Tag Archives: Home Middle

ଦିଲ୍ଲୀ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ: ଧରାପଡିଲେ ଦୁଇ ଆତଙ୍କବାଦୀ

ନୂଆଦିଲ୍ଲୀ,୧୭ ।୧୧: ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀମାନେ କରୁଥିବା ଆକ୍ରମଣ ଯୋଜନାକୁ ପଣ୍ଡ କରିଛି ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ । ଜମ୍ମୁ-କଶ୍ମୀରରେ ରହୁଥିବା ଓ ଜୈଡ-ଇ-ଆତଙ୍କବାଦୀ ସଙ୍ଗଠନ ସହ ଜଡିତ ଥିବା ୨ ଆତଙ୍କବାଦୀଙ୍କୁ ଦିଲ୍ଲୀ ସ୍ପେଶାଲ ସେଲ୍ ପୋଲିସ...

ରାଜ୍ୟରେ ସୁସ୍ଥ ହେଲେ ୧୨୯୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୨୯୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪୨ ଆକ୍ରାନ୍ତ ସୁସ୍ଥ ମୟୂରଭଞ୍ଜ ଜିଲାରୁ ୧୩୩, କଟକ ଜିଲାରୁ ୧୧୧, ବାଲେଶରରୁ ୧୦୦, ଅନୁଗୋଳରୁ ୭୬, ସୁନ୍ଦରଗଡରୁ ୭୪, ଜଗତସିଂହପୁରରୁ ୬୭, କେନ୍ଦ୍ରାପଡାରୁ...

ନଦୀରେ ବୁଡିଗଲେ ୩ ଯୁବକ, ଜଣଙ୍କ ମୃତଦେହ ଉଦ୍ଧାର

ରେମୁଣା, ୧୬।୧୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ଥାନା ବୁଢାବଳଙ୍ଗ ନଦୀର କାଠସଙ୍ଗଡା ଘାଟରେ ସୋମବାର ଅପରାହ୍ନ ସମୟରେ ଗାଧୋଉଥିବା ବେଳେ ୩ଜଣ ଯୁବକ ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଅଙ୍କିତ ପତି।...

ସପ୍ତମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ନୀତୀଶ

ପାଟନା,୧୬ ।୧୧: ବିହାର ମୁଖ୍ୟମନ୍ତ୍ରୀ ଭାବେ ସପ୍ତମଥର ପାଇଁ ଶପଥ ଗ୍ରହଣ କରିଛନ୍ତି ଜନତା ଦଳ ୟୁନାଇଟେଡ(ଜେଡିୟୁ) ନେତା ନୀତୀଶ କୁମାର । ସୋମବାର ଅପରାହ୍ନରେ ରାଜଭବନ ପରିସରରେ ଆୟୋଜିତ ସମାରୋହରେ ନୀତୀଶ ଶପଥ ଗ୍ରହଣ କରିଛନ୍ତି । ବିହାର...

ପୃଥିବୀକୁ ସର୍ବଦା ଶାନ୍ତି-ଅହିଂସା-ବନ୍ଧୁତ୍ୱର ମାର୍ଗ ପ୍ରଦର୍ଶିତ କରିଛି ଭାରତ: ମୋଦି

ନୂଆଦିଲ୍ଲୀ,୧୬।୧୧: ଭାରତ ସବୁବେଳେ ବିଶ୍ୱ ଭାତୃତ୍ୱରେ ବିଶ୍ୱାସ କରେ। ପୃଥିବୀକୁ ଶାନ୍ତି,ଅହିଂସା ଓ ବନ୍ଧୁତ୍ୱର ମାର୍ଗ ପ୍ରଦର୍ଶିତ କରିବାରେ ଭାରତ ଆଗୁଆ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ସୋମବାର ରାଜସ୍ଥାନର ପାଲିରେ ଜୈନାଚାର୍ଯ୍ୟ ବିଜୟ ବଲ୍ଲଭ ସୁରିଶ୍ୱର...

ବଦଳିଲେ ମାଲକାନଗିରି ଜିଲାପାଳ

ମାଲକାନଗରି,୧୬ା୧୧(ଡି.ଏନ୍‌.ଏ.): ସୋମବାର ମାଲକାନଗିରି ଜିଲାପାଳ ମନୀଷ ଅଗ୍ରଓ୍ବାଲଙ୍କ ବଦଳି ହୋଇଛି। ହତ୍ୟା ଅଭିଯୋଗ ଆସିବା ପରେ ତାଙ୍କୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ ଓ୍ବାଇ ବିଜୟ ଆସିଛନ୍ତି। ସୂଚନାଯୋଗ୍ୟ, ବହୁ ଚର୍ଚ୍ଚିତ ମାଲକାନଗିରି ଜିଲାପାଳଙ୍କ ବ୍ୟକ୍ତିଗତ...

ପାକିସ୍ତାନୀ ଲଞ୍ଚ୍‌ପ୍ୟାଡ୍‌ରେ ୩୦୦ ଆତଙ୍କବାଦୀ: ଅନୁପ୍ରବେଶ ପାଇଁ ବସିଛନ୍ତି ସୁଯୋଗ ଉଣ୍ଡି

ଶ୍ରୀନଗର,୧୬।୧୧: ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପାକିସ୍ତାନ ପକ୍ଷରୁ ଉଦ୍ୟମ ଜାରି ରହିଛି। ସେଥିପାଇଁ ଏଲ୍‌ଓସିରେ ଲଗାତାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ପାକିସ୍ତାନୀ ଲଞ୍ଚ୍‌ପ୍ୟାଡ୍‌ରେ ୩୦୦ ପାଖାପାଖି ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗ ଉଣ୍ଡି ବସିଥିବା ବିଏସ୍‌ଏଫ୍‌...

୭୦ରୁ ଅଧିକ ତାଲିବାନ୍‌ କମାଣ୍ଡର-୧୫୨ ପାକିସ୍ତାନୀ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

କାବୁଲ,୧୬।୧୧: ଆଫଗାନିସ୍ତାନରେ ଗତ ୨୫ ଦିନ ମଧ୍ୟରେ ୭୦ରୁ ଅଧିକ ତାଲିବାନ କମାଣ୍ଡର ଏବଂ ୧୫୨ ପାକିସ୍ତାନୀ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଆଫଗାନିସ୍ତାନ ସୁରକ୍ଷାକର୍ମୀଙ୍କ ପକ୍ଷରୁ ହୋଇଥିବା ସର୍ଚ୍ଚ ଅପରେଶନରେ ଏହି ସଫଳତା ମିଳିଛି। ହେଲମଣ୍ଡରେ ୨୦ ଜଣ କମାଣ୍ଡର...

ଦିଲ୍ଲୀରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ: ସଂସଦର ଶୀତ ଅଧିବେଶନ ନେଇ ଅନିଶ୍ଚିତତା !

ନୂଆଦିଲ୍ଲୀ,୧୬।୧୧: ଦିଲ୍ଲୀରେ କରୋନା ମହାମାରୀର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଛି। ଦିନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଙ୍କଟ ଯୋଗୁ ସଂସଦର ଶରତ ଅଧିବେଶନ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। ଶୀତ ଅଧିବେଶନ...

ଆଜି ଆଉ ୧୬ ଜୀବନ ନେଲା କରୋନା, ସୁନ୍ଦରଗଡ଼ରୁ ସର୍ବାଧିକ; ମୃତ୍ୟୁସଂଖ୍ୟା ୧୫୪୩କୁ ବୃଦ୍ଧି

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୫୪୩ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ସୁନ୍ଦରଗଡ଼...

ଆଜି ରାଜ୍ୟରେ ୭୪୯ ପଜିଟିଭ୍‌ ଚିହ୍ନଟ: ବୌଦ୍ଧରେ ଶୂନ, ବାକି ୨୯ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ସୋମବାର  ରାଜ୍ୟର ୨୯ ଜିଲାରୁ ୭୪୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୯,୪୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୭...

କଂଗ୍ରେସ ହାଇକମାଣ୍ଡ କରନ୍ତୁ ଆତ୍ମମନ୍ଥନ: ସିବଲ

ନୂଆଦିଲ୍ଲୀ,୧୬।୧୧: ବିହାର ବିଧାନସଭା ନିର୍ବାଚନରେ କଂଗ୍ରେସର ଖରାପ ପ୍ରଦର୍ଶନ ନେଇ ଏବେ ଦଳରେ ଚର୍ଚ୍ଚା ଆରମ୍ଭ ହୋଇଛି। ସେହିପରି ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ଗୁଜରାଟ ସମେତ ଅନ୍ୟ ରାଜ୍ୟରେ ହୋଇଥିବା ଉପନିର୍ବାଚନରେ ମଧ୍ୟ ଦଳର ପ୍ରଦର୍ଶନ ଭଲ ନାହିଁ। ମହାମେଣ୍ଟର ଅନ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri