Tag Archives: Home Middle

ଉତ୍ସବ ଋତୁ ଉତ୍ସାହ ହୀନ

ଅନୁଗୋଳ ଅଫିସ, ୧୬ା୧୧: ପୂଜା ଆସିଲେ ନବବଧୂଟିଏ ପରି ସଜେଇ ହୋଇଉଠେ ଅନୁଗୋଳ। ରଙ୍ଗବେରଙ୍ଗର ଆଲୋକମାଳାରୁ ବାରି ହୋଇପଡ଼େ ଗଁା ଓ ସହରର ଉତ୍ସାହ ଉଦ୍ଦୀପନା। ମଣ୍ଡପଗୁଡ଼ିକରୁ ଭାସି ଆସୁଥିବା ମନ୍ତ୍ରପାଠ ସହ ଭାରି ଭିଡ଼ର ଦୃଶ୍ୟ ଦୃଶ୍ୟମାନ ହୁଏ ସବୁଠି।...

ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୩୪୬ ସଂକ୍ରମିତ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୩୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୬, କଟକରୁ ୧୧୦, ଅନୁଗୋଳରୁ ୬୫, ବଲାଙ୍ଗୀରରୁ ୬୫, ପୁରୀରୁ ୬୩, ଜଗତସିଂହପୁରରୁ ୫୯, କେନ୍ଦ୍ରାପଡାରୁ...

ବିହାରରେ ପୁଣି ନୀତିଶ-ସୁଶୀଲଙ୍କ ସରକାର: ଏନ୍‌ଡ଼ିଏର ନିଷ୍ପତ୍ତି

ପାଟନା,୧୫।୧୧: ବିହାରରେ ପୁଣି ନୀତିଶ କୁମାର ଏବଂ ସୁଶୀଲ ମୋଦିଙ୍କ ଯୋଡ଼ି ଶାସନ ଡୋର ଧରିବେ। ଏନେଇ ରବିବାର ଏନ୍‌ଡ଼ିଏ ବୈଠକରେ ସ୍ଥିର ହୋଇଛି। ନିତୀଶଙ୍କୁ ଏନ୍‌ଡ଼ିଏର ନେତା ଭାବେ ଚୟନ କରାଯାଇଛି। ନୀତିଶ ପୁଣି ମୁଖ୍ୟମନ୍ତ୍ରୀ ହେବେ ଏବଂ...

୨୦୨୧ରେ ଭୋକିଲାଙ୍କ ସଂଖ୍ୟା ବଢ଼ିଯିବ: ଜାତିସଂଘ

ଜେନେଭା,୧୫।୧୧: ଚଳିତ ବର୍ଷ କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଜାରି ରହିଛି। କେତେକ ସ୍ଥାନରେ ଖାଦ୍ୟର ଘୋର ସଙ୍କଟ ଦେଖାଦେଇଛି। ତେବେ ଆସନ୍ତା ବର୍ଷ ପୃଥିବୀରେ ଭୋକିଲାଙ୍କ ସଂଖ୍ୟା ପୁଣି ବଢ଼ିଯିବ ବୋଲି ଜାତିସଂଘ ପକ୍ଷରୁ କୁହାଯାଇଛି। ଏସମ୍ପର୍କରେ...

୧୮ରେ ସର୍ବଦଳୀୟ ବୈଠକ: ଶୀତକାଳୀନ ଅଧିବେଶନ ପରିଚାଳନା ନେଇ ହେବ ଆଲୋଚନା

ଭୁବନେଶ୍ୱର,୧୫ା୧୧: ବିଧାନସଭା ଶୀତକାଳୀନ ଅଧିବେଶନ ପାଇଁ ଆସନ୍ତା ୧୮ ତାରିଖରେ ସର୍ବଦଳୀୟ ବୈଠକ ବସି। ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି। ବିଧାନସଭା ଶୀତକାଳୀନ ଅଧିବେଶନ ପରିଚାଳନା କିପରି ହେବ ସେ ନେଇ ବୈଠକରେ ଆଲୋଚନା ହେବ। ମୁଖ୍ୟତଃ ଚଳିତ...

ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ଆଉ ୧୭ ଆକ୍ରାନ୍ତଙ୍କ ମୃତ୍ୟୁ; ଭୁବନେଶ୍ୱରରୁ ସର୍ବାଧିକ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): କମୁଛି ସଂକ୍ରମଣ ହେଲେ କମୁନି ମୃତ୍ୟୁ ସଂଖ୍ୟା। ରାଜ୍ୟରେ ଆଉ ୧୭ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବରଗଡ଼ର ୩୩ ବର୍ଷୀୟ ବ୍ୟକ୍ତି, ୫୮ ବର୍ଷୀୟ ମହିଳା, ବୌଦ୍ଧର ୧୨ ବର୍ଷର ନାବାଳିକା, ଭୁବନେଶ୍ୱରର ୬୩ ବର୍ଷୀୟ...

ଆଜି ଚିହ୍ନଟ ହେଲେ ୭୫୩ କରୋନା ଆକ୍ରାନ୍ତ, ରହିଛି ୩୧୯ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଧିରେ ଧିରେ କମିବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ରବିବାର ୭୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୪୩୪ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୩୧୯ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା...

କ୍ଷେତ୍ରୀୟ ଅଖଣ୍ଡତା-ଅନ୍ତର୍ଜାତୀୟ ଆଇନକୁ ସମ୍ମାନ ଦେବା ଆବଶ୍ୟକ: ଜୟ ଶଙ୍କର

ନୂଆଦିଲ୍ଲୀ,୧୫।୧୧: କ୍ଷେତ୍ରୀୟ ଅଖଣ୍ଡତାକୁ ସମ୍ମାନ ଦେବା ଦ୍ୱାରା ଦେଶ ଦେଶ ମଧ୍ୟରେ ଶାନ୍ତିପୂର୍ଣ୍ଣ ସ୍ଥିତି ସୃଷ୍ଟି ହୋଇପାରିବ। ସେହିପରି ଅନ୍ତର୍ଜାତୀୟ ଆଇନର ପାଳନ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ବୋଲି ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ୧୫ତମ ପୂର୍ବ ଏସିଆ...

ରାଜଧାନୀରେ ଆଜି ୫୧ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୭୧

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର ରାଜଧାନୀରୁ ମାତ୍ର ୫୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୬...

ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆଜି ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି ଯେ, ପବିତ୍ର କାଳୀପୂଜା ଏବଂ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ...

ସୀମା ସୁରକ୍ଷା ପାଇଁ ଭାରତୀୟ ଯବାନ ସର୍ବଦା ଜାଗ୍ରତ: ମୋଦି

ଜୈୟସଲମେର,୧୪।୧୧: ଭାରତୀୟ ସେନା ସୀମା ସୁରକ୍ଷା ପାଇଁ ସର୍ବଦା ଜାଗ୍ରତ। ସେମାନଙ୍କୁ ଏଥିରେ କେହି ଅଟକାଇ ପାରିବେ ନାହିଁ। ଭାରତୀୟ ଯବାନଙ୍କୁ ଆହ୍ବାନ ଦେଲେ ଏହାର କଡ଼ା ଜବାବ ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଦୀପାବଳି ଅବସରରେ...

ରାଜ୍ୟରେ ଆଜି ଚିହ୍ନଟ ହେଲେ ୯୦୨ କରୋନା ଆକ୍ରାନ୍ତ: ମୋଟ ସଂଖ୍ୟା ୩,୦୭,୯୦୬କୁ ବୃଦ୍ଧି

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୯୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୫୨୩ଟି କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୩୭୯ ଲୋକାଲ କେସ୍‌ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୫୦, ବାଲେଶ୍ୱରରୁ ୩୯, ବରଗଡ଼ରୁ ୩୭, ଭଦ୍ରକରୁ ୮,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri