Tag Archives: Home Middle

ଉଗ୍ରବାଦୀଙ୍କ ହାତରେ ଚାଇନା ବନ୍ଧୁକ

ନୂଆଦିଲ୍ଲୀ,୧୮।୧୧: ଏଲ୍‌ଏସିରେ ଚାଇନା ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଛି। ଏବେ ଉତ୍ତରପୂର୍ବ ରାଜ୍ୟଗୁଡ଼ିକରେ ବିଭିନ୍ନ ଉଗ୍ରବାଦୀ ସଂଗଠନଙ୍କୁ ଚାଇନା ଆଧୁନିକ ଅସ୍ତ୍ରଶସ୍ତ୍ର ଯୋଗାଇବାରେ ଲାଗିଛି। ଭାରତରେ ଅଶାନ୍ତି ସୃଷ୍ଟି କରିବା ଲାଗି ଚାଇନା ଏଭଳି ଷଡ଼ଯନ୍ତ୍ର ରଚିଛି। ଏନେଇ ଭାରତୀୟ...

ମାଟ୍ରିକ, ଯୁକ୍ତ ୨ ପରୀକ୍ଷା ଘୁଞ୍ଚିବ: ମନ୍ତ୍ରୀ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ବିଳମ୍ବ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସର୍ବନିମ୍ନ ୩ ମାସ ପାଠ ପଢ଼ାଯିବା ପରେ ପରୀକ୍ଷା ହେବ। ସର୍ବଭାରତୀୟ ସ୍ତରରେ ବନ୍ଦ ନିଷ୍ପତ୍ତି...

ପଶ୍ଚିମବଙ୍ଗ ଜୟ ଯୋଜନା: ଭାଜପା ଗଠନ କଲା ୫ ଜଣିଆ ଟିମ୍‌

କୋଲକାତା,୧୮।୧୧: ଭାଜପା ଏବେ ପଶ୍ଚିମବଙ୍ଗ ଜୟ ଯୋଜନା କରିଛି। ଏଥି ପାଇଁ ଦଳ ପକ୍ଷରୁ ୫ ଜଣିଆ ଟିମ୍‌ ଗଠନ କରାଯାଇଛି। ଟିମ୍‌ ସଦସ୍ୟମାନେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କ ପାଖରେ ରିପୋର୍ଟ ଦାଖଲ କରିବେ। ରିପୋର୍ଟ ନଭେମ୍ବର ଶେଷ ସୁଦ୍ଧା...

ଶ୍ରୀମନ୍ଦିରର ଭୁଲ୍‌ ଫଟୋ ଲଗାଇ ଅପପ୍ରଚାର

ପୁରୀ ଅଫିସ,୧୮ା୧୧: ଶ୍ରୀମନ୍ଦିରର ଭୁଲ୍‌ ଫଟୋ ବ୍ୟବହାର ଯୋଗୁ ଇଣ୍ଡିଆନ୍‌ ରେଲଓ୍ବେ କ୍ୟାଟରିଙ୍ଗ ଆଣ୍ଡ୍‌ ଟୁରିଜମ୍‌ କର୍ପୋରେଶନ (ଆଇଆର୍‌ସିଟିସି) ଓ ୨ ଓ୍ବେବ୍‌ ନ୍ୟୁଜ୍‌ ସଂସ୍ଥା ବିବାଦରେ ପଡ଼ିଛନ୍ତିି। ସେମାନଙ୍କ ଦ୍ୱାରା ଅନ୍ୟ ମନ୍ଦିରକୁ ଶ୍ରୀମନ୍ଦିର ପରିଚୟ ଦିଆଯିବାକୁ ବିରୋଧ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୧୫ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ଟପିଲା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ଆଉ ୧୩୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୦୦୪୭୪କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦିଆଯାଇଛି। ଟୁଇଟ୍‌...

ରାଜଧାନୀରୁ ୪୮ ନୂଆ ପଜିଟିଭ୍‌ ଚିହ୍ନଟ: ଲକ୍ଷ୍ମୀସାଗର-ଚନ୍ଦ୍ରଶେଖରପୁର ଅଞ୍ଚଳରୁ ସର୍ବାଧିକ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରୁ କରୋନା ସଂକ୍ରମଣ କମୁଥିବା ଦେଖାଯାଉଛି। ଏହି କ୍ରମରେ ମଙ୍ଗଳବାର ସହରରେ ୪୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀର ମୋଟ ସଂକ୍ରମିତ ସଂଖ୍ୟା ୩୦,୨୨୭କୁ ବୃଦ୍ଧି ପାଇଛି। ସେଥିରୁ ୨୯୩୫୮ଜଣ...

ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦିୟିତ୍ୱ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଭୁବନେଶ୍ୱର ଏମ୍‌ପି ଅପରାଜାତି ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ। ଆଗାମୀ ୩ ବର୍ଷ ଲାଗି ରାଜ୍ୟଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଂଚାଳନ ସମିତିରେ ଭାରତ ପକ୍ଷରୁ ସେ ପ୍ରତିନିଧିତ୍ୱ କରିବେ । ଲୋକସଭା ବାଚସ୍ପତିଙ୍କ ଅନୁମୋଦନରେ ଅପରାଜିତାଙ୍କୁ ଏହି...

କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୬୦ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ମୃତକଙ୍କ...

କମୁଛି ସଂଖ୍ୟା: ରାଜ୍ୟରେ ୬୪୪ ନୂଆ ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୪୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୦୫୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

ବ୍ରିକ୍ସ ଶିଖର ସମ୍ମିଳନୀ: ସୀମା ବିବାଦ ମଧ୍ୟରେ ପୁଣି ସାମ୍ନା ସାମ୍ନି ହେବେ ଭାରତ-ଚାଇନା

ନୂଆଦିଲ୍ଲୀ,୧୭ ।୧୧: ବୈଦେଶିକ ମନ୍ତ୍ରଣାଳର ସୂଚନା ଅନୁଯାୟୀ ମଙ୍ଗଳବାର ଆୟୋଜିତ ହେଉଛି ବିକ୍ସ ଶିଖର ସମ୍ମିଳନୀ । ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ୧୨ତମ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବେ ।...

ଦିଲ୍ଲୀ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ: ଧରାପଡିଲେ ଦୁଇ ଆତଙ୍କବାଦୀ

ନୂଆଦିଲ୍ଲୀ,୧୭ ।୧୧: ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀମାନେ କରୁଥିବା ଆକ୍ରମଣ ଯୋଜନାକୁ ପଣ୍ଡ କରିଛି ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ । ଜମ୍ମୁ-କଶ୍ମୀରରେ ରହୁଥିବା ଓ ଜୈଡ-ଇ-ଆତଙ୍କବାଦୀ ସଙ୍ଗଠନ ସହ ଜଡିତ ଥିବା ୨ ଆତଙ୍କବାଦୀଙ୍କୁ ଦିଲ୍ଲୀ ସ୍ପେଶାଲ ସେଲ୍ ପୋଲିସ...

ରାଜ୍ୟରେ ସୁସ୍ଥ ହେଲେ ୧୨୯୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୨୯୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪୨ ଆକ୍ରାନ୍ତ ସୁସ୍ଥ ମୟୂରଭଞ୍ଜ ଜିଲାରୁ ୧୩୩, କଟକ ଜିଲାରୁ ୧୧୧, ବାଲେଶରରୁ ୧୦୦, ଅନୁଗୋଳରୁ ୭୬, ସୁନ୍ଦରଗଡରୁ ୭୪, ଜଗତସିଂହପୁରରୁ ୬୭, କେନ୍ଦ୍ରାପଡାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri