Tag Archives: Home Middle

ରୋଗ ବାଣ୍ଟୁଛି ‘ରଗଡ଼ି’

ଭୁବନ, ୨୩।୧୧ (ବିପିନ ବିହାରୀ ସେଠୀ) : ଭୁବନ ଅଞ୍ଚଳବାସୀଙ୍କ ଭାବାବେଗ ସହିତ ଜଡ଼ିତ ରଗଡ଼ିନାଳ ଏବେ ପରିତ୍ୟକ୍ତ। ଭୁଶୁଡ଼ି ପଡ଼ିଥିବା ଡ୍ରେନେଜ୍‌ ବ୍ୟବସ୍ଥା ପାଇଁ ନାଳରେ ସିଧାସଳଖ ମିଶୁଛି ସାରା ସହରର ଦୂଷିତ ଆବର୍ଜନା ଜଳ। ଫଳରେ ଏକଦା ଅଞ୍ଚଳର...

ଆରପାରିରେ ରାଜ୍ୟପାଳଙ୍କ ଧର୍ମପତ୍ନୀ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ତ୍ରୀ ସୁଶୀଳା ଦେବୀଙ୍କ ପରଲୋକ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି ରାଜ୍ୟପାଳ ଏବଂ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସେ ଜଣେ ଧର୍ମପ୍ରାଣ, ପରୋପକାରୀ ମହିଳା...

ରାଜ୍ୟରେ ସୁସ୍ଥ ହେଲେ ୯୦୫ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୯୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କେନ୍ଦୁଝରରୁ ୬୦, କଟକରୁ ୫୯, ମୟୂରଭଞ୍ଜରୁ ୪୯, ଖୋର୍ଦ୍ଧାରୁ ୪୮, ଜଗତସିଂହପୁରରୁ ୪୩, ସମ୍ବଲପୁରରୁ ୪୩, କଳାହାଣ୍ଡିରୁ...

ପାକିସ୍ତାନର ଜେହାଦ୍‌ ବିଶ୍ୱବିଦ୍ୟାଳୟ: ନିଜ ଦେଶ ପାଇଁ ସୃଷ୍ଟି କରୁଛି ସମସ୍ୟା

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୨।୧୧: କୁହାଯାଏ ବୁଡ଼ିଗଲା ଗୋଡ଼ ତଳକୁ ତଳକୁ। ଏଭଳି ଅବସ୍ଥା ଏବେ ପାକିସ୍ତାନରେ ଦେଖାଦେଇଛି। ପାକିସ୍ତାନରେ ଗଢ଼ିଉଠିଥିବା ଜେହାଦ୍‌ ବିଶ୍ୱବିଦ୍ୟାଳୟ ଏବେ ଦେଶ ପାଇଁ ସମସ୍ୟା ସୃଷ୍ଟି କରିବାରେ ଲାଗିଛି। ଏହି ଶିକ୍ଷାନୁଷ୍ଠାନରୁ ସୃଷ୍ଟି ହେଉଥିବା ଆତଙ୍କବାଦୀମାନେ ପାକିସ୍ତାନ ଲାଗି...

ଲକ୍‌ଡାଉନ୍‌ ମୁହାଁ ଭାରତ: ପୁଣି ଫେରିଲା କରୋନା

ନୂଆଦିଲ୍ଲୀ,୨୨।୧୧: ଭାରତରେ କରୋନା ମହମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦେଶରେ ପୁଣି ଥରେ କରୋନା ଆତଙ୍କ ଫେରିଛି। ସୁରକ୍ଷା ଦୃଷ୍ଟିରୁ କେତେକ ରାଜ୍ୟର ବଡ଼ ବଡ଼ ସହରରେ ରାତ୍ରକାଳୀନ କର୍ଫ୍ୟୁ ଜାରି କରାଯାଇଛି। ଏହାଦ୍ୱାରା ଭାରତ ପୁଣି ଲକ୍‌ଡାଉନ୍‌...

ଆଜି ଆଉ ୧୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୬୪୦କୁ ବୃଦ୍ଧି

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୬୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ...

ଆଜି ରାଜ୍ୟରେ ୭୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗଜପତିରୁ ଶୂନ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦୦ ତଳେ ରହିଛି। ତେବେ ଆଜି ୨୯ ଜିଲାରୁ ୬୩୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ  ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୯୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ...

ସୁରକ୍ଷାକର୍ମୀଙ୍କୁ ସଫଳତା: ଜୈଶ୍‌ ଆତଙ୍କବାଦୀ ଗିରଫ

ଶ୍ରୀନଗର,୨୨।୧୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ପୁଲଓ୍ବାମା ଜିଲାର ଚଟପୋରା ବୋଲେରା ଅଞ୍ଚଳରୁ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନ ସଦସ୍ୟ ନସିର ଅହମ୍ମଦ ଡାରଙ୍କୁ ଗିରଫ କରାଯାଇଛି। ସେ ତ୍ରାଲର ବାସିନ୍ଦା ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି।...

ଆୟୁର୍ବେଦିକ୍‌ ଡାକ୍ତର ବି କରିପାରିବେ ଅପରେଶନ୍‌: କେନ୍ଦ୍ର ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୨।୧୧: ଏବେ ଆୟୁର୍ବେଦିକ୍‌ ଡାକ୍ତରମାନେ ମଧ୍ୟ ସାଧାରଣ ଅପରେଶନ୍‌ କରିପାରିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁଜ ସଙ୍କେତ ଦିଆଯାଇଛି। ଆୟୁର୍ବେଦିକ୍‌ ଡାକ୍ତରମାନେ ସାଧାରଣ ଅପରେଶନ୍‌ ସହିତ ଆର୍ଥୋପେଡ଼ିକ୍‌, ଆଖି, କାନ ଏବଂ ଗଳା ଆଦିରେ ସର୍ଜରୀ କରିପାରିବେ। ଭାରତୀୟ...

ଚାଲି ଚାଲି ଆସିଲେ ଗର୍ଭବତୀ: ରାସ୍ତା ନ ଥିବାରୁ ଆସିପାରିଲାନି ଆମ୍ବୁଲାନ୍ସ

ତେଲକୋଇ,୨୨।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ଜଗମୋହନପୁର ପଞ୍ଚାୟତର ଟୁଙ୍ଗୁରୁବାହାଳ ଜୁଆଙ୍ଗ ବସ୍ତିର ଜଣେ ଗର୍ଭବତୀଙ୍କୁ ଏକ କି.ମି. ଚାଲିଚାଲି ଆସିବାକୁ ପଡିଛି। ଉକ୍ତ ବସ୍ତିକୁ ରାସ୍ତା ନ ଥିବା ଯୋଗୁଁ ଆମ୍ବୁଲାନ୍ସ ପହଞ୍ଚିପାରି ନ ଥିଲା। ଏଥିଯୋଗୁ ଆଶା...

ଅଦିନିଆ ବର୍ଷା ଉଜାଡ଼ିଲା ଫସଲ

ବାଙ୍ଗିରିପୋଷି,୨୨।୧୧(ଡି.ଏନ.ଏ.)- ଅଦିନିଆ ବର୍ଷାରେ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଞ୍ଚଳରେ ଫସଲ ଉଜୁଡ଼ି ଯାଇଛି। ଶୁକ୍ରବାର ଅପରାହ୍ନରେ ଓ ଶନିବାର ସକାଳେ ବର୍ଷା ଲାଗି ରହିଥିଲା। ବର୍ଷାରେ ଜମିରେ ପାଚିଲା ଧାନ ଭିଜୁଥିବା ବେଳେ ହେକ୍ଟର ହେକ୍ଟର ଜମିରେ ରବି...

ରାଜ୍ୟରେ ସୁସ୍ଥ ହେଲେ ୧୦୧୧ କରୋନା ଆକ୍ରାନ୍ତ: ଅନୁଗୋଳ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୧୦୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୋଳ ଜିଲାରୁ ସର୍ବାଧିକ ୧୩୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୧୧୪, ବଲାଙ୍ଗୀରରୁ ୮୧, କଟକରୁ ୭୮, ମୟୂରଭଞ୍ଜରୁ ୭୬, ବାଲେଶ୍ବରରୁ ୪୫, ଜଗତସିଂହପୁରରୁ ୪୫, କେନ୍ଦ୍ରାପଡାରୁ ୪୩,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri