Tag Archives: Home Middle

ଚାଇନାର ନୂଆ ଷଡ଼ଯନ୍ତ୍ର: ବ୍ରହ୍ମପୁତ୍ରରେ ନିର୍ମାଣ କରିବ ନଦୀବନ୍ଧ

ନୂଆଦିଲ୍ଲୀ,୯।୧୧: ଲଦାଖରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଏପରିସ୍ଥଳେ ଚାଇନା ଅରୁଣାଚଳ ପ୍ରଦେଶ ନିକଟରେ ବ୍ରହ୍ମପୁତ୍ର ନଦୀର ନିମ୍ନ ଅବବାହିକାରେ ନଦୀବନ୍ଧ କରିବାକୁ ଷଡ଼ଯନ୍ତ୍ର ରଚିଛି। ଏନେଇ ଚାଇନାର କମ୍ୟୁନିଷ୍ଟ ସରକାର ଘୋଷଣା କରିଛନ୍ତି। ଏହି ପରିଯୋଜନା...

କିଏ ଛୁଇଁବ କୁହୁକ ସଂଖ୍ୟା ୧୨୨

ପାଟନା,୯।୧୧: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ମଙ୍ଗଳବାର ଆରମ୍ଭ ହେବ। ରାଜ୍ୟର ମୋଟ ୨୪୩ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ଲାଗି କୁହୁକ ସଂଖ୍ୟା ୧୨୨ ରହିଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏହି କୁହୁକ ସଂଖ୍ୟା...

ଆଜି ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୪୪୧କୁ ବୃଦ୍ଧି

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୪୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧା...

ଆଜି ରାଜ୍ୟରେ ୧୨୧୯ ପଜିଟିଭ୍‌ ଚିହ୍ନଟ, ୧୦୦ ଉପରେ ୩ ଜିଲା

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସୋମବାର ୩୦ ଜିଲାରୁ ୧୨୧୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୨୭୯୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୦୮ ଜଣ...

ବାରାଣସୀକୁ ୬୧୪ କୋଟିର ଦୀପାବଳି ଉପହାର ଦେଲେ ମୋଦି

ବାରାଣସୀ,୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ସଂସଦୀୟ ଆସନ ବାରାଣସୀକୁ ସୋମବାର ୬୧୪ କୋଟି ଟଙ୍କାର ଦୀପାବଳି ଉପହାର ଦେଇଛନ୍ତି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ସେ ଏଠାରେ ୩୩ ପରିଯୋଜନାର ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି। ବାରାଣସୀକୁ ସ୍ମାର୍ଟ ସହର...

ହକି ଖେଳାଳି ନମିତା ଟୋପ୍ପୋ ପାଇବେ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର,୮ା୧୧(ବ୍ୟୁରୋ)-ଅର୍ନ୍ତଜାତୀୟ ହକି ଖେଳାଳି ନମିତା ଟୋପ୍ପୋ ଚଳିତବର୍ଷ ପାଇବେ ସମ୍ମାନଜନକ ଏକଲବ୍ୟ ପୁରସ୍କାର। ତାଙ୍କୁ ୨୮ତମ ଏକଲବ୍ୟ ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ଜୁରୀ କମିଟି ବୈଠକ ସହମତିରେ ତାଙ୍କ ନାମ ଘୋଷଣା କରାଯାଇଛି। ପୁରସ୍କାର ବାବଦକୁ...

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୮।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଭାରତୀୟ ସେନାଙ୍କ ସର୍ଚ୍ଚ ଅପରେଶନରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। କୁପଓ୍ବାରା ଜିଲାର ମାଛିଲି ସେକ୍ଟରଠାରେ ପାକିସ୍ତାନ ପଟୁ କିଛି ଆତଙ୍କବାଦୀ ଅନୁପ୍ରବେଶ କରୁଥିଲେ।...

କମିବାର ନାଁ ନେଉନି: ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ...

CORONAVIRUS UPDATE: ରାଜ୍ୟରେ ଆଜି ୧୪୩୪ ନୂଆ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ରବିବାର ୧୪୩୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୦୧୫୭୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

ରୋ-ପାକ୍ସ୍‌ ଫେରି ସେବା ଲୋକାର୍ପଣ କଲେ ମୋଦି: ପର୍ଯ୍ୟଟନ ଶିଳ୍ପର ହେବ ବିକାଶ

ଅହମଦାବାଦ,୮।୧୧: ଗୁଜରାଟର ହଜିରା ଏବଂ ଘୋଘା ମଧ୍ୟରେ ରୋ-ପାକ୍ସ୍‌ ଫେରି ସେବାର ଲୋକାର୍ପଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ରବିବାର ସମ୍ପନ୍ନ ହୋଇଛି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ମୋଦି କହିଛନ୍ତି ସେ ସୁରଟ ଏବଂ ସୌରାଷ୍ଟ୍ରର ବିକାଶ ପାଇଁ...

ଚାଇନାର ଷଡ଼ଯନ୍ତ୍ର: ଉତ୍ତର-ପୂର୍ବରେ ଉଗ୍ରବାଦୀ ସଂଗଠନକୁ ସହାୟତା

ନୂଆଦିଲ୍ଲୀ,୮।୧୧: ଭାରତ ଉତ୍ତର-ପୂର୍ବ ଅଞ୍ଚଳରେ ଉଗ୍ରବାଦ ବୃଦ୍ଧି ପାଇଁ ଚାଇନା ଷଡ଼ଯନ୍ତ୍ର ରଚିଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଲଦାଖରେ ଉତ୍ତେଜନା ସୃଷ୍ଟି ପରେ ଏବେ ଚାଇନା ଭାରତରେ ଅଶାନ୍ତି ବଢ଼ାଇବା ପାଇଁ...

ବିମୁଦ୍ରୀକରଣକୁ ପୂରିଲା ୪ ବର୍ଷ

୨୦୧୬ ନଭେମ୍ବର ୮ରେ କେନ୍ଦ୍ର ସରକାର ବିମୁଦ୍ରୀକରଣ ଘୋଷଣା ଦ୍ୱାରା ମହାତ୍ମା ଗାନ୍ଧୀ ସିରିଜର ୫୦୦ ଏବଂ ୧୦୦୦ ଟଙ୍କିଆ ନୋଟ୍‌ଗୁଡିକୁ ଅଚଳ କରିଦେଲେ। ଏହା ପରେ ନୂଆ ୫୦୦ ଏବଂ ୨୦୦୦ ଟଙ୍କିଆ ସହ ଅନ୍ୟ ନୂଆ ନୋଟ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri