Tag Archives: Home Middle

କ୍ଷମତା ଦଖଲ ପାଇଁ ବାଇଡେନ ପ୍ରସ୍ତୁତ: ପରାଜୟ ସ୍ବୀକାର କରିବାକୁ ଅରାଜି ଟ୍ରମ୍ପ୍‌

ଓ୍ବାଶିଂଟନ,୫।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍‌ ଏବେ କ୍ଷମତା ଦଖଲ ମୁହାଁ ହେବାରେ ଲାଗିଛନ୍ତି। ଇତିମଧ୍ୟରେ ୫୦ ରାଜ୍ୟ ମଧ୍ୟରୁ ୪୩ ରାଜ୍ୟର ଫଳାଫଳ ମିଳିଛି। ମିଳିଥିବା ଫଳାଫଳ ଅନୁସାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ...

ଡିସେମ୍ବର ୨ୟ ସପ୍ତାହ ପରେ ସଂକ୍ରମଣ ଆଶଙ୍କା

ଭୁବନେଶ୍ୱର,୫।୧୧(ବ୍ୟୁରୋ): ୟୁରୋପ ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶରେ ପ୍ରଥମ ପର୍ଯ୍ୟାୟ କୋଭିଡ୍‌ ସଂକ୍ରମଣ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି। ଓଡ଼ିଶାରେ ଡିସେମ୍ବର ଦ୍ୱିତୀୟ ସପ୍ତାହ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ରହିଛି। ଏବେଠାରୁ ସତର୍କ ରହିବାକୁ ପଡିବ...

କାମଚଳାରେ ଚାଲିଛି କାମ

ଢେଙ୍କାନାଳ ଅଫିସ, ୫।୧୧:  ଶିଳ୍ପରେ ସମୃଦ୍ଧ। ପର୍ଯ୍ୟଟନ ସମ୍ଭାରରେ ଭରପୂର। ରାଜନୈତିକ ଏବଂ ପ୍ରଶାସନିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ। ଏସବୁ ବଢ଼ାଇଛି ଢେଙ୍କାନାଳର ଗୁରୁତ୍ୱ। ହେଲେ ରାଜ୍ୟର କେନ୍ଦ୍ରସ୍ଥଳରେ ଅବସ୍ଥିତ ଏହି ଜିଲାର ପ୍ରଶାସନିକ ପରିଚାଳନା ବ୍ୟବସ୍ଥା ଢିଲା ପଡ଼ିଛି। ଦୀର୍ଘଦିନ ଧରି...

ରାତି ପାହିଲେ ବନିଶୀ ଖୋଜା, ମାଛ ଧରି ଚଳୁଛନ୍ତି ଶହେ ପରିବାର

ବାଲେଶ୍ୱର ଅଫିସ, ୫।୧୧-ରାତି ପାହିଲେ ଖୋଜା ପଡ଼େ ବନିଶୀ। ବୁଢ଼ାବଳଙ୍ଗ ନଦୀ ୟୁଟର୍ଣ୍ଣ ମାରି ସମୁଦ୍ରଆଡ଼କୁ ବୋହିଯାଇଥିବା ଚାରିଗୋଛିଆ ମୁହାଣରେ ଏହି ବନିଶୀ ସାହଯ୍ୟରେ ମାଛ ଧରି ବାଲେଶ୍ୱର ଜିଲା ସଦର ବ୍ଲକ ଶ୍ରୀକୋଣା ପଞ୍ଚାୟତ ଚାରିଗୋଛିଆ ଗ୍ରାମର ଶହେ...

ହାତୀ ଘଉଡ଼ାଇବାକୁ ରାତି ଅନିଦ୍ରା

ଖମାର,୫ା୧୧:  ହାତୀ ଖାଇଯାଉଛନ୍ତି ଧାନ ଫସଲ। ବାର୍‌ହା ମଧ୍ୟ ନଷ୍ଟ କରୁଛନ୍ତି ଚାଷ। ବାରମ୍ବାର ଅଭିଯୋଗ ପରେ ବି ବନ୍ୟଜନ୍ତୁ ଉପଦ୍ରବ ରୋକିପାରୁନି ବନ ବିଭାଗ। ତେଣୁ ନିଜ ଫସଲ ବଞ୍ଚାଇବାକୁ ମଞ୍ଚାରେ ରାତି ଅନିଦ୍ରା ହୋଇ ଜଗି ବସୁଛନ୍ତି ଚାଷୀ।...

ମିଛ ଖେଲୋ ଇଣ୍ଡିଆ ବିଜ୍ଞାପନ: ସାଇର ତଦନ୍ତ ଦାବି

ନୁଆଦିଲ୍ଲୀ,୫।୧୧(ପି.ଟି.): ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ଖେଲୋ ଇଣ୍ଡିଆ ଗେମ୍ସ ପାଇଁ ଏକ ମିଛ ବିଜ୍ଞାପନ ଜରିଆରେ ଆଥଲେଟମାନଙ୍କୁ ଧୋକା ଦିଆଯିବା ପରେ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଏ ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଏ...

୨୦ରୁ ଶୀତ ଅଧିବେଶନ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଚଳିତମାସ ୨୦ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେବ। ଏହା ୨୦ରୁ ଆରମ୍ଭ ହୋଇ ୩୧ ପର୍ଯ୍ୟନ୍ତ ଚାଲିବ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ବଜେଟ୍‌ ଅଧିବେଶନ କାଣ୍ଟ୍‌ଛାଣ୍ଟ ହୋଇଥିଲା। ଏପରିକି...

ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଚାଲିଛି ଗଣତି, ଟ୍ରମ୍ପ୍‌-ବାଇଡେନ କଡ଼ା ଟକ୍କର

ଓ୍ବାଶିଂଟନ,୪ା୧୧: ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି କିଏ ହେବ ସେନେଇ ସମଗ୍ର ବିଶ୍ୱବାସୀଙ୍କ ନଜର ରହିଛି। ଆମେରିକାରେ ରାଷ୍ଟ୍ରପତି ହେବା ପାଇଁ ମୋଟ୍‌ ୨୭୦ ଇଲେକ୍ଟୋରାଲ ଭୋଟ୍‌ ଆବଶ୍ୟକ। ତେବେ ଏନେଇ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବାଇଡେନଙ୍କ ମଧ୍ୟରେ କଡ଼ା...

ରାଜଧାନୀରେ ଖସୁଛି କରୋନା ଗ୍ରାଫ୍‌: ଆଜି ୭୫ ଚିହ୍ନଟ, ସୁସ୍ଥ ହେଲେ ୧୪୨

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ବୁଧବାର ରାଜଧାନୀରୁ ୭୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪ ଜଣ...

ମହାକାଶରୁ ଶତ୍ରୁ ଉପରେ କଡ଼ା ନଜର ରଖିବ ଇସ୍ରୋର ଉପଗ୍ରହ: ଚାଇନା-ପାକିସ୍ତାନର ବଢ଼ିଲା ଚିନ୍ତା

ବେଙ୍ଗାଲୁରୁ,୪।୧୧: ଏଣିକି ଉପଗ୍ରହ ସହାୟତାରେ ଭାରତ ସୀମାରେ ଶତ୍ରୁ ଉପରେ କଡ଼ା ନଜର ରଖିବାକୁ ସକ୍ଷମ ହେବ। ନଭେମ୍ବର ୭ରେ ଇସ୍ରୋ ପକ୍ଷରୁ ଇଓଏସ୍‌-୦୧ ଉପଗ୍ରହକୁ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍‌ ସେଣ୍ଟରରୁ ମହାକାଶକୁ ଅପରାହ୍ନ ୩ଟା ୨ରେ ପ୍ରେରଣ...

ଏ ମାସରେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ନଭେମ୍ବର ମାସରେ ହିଁ ରାଜ୍ୟରେ ଖୋଲିବ ସ୍କୁଲ। ୫ଟି ବର୍ଗର ଅଂଶୀଦାରଙ୍କ ସହ ଆଲୋଚନା ପରେ ବୁଧବାର ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ତେବେ ସ୍କୁଲ ଖୋଲିବା ନେଇ ଏସ୍‌ଓପି ଏବେ ଡ୍ରାଫ୍ଟ...

କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ: ରାଜ୍ୟରେ ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୩୬୪ରେ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୩୬୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri