Tag Archives: Home Middle

କମୁଛି ସଂଖ୍ୟା: ରାଜ୍ୟରେ ୬୪୨ନୂଆ ପଜିଟିଭ୍‌ ଚିହ୍ନଟ, ଆଗରେ କେନ୍ଦୁଝର

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୪୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧୫୨୭୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

ମାନିଲା ଗ୍ଲୋବାଲ ଟାଇମ୍ସ୍‌: ଭୁଟାନରେ ଗାଁ ସ୍ଥାପନ କରିଛି ଚାଇନା

ବେଜିଂ,୨୪।୧୧: ଚାଇନାର ସରକାରୀ ଖବର କାଗଜ ଗ୍ଲୋବାଲ୍‌ ଟାଇମ୍ସ୍‌ରେ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶିତ ହୋଇଛି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ଭୁଟାନରେ ଚାଇନା ଏକ ଗାଁ ସ୍ଥାପନ କରିଛି। ବିବାଦୀୟ ଜମିରେ ଚାଇନାର ପାଙ୍ଗଡ଼ା ଗାଁ ରହିଛି। ଗାଁର ଫଟୋ...

କରୋନା ସ୍ଥିତି ସମୀକ୍ଷା କଲେ ମୋଦି-ଶାହା

ନୂଆଦିଲ୍ଲୀ,୨୪।୧୧: କରୋନା ମହାମାରୀ ସଙ୍କଟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ମଙ୍ଗଳବାର ଭିଡ଼ିଓ କନଫରେନ୍ସିଂରେ ଏକ ବୈଠକରେ ଯୋଗଦେଇ ସ୍ଥିତି ସମୀକ୍ଷା କରିଛନ୍ତି। କେରଳ, ପଶ୍ଚିମବଙ୍ଗ, ହରିୟାଣା, ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ, ମହାରାଷ୍ଟ୍ର, ଛତିଶଗଡ଼...

ମାଡ଼ି ଆସୁଛି ବିପଦ: ହିମ ପାହାଡ଼ ତରଳିଲେ ଅଜଣା ଅଣୁଜୀବ ମାନବ ସଭ୍ୟତା ପାଇଁ ସୃଷ୍ଟି କରିବ ସଙ୍କଟ

ଓ୍ବାଶିଂଟନ,୨୪।୧୧: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ଏବେ ବୈଜ୍ଞାନିକମାନେ ଅନ୍ୟ ଏକ ବିପଦ ମାଡ଼ି ଆସୁଥିବା ସମ୍ପର୍କରେ ଚେତାବନୀ ଦେଇଛନ୍ତି। ଉତ୍ତରମେରୁରେ ହିମ ପାହାଡ଼ ତରଳିଲେ ମାନବ ସଭ୍ୟତା ପ୍ରତି ବିପଦ ମାଡ଼ି ଆସିବ ବୋଲି ବୈଜ୍ଞାନିକ...

ବୁଧବାର ତାମିଲନାଡୁ ଛୁଇଁବ ବାତ୍ୟା ‘ନିବାର’

ଚେନ୍ନାଇ,୨୪।୧୧: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ନିବାର’ ବୁଧବାର ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳ ଛୁଇଁବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମୌସୁମୀ ପରେ ବଙ୍ଗୋପ ସାଗରରେ ପ୍ରଥମ ଥର ପାଇଁ ଏହି ସାମୁଦ୍ରିକ...

ଦିଲ୍ଲୀର କରୋନା ସ୍ଥିତି ଅସମ୍ଭାଳ: ପ୍ରତି ଘଣ୍ଟାରେ ୫ ଜଣଙ୍କର ହେଉଛି ମୃତ୍ୟୁ

ନୂଆଦିଲ୍ଲୀ,୨୪।୧୧: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ ପ୍ରତି ଘଣ୍ଟାଏରେ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଲଗାତାର ୪ ଦିନ ଧରି ଏଠାରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ରୁ ଅଧିକ ରହୁଛି। ଗତ...

ରାଜ୍ୟରେ ସୁସ୍ଥ ହେଲେ ୯୧୩ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୯୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୧୧୧, କଟକରୁ ୬୬, ଅନୁଗୋଳରୁ ୬୪, ଖୋର୍ଦ୍ଧାରୁ ୬୨, ନୂଆପଡାରୁ ୫୩, ସମ୍ବଲପୁରରୁ ୪୩, ବାଲେଶ୍ୱରରୁ...

ଏଣିକି ଧର୍ମଘଟକୁ ଉସୁକାଇଲେ ଜେଲ ଦଣ୍ଡ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ)-ସରକାରୀ କର୍ମଚାରୀ ମନ ଇଚ୍ଛା ଧର୍ମଘଟ କରି ପାରିବେ ନାହିଁ କିମ୍ବା ଏଥିପାଇଁ ପ୍ରୋତ୍ସାହିତ କରି ପାରି ପାରିବେ ନାହିଁ। ବେଆଇନ୍‌ ଧର୍ମଘଟ କଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ୧ ବର୍ଷ ଜେଲ ସହିତ ୫ ହଜାର ଟଙ୍କା...

ଦିଲ୍ଲୀର କରୋନା ସ୍ଥିତି: ରିପୋର୍ଟ ତଲବ କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୩।୧୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏପରିସ୍ଥଳେ ରାଜ୍ୟରେ କରୋନା ସ୍ଥିତି ନେଇ ସୁପ୍ରିମ୍‌କୋର୍ଟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କଠାରୁ ରିପୋର୍ଟ ତଲବ କରିଛନ୍ତି। ଗତ କିଛି ଦିନ ଧରି ରାଜ୍ୟରେ ସ୍ଥିତି ସଙ୍କଟ...

୧୦ ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ: ଦିଲ୍ଲୀ ଶୀର୍ଷରେ

ନୂଆଦିଲ୍ଲୀ,୨୩।୧୧: ଭାରତର ୧୦ ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏସବୁ ରାଜ୍ୟରେ ୭୭ ପ୍ରତିଶତ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏସବୁ ରାଜ୍ୟରେ କରୋନା ମୃତ୍ୟୁ ୭୬ ପ୍ରତିଶତ ରହିଛି। ଦିଲ୍ଲୀ...

ଶତ୍ରୁକୁ କଡ଼ା ଜବାବ ଦେବ ତେଜସ୍‌: ଅତ୍ୟାଧୁନିକ କ୍ଷେପଣାସ୍ତ୍ର ‘ଅସ୍ତ୍ର’ରେ ହେବ ସଜ୍ଜିତ

ନୂଆଦିଲ୍ଲୀ,୨୩।୧୧: ଶତ୍ରୁକୁ କଡ଼ା ଜବାବ ଦେବା ପାଇଁ ଯୁଦ୍ଧ ବିମାନ ତେଜସ୍‌କୁ ଅତ୍ୟାଧୁନିକ କ୍ଷେପଣାସ୍ତ୍ର ‘ଅସ୍ତ୍ର’ରେ ଖୁବ୍‌ ଶୀଘ୍ର ସଜ୍ଜିତ କରାଯିବ। ଧ୍ୱନିର ଗତିଠାରୁ ୪.୫ ଗୁଣା ଅଧିକ ବେଗରେ ଲକ୍ଷ୍ୟଭେଦ କରୁଥିବା ‘ଅସ୍ତ୍ର’ କ୍ଷେପଣାସ୍ତ୍ରକୁ ତେଜସ୍‌ରେ ରଖାଯିବାର ବ୍ୟବସ୍ଥା...

୨୦୨୪ ପାଇଁ ଭାଜପାର ପ୍ରସ୍ତୁତି ଆରମ୍ଭ: ନଡ୍ଡାଙ୍କ ୧୨୦ ଦିନିଆ ଭାରତ ଗସ୍ତ

ନୂଆଦିଲ୍ଲୀ,୨୩।୧୧: ଆଗକୁ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ଭାଜପା ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି। ଦଳର ସାଂଗଠନିକ ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଲାଗି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ୧୨୦ ଦିନିଆ ଭାରତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri