Tag Archives: Home Middle

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ସୌଜନ୍ୟମୂଳକ ସାକ୍ଷାତ ସହ ନିର୍ବାଚନ...

କେଉଁ ଦଳକୁ ଯିବେ ସୌମ୍ୟରଞ୍ଜନ, ଆସିଲା ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର,୨୮।୪: ପୂର୍ବତନ ଖଣ୍ଡପଡା ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଲାଗି ରହିଥିବାବେଳେ ତାଙ୍କର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଯେଉଁଥିରେ ସେ କେଉଁ ଦଳକୁ ଯିବେ ଓ କେଉଁଠୁ ଲଢିବେ ଏନେଇ ସ୍ପଷ୍ଟ କରିଛନ୍ତି। ନିକଟରେ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ, ଦୁର୍ନୀତିଗ୍ରସ୍ତ ଓ ଅତ୍ୟାଚାରୀ ସରକାରକୁ ବଦଳାଇବା ଦରକାର। ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ...

‘ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ଆଦିବାସୀଙ୍କ ପାଇଁ ସ୍ବତନ୍ତ୍ର ସ୍ଥାନ ରହିଛି’

ଭବାନୀପାଟଣା/କୋକସରା/ଗୋଲାମୁଣ୍ଡା/ କର୍ଲାମୁଣ୍ଡା,୨୮।୪(ଉତ୍ତମ କୁମାର ଦାଶ/ ଦୁଷ୍ମନ୍ତ ପଟ୍ଟଯୋଶୀ/ବଟକୃଷ୍ଣ ପଣ୍ଡା/ପ୍ରଦୀପ ସାହୁ): ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର କଳାହାଣ୍ଡି ଜିଲାର ଧର୍ମଗଡ଼, ଜୁନାଗଡ଼, ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନ ମଣ୍ଡଳୀରେ ମାରାଥନ ପ୍ରଚାର କରିଛନ୍ତି।...

ଜଙ୍ଗଲ ନିଆଁରେ ଓଡ଼ିଶା ଦେଶରେ ପ୍ରଥମ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ)ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବାବେଳେ ଜଙ୍ଗଲ ନିଆଁ ବନ ବିଭାଗକୁ ଚିନ୍ତାରେ ପକାଇଦେଇଛି। ତେବେ ବନ ବିଭାଗର ତ୍ୱରିତ ପଦକ୍ଷେପ ଏବଂ ସମସ୍ତ ବ୍ୟବସ୍ଥା ଯୋଗୁ ଗତବର୍ଷ ତୁଳନାରେ ରାଜ୍ୟରେ ଜଙ୍ଗଲ ନିଆଁ...

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ ରୋକ ଲଗାଇଛନ୍ତି। ଏହାପରେ ଭାରତର କୋଣ ଅନୁକୋଣରେ ପ୍ୟାକେଟ ମସଲା ବ୍ୟବହାରକୁ ନେଇ...

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌। ଏଠାରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଗୋଆ ହେଉଛି ଭାରତୀୟ ଜନତା...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା ପାଇଁ ଶନିବାର ତାଙ୍କ ନାଁ ସୁପାରିସ କରିଛି ପ୍ରଦେଶ କଂଗ୍ରେସ। ଏନେଇ ଏଆଇସିସିକୁ...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି। ସେହିପରି ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଟିକେଟ୍‌ ମିଳିଥିବାବେଳେ ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁଙ୍କୁ ଟିକେଟ୍‌...

ସିଦ୍ଧାନ୍ତ-ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଅନୁଭବ…

ଭୁବନେଶ୍ୱର,୨୭।୪: ୮ଟି ଆସନ ପ୍ରାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଯେଉଁଥିରେ ଅଭିନେତା ଅରିନ୍ଦମ ରାଏଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍‌ ନେଇଛି। କିନ୍ତୁ ଅନୁଭବ ମହାନ୍ତିଙ୍କୁ ନିରାଶ କରିଛି ବୋଲି କୁହାଯାଉଛି। ବାରବାଟୀ-କଟକ ନଚେତ ସାଲେପୁରରୁ...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଆଉ ୩ ଆସନ ବାକିଅଛି। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri