ବର୍ଷ ପୂରିଛି । ଏଠାରେ ନଭେମ୍ବର ୨୯ ପର୍ଯ୍ୟନ୍ତ ଦୀର୍ଘ ୬୦ ଘଣ୍ଟା ଧରି ମିଳିତ ସର୍ଚ୍ଚ ଅପରେଶନ୍‌ ଜାରି ରହିଥିଲା। ଏହି ସିରିଜ୍‌ ଆକ୍ରମଣରେ...

ଯୁଦ୍ଧ ପାଇଁ ପ୍ରସ୍ତୁତ ରହିବାକୁ ସୈନ୍ୟ ବାହିନୀଙ୍କୁ ପରାମର୍ଶ ଦେଲେ ଶି ଜିନ୍‌ପିଙ୍ଗ୍‌

ବେଜିଂ,୨୬।୧୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜଜନା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ଚାଇନା ସୈନ୍ୟ ବାହିନୀକୁ ବାସ୍ତବିକ ଯୁଦ୍ଧ ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛନ୍ତି। ଜିନ୍‌ପିଙ୍ଗ୍‌ ଏଭଳି ମନ୍ତବ୍ୟ ନେଇ ଏବେ...

ଦେଶରେ ଚାଷୀ ତାତି: ଡ୍ରୋନ୍‌ରୁ ତୀକ୍ଷ୍‌ଣ ନଜର

ନୂଆଦିଲ୍ଲୀ,୨୬।୧୧: କୃଷି ଆଇନ୍‌ କୁ ନେଇ ଦେଶବ୍ୟାପି ଗୁରୁବାର ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ବହୁ ଅଞ୍ଚଳରେ ରାସ୍ତା ରୋକୋ କରାଯାଇଛି। କୋଲକାତା ଯାଦବପୁରରେ ଚାଷୀମାନେ ରେଳ ଲାଇନରେ ବସି ଟ୍ରେନ୍‌ ରୋକୋ କରିଛନ୍ତି।...

ଆଦର୍ଶ ରେଣ୍ଟାଲ ଆଇନ ଆଣିବେ ସରକାର

ନୂଆଦିଲ୍ଲୀ: ସରକାର ଆଗାମୀ ଦିନରେ ଏକ ରେଣ୍ଟାଲ ବା ଭଡା ସଂକ୍ରାନ୍ତ ଆଇନ ଆଣିବାକୁ ଯୋଜନା ରଖିଛନ୍ତି। ଆବାସ ଏବଂ ସହରୀ ବ୍ୟାପାର ସଚିବ ଦୁର୍ଗା ଶଙ୍କର ମିଶ୍ର ଗୁରୁବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏହି ଅବସରରେ ସୂଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri