Tag Archives: Home Middle

ସୀମା ସୁରକ୍ଷା ପାଇଁ ଭାରତୀୟ ଯବାନ ସର୍ବଦା ଜାଗ୍ରତ: ମୋଦି

ଜୈୟସଲମେର,୧୪।୧୧: ଭାରତୀୟ ସେନା ସୀମା ସୁରକ୍ଷା ପାଇଁ ସର୍ବଦା ଜାଗ୍ରତ। ସେମାନଙ୍କୁ ଏଥିରେ କେହି ଅଟକାଇ ପାରିବେ ନାହିଁ। ଭାରତୀୟ ଯବାନଙ୍କୁ ଆହ୍ବାନ ଦେଲେ ଏହାର କଡ଼ା ଜବାବ ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଦୀପାବଳି ଅବସରରେ...

ରାଜ୍ୟରେ ଆଜି ଚିହ୍ନଟ ହେଲେ ୯୦୨ କରୋନା ଆକ୍ରାନ୍ତ: ମୋଟ ସଂଖ୍ୟା ୩,୦୭,୯୦୬କୁ ବୃଦ୍ଧି

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୯୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୫୨୩ଟି କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୩୭୯ ଲୋକାଲ କେସ୍‌ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୫୦, ବାଲେଶ୍ୱରରୁ ୩୯, ବରଗଡ଼ରୁ ୩୭, ଭଦ୍ରକରୁ ୮,...

କମୁନି କରୋନା ମୃତ୍ୟୁ ହାର: ରାଜ୍ୟରେ ୧୫ଶହ ଟପିଲା ସଂଖ୍ୟା

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫ ଶହ ଟପିଯାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

ଚାଚା ନେହେରୁଙ୍କ ୧୩୧ ଜନ୍ମ ତିଥି: ଶାନ୍ତିବନରେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୪।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୧ତମ ଜନ୍ମ ତିଥିରେ ବରିଷ୍ଠ ରାଜନେତାଙ୍କ ସମେତ ସାଧାରଣ ବ୍ୟକ୍ତି ବିଶେଷ ଶାନ୍ତିବନରେ ଶନିବାର ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ...

ଲୋଙ୍ଗେଓ୍ବାଲା ସୀମାରେ ମୋଦି

ଜୈସେଲମର,୧୪।୧୧: ଭାରତୀୟ ଯବାନଙ୍କ ମନୋବଳ ବଢ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାଜସ୍ଥାନର ଜୈସେଲମରର ଲୋଙ୍ଗେଓ୍ବାଲାଠାରେ ପହଞ୍ଚିଛନ୍ତି। ଦୀପାବଳି ଅବସରରେ ସେ ଯବାନମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦିଙ୍କ ସହିତ ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାପ୍‌ ବିପନ ରାଓ୍ବତ, ସେନା...

ବିଷାକ୍ତ ହୋଇନି ବାୟୁ

ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୧୪ା୧୧ – ଅନୁଗୋଳ ଜିଲାରେ ବାୟୁ ପ୍ରଦୂଷଣ ସ୍ଥିତି ସୁଧୁରିଛି। ବିଶେଷକରି କରୋନା ପରଠାରୁ ଲଗାଯାଇଥିବା ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ ଏଥିରେ ସହାୟ ହୋଇଛି। ଜିଲାର ତାଳଚେର ଓ ନାଲ୍‌କୋ ଅଞ୍ଚଳରେ କେବେ...

ଢେଙ୍କାନାଳ ଜିଲାରେ ସୀମା ଟପିଲା ବର୍ବରତା: ୪ବର୍ଷର ଶିଶୁକୁ ବଳାତ୍କାର ପରେ ହତ୍ୟା

ଢେଙ୍କାନାଳ ଅଫିସ/କାମାକ୍ଷାନଗର/କାଳିଆପାଣି(ଡି.ଏନ୍‌.ଏ.), ୧୩।୧୧-ଢେଙ୍କାନାଳ-ଯାଜପୁର ସୀମାନ୍ତ କଙ୍କଡ଼ାହାଡ଼ ଥାନା ଖରଖରି ଗ୍ରାମରେ ଜଣେ ୪ବର୍ଷର ଶିଶୁଙ୍କୁ ବଳାତ୍କାର ପରେ ନିର୍ମମ ଭାବେ ପଥରରେ ଛେଚି ହତ୍ୟା କରାଯାଇଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି କେତେଜଣ ବ୍ୟକ୍ତି ଏପରି ଜଘନ୍ୟକାଣ୍ଡ ଘଟାଇଥିବା ମୃତ ଶିଶୁକନ୍ୟାଙ୍କ ବାପା...

ଥାନା ଭିତରେ ଲାଠି, ଗୋଇଠା ମାଡ଼ ମାମଲା: ବିବାଦୀୟ ଥାନାଧିକାରୀଙ୍କୁ ୨ ବର୍ଷ ଥାନା ମନା

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ)/ ପାଟଣା (ସ୍ବ.ପ୍ର.) – କେନ୍ଦୁଝର ଜିଲା ପାଟଣା ଥାନା ଭିତରେ ଅଭିଯୁକ୍ତ ଯୁବକଙ୍କୁ ଲାଠିରେ ନିସ୍ତୁକ ପିଟିବା ସହ ଗୋଇଠା ମାଡ଼ ମାମଲାରେ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ୨ବର୍ଷ ଯାଏ...

ଭୁବନେଶ୍ୱରରୁ ଆଜି ୫୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ। ସାଢ଼େ ୪ କୋଟି ଓଡ଼ିଆଙ୍କ ହୃଦୟର ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପାଠ...

ଆଜି ଆଉ ୧୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୨ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ସୁନ୍ଦରଗଡ଼...

ଆଜି ରାଜ୍ୟରେ ୧୦୧୮ ପଜିଟିଭ୍‌ ଚିହ୍ନଟ: ରାୟଗଡ଼ାରେ ଶୂନ, ୨୯ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ୨୯ ଜିଲାରୁ ୧୦୧୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୭୦୦୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୮୫ ଜଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri