Tag Archives: Home Middle

ଅଳିଆ ବୋଝରେ ଆଦର୍ଶ ସହର

ଢେଙ୍କାନାଳ ଅଫିସ, ୨୬।୧୧: ଗଳିକନ୍ଦିରେ କୁଢ଼କୁଢ଼ ଆବର୍ଜନା। ଡଷ୍ଟବିନ୍‌ ଭର୍ତ୍ତି ହୋଇ ତଳେ ପଡୁଛି। ଦୁର୍ଗନ୍ଧରେ ନାକ ଫାଟୁଛି। ଦୁର୍ଗନ୍ଧମୟ ପରିବେଶ ସୌନ୍ଦର୍ଯ୍ୟ ବିଗାଡୁଛି। ଅଳିଆ ବୋଝରୁ ଆଦର୍ଶ ସହର ଢେଙ୍କାନାଳ ମୁଣ୍ଡ ଟେକି ପାରୁ ନ ଥିବାବେଳେ ପୌରସଂସ୍ଥାର ପରିମଳ...

ଆଖି ବୁଜିଲା କାଳିଆ

କଟକ/ଭୁବନେଶ୍ୱର, ୨୫।୧୧(ବ୍ୟୁରୋ)- ଶେଷରେ ଯୋଡ଼ା ମୁଣ୍ଡ ଶିଶୁ କାଳିଆ ଭାଇ ଜଗାକୁ ଛାଡି ଚାଲିଗଲା। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ମିଲୁପଡ଼ା ଗ୍ରାମର ଯୋଡ଼ାମୁଣ୍ଡ ଶିଶୁ କାଳିଆର ବୁଧବାର ମୃତ୍ୟୁ ଘଟିଛି। କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ(ଏସ୍ସିବି) ମେଡିକାଲ ଓ...

ଡିସେମ୍ବର ପାଇଁ ଆସିଲା ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ରହିବ ବନ୍ଦ

ନୂଆଦିଲ୍ଲୀ: ଡିସେମ୍ବର ପାଇଁ ଗୃହ ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଗାଇଡ୍‌ଲାଇନ ଜାରି କରାଯାଇଛି। କରୋନା ମୁକାବିଲା ପାଇଁ ସୁରକ୍ଷା ଉପରେ ଗାଇଡ୍‌ଲାଇନରେ ଗୁରୁତ୍ୱ ଦିଆଯାଇଛି। କଣ୍ଟେନମେଣ୍ଟ ଗାଇଡ୍‌ଲାଇନକୁ କଡ଼ାକଡ଼ି ମାନିବାକୁ ପରାମର୍ଶ ଦିଆଯାଇଛି। କଣ୍ଟେନମେଣ୍ଟ ଜୋନ୍‌ରେ କେବଳ ଅତି ଜରୁରୀ...

୧୭ ବର୍ଷରେ ଅସ୍ତ୍ରବିରତି: ପ୍ରତିଦିନ ୨ ଥର ଉଲ୍ଲଂଘନ କରୁଛି ପାକିସ୍ତାନ

ଶ୍ରୀନଗର,୨୫।୧୧: ଭାରତ ପାକିସ୍ତାନ ମଧ୍ୟରେ ୨୦୦୩ ନଭେମ୍ବର ୨୬ ମଧ୍ୟରାତ୍ରଠାରୁ ଅସ୍ତ୍ରବିରତି ଘୋଷଣା କରାଯାଇଥିଲା। ଇତିମଧ୍ୟରେ ଅସ୍ତ୍ରବିରତିକୁ ୧୭ ବର୍ଷ ବିତିଛି। ତେବେ ଏହି ସମୟରେ ମଧ୍ୟରେ ପାକିସ୍ତାନ ୧୨ ହଜାରରୁ ଅଧିକ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଅର୍ଥାତ୍‌...

କୋଭିଡ୍‌ ସ୍ଥିତିରେ ଦଶମ, ଯୁକ୍ତ ୨ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ମହାମାରୀ କରୋନା ଯୋଗୁ ଚଳିତ ବର୍ଷ ପାଠପଢ଼ା ହୋଇପାରି ନ ଥିବା ବେଳେ ପରୀକ୍ଷାକୁ ନେଇ ଦ୍ୱନ୍ଦ୍ୱରେ ରହିଛନ୍ତି ଛାତ୍ରୀଛାତ୍ର। ତେଣୁ କୋଭିଡ୍‌କୁ ଦୃଷ୍ଟିରେ ରଖି ଦଶମ ଓ ଯୁକ୍ତ ୨ ପରୀକ୍ଷା ନିମନ୍ତେ ଜାତୀୟ ସ୍ତରରେ...

ରାଜ୍ୟରେ ଆଖିବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୬୮୭ରେ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...

ରାଜ୍ୟରେ ପୁଣି ଚିହ୍ନଟ ହେଲେ ୭୩୦ କରୋନା ପଜିଟିଭ; ୩୧୬୦୦୧ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୭୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୬୦୦୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା...

ରାଜ୍ୟରେ ଦ୍ୱିତୀୟ ଏମ୍‌ସ ପ୍ରତିଷ୍ଠା ପାଇଁ ପ୍ରସ୍ତାବ: କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଓଡ଼ିଶାରେ ଦ୍ୱିତୀୟ ଏମ୍‌ସ ପ୍ରତିଷ୍ଠା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କଚ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ସୁନ୍ଦରଗଡ଼ ଜିଲାରେ ଏମ୍‌ସ ପ୍ରତିଷ୍ଠା ପାଇଁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ମୁଖ୍ୟ ଶାସନ ସଚିବ...

କେବେ ଦିଆଯିବ କରୋନା ଟିକା: ଲୋକଙ୍କ ପାଖକୁ ଏସ୍‌ଏମ୍‌ଏସ୍‌ ପଠାଇବେ ସରକାର

ନୂଆଦିଲ୍ଲୀ,୨୫।୧୧: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ପିଫାଇଜର, ମୋଡେର୍ନା, ଆଷ୍ଟ୍ରାଜେନିକା ଏବଂ ସ୍ପୁଟନିକ୍‌-ଭି ଆଦି ୪ଟି କରୋନା ପ୍ରତିଷେଧକ ଟିକାର କ୍ଲିନିକାଲ ପରୀକ୍ଷା ବେଶ୍‌ ଉତ୍ସାହ ଜନକ ରହିଛି। ଅକ୍ସଫୋର୍ଡ ୟୁନିଭରସିଟି ଦ୍ୱାରା ପ୍ରସ୍ତୁତ...

ଆରପାରିରେ କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲ

ନୂଆଦିଲ୍ଲୀ,୨୫।୧୧: ରାଜ୍ୟ ସଭା ଏମ୍‌ପି ତଥା କଂଗ୍ରେସର ବରିଷ୍ଠ ନେତା ତଥା ଅହମଦ ପଟେଲଙ୍କ ବୁଧବାର ମଲ୍ଟି ଅରଗାନ ଫେଲ ଯୋଗୁ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୭୧ ବର୍ଷ ହୋଇଥିଲା। ସେ କରୋନାରେ ଆକ୍ରାନ୍ତ ହୋଇ କିଛି ଦିନ...

ଆର୍‌ଟି-ପିସିଆର୍‌ କରୋନା ଟେଷ୍ଟ୍‌ ୪୦୦ ଟଙ୍କାରେ: ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ, ୨ ସପ୍ତାହ ମଧ୍ୟରେ ଜବାବ ତଲବ

ନୂଆଦିଲ୍ଲୀ,୨୪।୧୧: ଦେଶରେ କରୋନା ସଂକ୍ରମଣ ପୁଣି ଫେରିଥିବାବେଳେ ମଙ୍ଗଳବାର ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନୋଟିସ୍‌ ଜାରି କରାଯାଇଛି। ଆର୍‌ଟି-ପିସିଆର୍‌ କରୋନା ଟେଷ୍ଟ୍‌ ୪୦୦ ଟଙ୍କାରେ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟରେ ଏକ ଆବେଦନ କରାଯାଇଥିଲା। ଏନେଇ କୋର୍ଟ ପକ୍ଷରୁ ସମସ୍ତର ରାଜ୍ୟ...

ଡାକ କର୍ମଚାରୀଙ୍କୁ ଗୁରୁ ଦାୟିତ୍ୱ: ପହଞ୍ଚାଇବେ କରୋନା ଟିକା,ନେଟ୍‌ଓ୍ବାର୍କ ମ୍ୟାପିଂ ଆରମ୍ଭ

ନୂଆଦିଲ୍ଲୀ,୨୪।୧୧: ଦେଶର ବିଭିନ୍ନ ଅଞ୍ଚଳରେ କରୋନା ଟିକା ପହଞ୍ଚାଇବା ପାଇଁ ନେଟ୍‌ଓ୍ବାର୍କ ମ୍ୟାପିଂ ଆରମ୍ଭ ହୋଇଛି। ଡାକ କର୍ମଚାରୀଙ୍କୁ ଏଥିପାଇଁ ଗୁରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ସରକାରଙ୍କ ନିର୍ଦ୍ଦେଶ ମିଳିବା ପରେ ଡାକ ବିଭାଗ କାର୍ଯ୍ୟରେ ଲାଗିଯିବ ବୋଲି କୁହାଯାଉଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri