Tag Archives: Home Middle

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୬୪ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୧୨୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୧୦, ସୁନ୍ଦରଗଡରୁ ୭୯, ବାଲେଶ୍ୱରରୁ ୭୬, ବଲାଙ୍ଗୀରରୁ ୭୬, କଟକରୁ ୭୪, ମୟୂରଭଞ୍ଜରୁ ୬୫, ନୂଆପଡାରୁ ୬୧,...

ସ୍ବାଭାବିକ ହେବ ଅର୍ଥନୀତି: ଆତ୍ମନିର୍ଭର ଭାରତ ୩.୦ ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ,୧୨।୧୧: କରୋନା ମହାମାରୀରେ ଦେଶର ଅର୍ଥ ବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସହାୟତା ପ୍ୟାକେଜ୍‌ ଘୋଷଣା ଜାରି ରହିଛି। ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଶର ଅଥିନୀତିକୁ ସ୍ବାଭାବିକ କରିବା...

୨୦୨୧ରେ ୫ ରାଜ୍ୟରେ ନିର୍ବାଚନ: ୪ ରାଜ୍ୟ ଉପରେ ଭାଜପାର ଲକ୍ଷ୍ୟ

ନୂଆଦିଲ୍ଲୀ,୧୨।୧୧: ଦେଶର ୫ ରାଜ୍ୟରେ ଆସନ୍ତା ବର୍ଷ ୨୦୨୧ରେ ବିଧାନସଭା ନିର୍ବାଚନ ହେବ। ଏନେଇ ଭାଜପା ପକ୍ଷରୁ ୪ ରାଜ୍ୟରେ କ୍ଷମତା ହାସଲ ପାଇଁ ରଣନୀତି ପ୍ରସ୍ତୁତ କରାଯାଉଛି। ବିହାରରେ ଭାଜପାର ସ୍ଥିତି ସୁଦୃଢ଼ ହେବା ପରେ ଅନ୍ୟ ରାଜ୍ୟ...

ରାଜୌରୀ-ପୁଞ୍ଚ୍‌ରେ ମୋର୍ଟାର ଶେଲିଂ ମାଡ଼ କଲା ପାକିସ୍ତାନ

ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଜାଣିଶୁଣି ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ଗୁରୁବାର ପୂର୍ବାହ୍ନ ୯ଟାରେ ପୁଞ୍ଚ୍‌ ଏବଂ ରାଜୌରୀ ଜିଲାରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ପୁଞ୍ଚ୍‌ ଜିଲାର ଶାହପୁର,...

ସ୍ବୀକାର କଲା ପାକିସ୍ତାନ: ୨୬/୧୧ ମୁମ୍ବାଇ ଆକ୍ରମଣରେ ଥିଲେ ୧୧ ଲଶ୍କର ଆତଙ୍କବାଦୀ

ନୂଆଦିଲ୍ଲୀ/ଇସଳାମାବାଦ୍‌,୧୨।୧୧: ମୁମ୍ବାଇରେ ହୋଇଥିବା ୨୬/୧୧ ଆକ୍ରମଣରେ ୧୧ ଜଣ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସାମିଲ୍‌ ଥିଲେ। ଏସମ୍ପର୍କରେ ପ୍ରଥମ ଥର ପାଇଁ ପାକିସ୍ତାନ ସ୍ବୀକାର କରିଛି। ଏନେଇ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ କୁହାଯାଇଛି। ଗତ କିଛି ବର୍ଷ ଧରି...

କଠୋର ନୁହେଁ କୋହଳ କର

ଅନୁଗୋଳ ଅଫିସ, ୧୨ା୧୧: କୋଭିଡ୍‌ କଟକଣା ମଧ୍ୟରେ ରାଜ୍ୟରେ ଉପନିର୍ବାଚନ ହେଲା। ଧାଡ଼ିରେ ଠିଆ ହୋଇ ଲକ୍ଷାଧିକ ଭୋଟର ଭୋଟ ଦେଲେ। ତେଣୁ ପୋଲିସ ଓ ମନ୍ଦିର ପରିଚାଳନା କମିଟି ସହଯୋଗରେ ଏଣିକି ଧର୍ମାନୁଷ୍ଠାନ ଖୋଲାଯାଉ। ଭକ୍ତମାନେ ଧାଡ଼ିରେ ଯାଇ ଦିଅଁ...

ଗିନିଜ୍‌ ରେକର୍ଡରେ କଳାହାଣ୍ଡିର ଯୋଗବ୍ୟାସ

କେସିଙ୍ଗା, ୧୨।୧୧ (ଡି.ଏନ.ଏ.): ଓଡ଼ିଶାର ୩ୟ ଏଭରେଷ୍ଟ ପର୍ବତାରୋହୀ ଭାବେ କଳାହାଣ୍ଡି ଜିଲା କେସିଙ୍ଗାର ଯୋଗବ୍ୟାସ ଭୋଇ ଗିନିଜ୍‌ ରେକଡର୍ର ଅଧିକାରୀ ହୋଇଛନ୍ତି। ସେ ୧ ଘଣ୍ଟା ମଧ୍ୟରେ ସର୍ବାଧିକ ପର୍ବତାରୋହଣ ଫଟୋ ଫେସ୍‌ବୁକ୍‌ରେ ପୋଷ୍ଟ କରି ଏହି ରେକର୍ଡ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୪୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୩୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ ଜିଲାରୁ ୧୦୬, କଟକରୁ ୯୯, ବଲାଙ୍ଗୀରରୁ ୮୬, କେନ୍ଦ୍ରାପଡାରୁ ୭୬, ବରଗଡରୁ ୭୧, ନୂଆପଡାରୁ ୭୦,...

ଦୀପାବଳି ପୂର୍ବରୁ ଏଲ୍‌ଏସିରୁ ହଟିବେ ଭାରତ-ଚାଇନା !

ନୂଆଦିଲ୍ଲୀ,୧୧।୧୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦର ସମାଧାନ ଖୁବ୍‌ ଶୀଘ୍ର ହେବ ବୋଲି କୁହାଯାଉଛି। ଦୀପାବଳି ପୂର୍ବରୁ ଦୁଇ ପକ୍ଷ ବିବାଦୀୟ ଅଞ୍ଚଳରୁ ପଛକୁ ହଟିବେ ବୋଲି ସହମତି ପ୍ରକାଶ କରିଛନ୍ତି। ଫିଙ୍ଗର...

ଜୀବନ ସୁରକ୍ଷା ହିଁ ସର୍ବୋତ୍ତମ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୧।୧୧: ଜୀବନକୁ ସୁରକ୍ଷିତ ରଖିବା ହିଁ ସର୍ବୋତ୍ତମ। ଜୀବନ ତୁଳନାରେ ଅନ୍ୟ କାହାର ଗୁରୁତ୍ୱ ନାହିଁ ବୋଲି ବୁଧବାର ସୁପ୍ରିମ୍‌କୋର୍ଟ କହିଛନ୍ତି। ଏହା ସହିତ ପଶ୍ଚିମବଙ୍ଗରେ ବାଣଫୁଟା ଉପରେ ଲାଗିଥିବା ପ୍ରତିବନ୍ଧକ ହଟାଇବା ଆବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଦେଇଛନ୍ତି।...

ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୧୫ ଆକ୍ରାନ୍ତ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୬୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ରାଜ୍ୟରୁ ପୁଣି ୧୨୨୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୩ଲକ୍ଷ ୫ହଜାରରେ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୨୨୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦୫୦୦୦ ହଜାରରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri