Tag Archives: Home Middle

ଡ୍ରାଗନର ଷଡ଼ଯନ୍ତ୍ର: ଅକ୍ସାଇ ଚୀନ୍‌ରେ କରୁଛି ବଙ୍କର ନିର୍ମାଣ

ବେଜିଂ,୧୯।୧୧: ପୂର୍ବ ଲଦାଖର ଏଲ୍‌ଏସିରେ ଚାଇନା ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଛି। ଏବେ ଡ୍ରାଗନର ଷଡ଼ଯନ୍ତ୍ର ସମ୍ପର୍କରେ ରିପୋର୍ଟ ମିଳିଛି। ଗତ ମାସେ ଧରି ଅକ୍ସାଇ ଚୀନ୍‌ରେ ଚାଇନା ସୈନ୍ୟ ବାହିନୀ ଜମା ହେବାରେ ଲାଗିଛନ୍ତି। ସେଠାରେ ସଡ଼କ ନିର୍ମାଣ...

ଡିଜିଟାଲ ଇଣ୍ଡିଆ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି: ମୋଦି

ନୂଆଦିଲ୍ଲୀ,୧୯।୧୧: ଦେଶର ବିକାଶରେ ପ୍ରାଦ୍ୟୋଗିକ ଜ୍ଞାନକୌଶଳ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଡିଜିଟାଲ ଇଣ୍ଡିଆ ଏବେ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବେଙ୍ଗାଲୁରୁ ପ୍ରାଦ୍ୟୋଗିକ ଶିଖର ସମ୍ମଳିନୀରେ ଭିଡ଼ିଓ କନଫରେନ୍ସିଂରେ ଯୋଗଦେଇ ଗୁରୁବାର ଏଭଳି କହିଛନ୍ତି।...

ସୁପ୍ରିମ୍‌କୋର୍ଟଙ୍କ ବଡ଼ ନିଷ୍ପତ୍ତି: ରାଜ୍ୟର ଅନୁମତି ବିନା ହେବନି ସିବିଆଇ ଯାଞ୍ଚ୍‌

ନୂଆଦିଲ୍ଲୀ,୧୯।୧୧: ସିବିଆଇ ଯାଞ୍ଚ୍‌ ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଗୁରୁବାର ବଡ଼ ନିଷ୍ପତ୍ତିି ନିଆଯାଇଛି। ଏଣିକି ରାଜ୍ୟର ବିନା ଅନୁମତିରେ କୌଣସି ସିବିଆଇ ଯାଞ୍ଚ ହୋଇପାରିବ ନାହିଁ। ଝାଡ଼ଖଣ୍ଡ, କେରଳ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ରାଜସ୍ଥାନ, ଛତିଶଗଡ଼, ମିଜୋରାମ ଏବଂ ପଞ୍ଜାବ ଆଦି...

ତୁଟୁନି ପୁତ୍ର ମୋହ: ବଢୁଛି ଅସନ୍ତୁଷ୍ଟଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୯।୧୧: କଂଗ୍ରେସରେ ଅସନ୍ତୁଷ୍ଟଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବିହାର ନିର୍ବାଚନ ଫଳାଫଳପରେ ସ୍ଥିତି ଅଧିକ ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ଦଳର ୨୩ ଜଣ ଅସନ୍ତୁଷ୍ଟଙ୍କ ବୈଠକ ଶେଷ ହୋଇଥିବା କୁହାଯାଉଛି। ଦଳରେ ଅସନ୍ତୁଷ୍ଟଙ୍କ ସଂଖ୍ୟା ଏବେ ୫୦...

ଇନ୍ଦିରାଙ୍କୁ ଶକ୍ତିସ୍ଥଳରେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୯।୧୧: ଲୌହ ମାନବୀ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୩ ତମ ଜନ୍ମ ବାର୍ଷିକୀ ଅବସରରେ ଶକ୍ତିସ୍ଥଳରେ ଗୁରୁବାର ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, କଂଗ୍ରେସ ରାଷ୍ଟ୍ରୀୟ...

ଫେବୃୟାରୀରୁ ଫାଟି ଆଁ

ବଇଣ୍ଡା,୧୯ା୧୧(ଡି.ଏନ.ଏ.) ଲୋକଙ୍କ ନିକଟରେ ସ୍ବଚ୍ଛ ପାଣି ପହଞ୍ଚାଇବା ପାଇଁ ୧୪ ବର୍ଷ ତଳେ ନିର୍ମାଣ ହୋଇଥିଲା ଜଳ ଯୋଗାଣ ପ୍ରକଳ୍ପ। ଏହା ଶତପ୍ରତିଶତ ସଫଳ ନ ହେବାରୁ ଦ୍ୱିତୀୟ କୂଅ ଖୋଳାଯାଇଥିଲା। ହେଲେ ଭୂତଳ ଜଳ ହ୍ରାସ କାରଣରୁ ବର୍ଷର ଅଧା...

ସ୍ବାସ୍ଥ୍ୟ କର୍ମୀ, ଗର୍ଭବତୀ ମହିଳା, ବରିଷ୍ଠ ନାଗରିକଙ୍କୁ ପ୍ରଥମେ ମିଳିବ ଟୀକା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ)-କରୋନା ମୁକାବିଲା ପାଇଁ ବିଭିନ୍ନ ଟୀକାର ପରୀକ୍ଷା ନିରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ନିକଟରେ ଟୀକାମିଳିବାର ଆଶା ଉଜ୍ୱଳ ହୋଇଛି। ଟୀକା ପ୍ରଦାନ ସମୟରେ ସ୍ବାସ୍ଥ୍ୟ କର୍ମୀ ସମେତ ଗର୍ଭବତୀ ଏବଂ ୬୦ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟୀକ ପ୍ରଦାନରେ...

ରାଜ୍ୟରେ ସୁସ୍ଥ ହେଲେ ୧୩୦୩ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ…

ଭୁବନେଶ୍ୱର,୧୮ ା୧୧(ବ୍ୟୁରୋ)- ରାଜ୍ୟରେ ବୁଧବାର ଆଉ ୧୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୧୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୦୩, ମୟୂରଭଞ୍ଜରୁ ୧୦୧, ସୁନ୍ଦରଗଡରୁ ୯୭, ଖୋର୍ଦ୍ଧାରୁ ୯୬, ଝାରସୁଗୁଡାରୁ ୮୬, ଜଗତସିଂହପୁରରୁ ୫୫,...

ଆଉ ହେବନି ଲକ୍‌ଡାଉନ୍‌: ଆବଶ୍ୟକ ପଡ଼ିଲେ ବଜାର ରହିବ ବନ୍ଦ

ନୂଆଦିଲ୍ଲୀ,୧୮।୧୧: ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ପର୍ଯ୍ୟାୟ ଜାରି ରହିଛି। ଏପରିସ୍ଥଳେ ଲକ୍‌ ଡାଉନ୍‌ ଜାରି ହେବ କି ନାହିଁ ସେନେଇ ନାନା କଳ୍ପନା ଜଳ୍ପନା ଜାରି ରହିଥିଲା। ତେବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ କ୍ୟାବିନେଟ୍‌ର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର...

ଶପଥ ନେଲେ ବିଜୟ ଶଙ୍କର, ସ୍ବରୂପ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ତିର୍ତ୍ତୋଲ ଓ ବାଲେଶ୍ୱର ସଦର ନବନିର୍ବାଚିତ ବିଧାୟକ ବୁଧବାର ଶପଥ ନେଇଛନ୍ତି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଏବଂ ବାଲେଶ୍ୱର ବିଧାୟକ ସ୍ବରୂପ ଦାସଙ୍କୁ ଶପଥ ପାଠ କରାଇଛନ୍ତି। ଆସନ୍ତା ୨୦...

କରୋନାରେ ଆଖିବୁଜିଲେ ଆଉ ୧୫: ସୁନ୍ଦରଗଡ଼ରୁ ରହିଛନ୍ତି ସର୍ବାଧିକ ୩

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୫୭୫ରେ ପହଞ୍ଚିଛି।...

ରାଜ୍ୟରେ ପୁଣି ୮୬୮ କରୋନା ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ପୁଣି ୧୦୦ ଟପିଲା

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୮୬୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୦୯୨୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri