Tag Archives: Home Middle

କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ: ରାଜ୍ୟରେ ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୩୬୪ରେ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୩୬୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

CORONAVIRUS UPDATE: ରାଜ୍ୟରେ ପୁଣି ୧୪୭୪ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୨,୯୫,୮୮୯ରେ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୪୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୫,୮୮୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...

ସଙ୍କଟରେ ମୁମ୍ବାଇ: ୨୬ ଡିସେମ୍ବରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ !

ମୁମ୍ବାଇ,୪।୧୧: ମୁମ୍ବାଇ ପାଇଁ ସଙ୍କଟ ଦେଖାଦେଇଛି। ୨୬ ଡିସେମ୍ବରରେ ଏଠାରେ ଆତଙ୍କବାଦୀ ଆକ୍ରମଣ ହେବାର ଆଶଙ୍କା ରହିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ମୁମ୍ବାଇକୁ ହାଇ ଆଲର୍ଟରେ ରଖାଯାଇଛି। ଆତଙ୍କବାଦୀମାନେ...

ମ୍ୟାଜିକ୍‌ ନମ୍ବର ମୁହାଁ ବାଇଡେନ୍‌

ଓ୍ବାଶିଂଟନ,୪।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଏବେ ରୋଚକ ମୋଡ଼ରେ ପହଞ୍ଚିଛି। ଇତିମଧ୍ୟରେ ୫୦ ରାଜ୍ୟ ମଧ୍ୟରୁ ୪୧ ରାଜ୍ୟର ଫଳାଫଳ ମିଳିଛି। ମିଳିଥିବା ଫଳାଫଳ ଅନୁସାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ପଛରେ ପକାଇ ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍‌...

ଅର୍ଣ୍ଣବଙ୍କୁ ଉଠାଇ ନେଲା ମୁମ୍ବାଇ ପୋଲିସ

ମୁମ୍ବାଇ, ୪।୧୧: ରିପବ୍ଲିକ ଟିଭି ମୁଖ୍ୟ ଅର୍ଣ୍ଣବ ଗୋସ୍ବାମୀଙ୍କୁ ବୁଧବାର ସକାଳେ ଜୋରଜବରଦସ୍ତ ମୁମ୍ବାଇ ପୋଲିସ ଉଠାଇ ନେଇଛି। ଅର୍ଣ୍ଣବଙ୍କ ମୁମ୍ବାଇସ୍ଥିତ ବାସଭବନରେ ପଶି ପୋଲିସ ତାଙ୍କୁ ଉଠାଇ ନେଇଥିବା ଜଣାପଡ଼ଛି। ଏଥିସହ ପୋଲିସ ତାଙ୍କୁ ମାଡ଼ ମାରିଥିବା ଅଭିଯୋଗ...

ଦୀପାବଳି: ବିକ୍ରି, ଫୁଟାଇବା ନିଷିଦ୍ଧ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଆସନ୍ତା ୧୪ ତାରିଖରେ ଦୀପାବଳି ପାଳିତ ହେବ। ଆଲୋକର ଏହି ପର୍ବରେ ବାଣ ବିକ୍ରି କିମ୍ବା ଫୁଟାଇବାକୁ ନିଷେଧ କରାଯାଇଛି। ନଭେମ୍ବର ୧୦ରୁ ୩୦ ଯାଏ ବାଣ ବିକ୍ରି କିମ୍ବା ଫୁଟାଯିବ ନାହିଁ। କରୋନା ସଂକ୍ରମଣ ତଥା ଜନସ୍ବାର୍ଥକୁ...

ବାଲେଶ୍ୱର ଉପନିର୍ବାଚନ: ୭୦ ପ୍ରତିଶତ ମତଦାନ: ତିର୍ତ୍ତୋଲ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ମଙ୍ଗଳବାର ଶେଷ ହୋଇଛି। ଉଭୟ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା...

ଶେଷ ହେଲା ତିର୍ତ୍ତୋଲ, ବାଲେଶ୍ୱର ଉପନିର୍ବାଚନ: ଇଭିଏମ୍‌ରେ ସିଲ୍‌ ୧୫ ଜଣଙ୍କ ଭାଗ୍ୟ

ଭୁବନେଶ୍ୱର,୩ା୧୧(ବ୍ୟୁରୋ)-ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ମଙ୍ଗଳବାର ଶେଷ ହୋଇଛି। ଉଭୟ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,...

ରାଜ୍ୟରେ ସୁସ୍ଥ ହେଲେ ୧୪୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୧୧(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୧୪୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୨୮, କେନ୍ଦ୍ରାପଡାରୁ ୧୦୪, ସୁନ୍ଦରଗଡରୁ ୭୭, ଅନୁଗୋଳରୁ ୭୨, ବଲାଙ୍ଗିରରୁ ୬୫, ପୁରୀରୁ ୫୬, ବାଲେଶ୍ୱରରୁ ୫୪,...

ବାଣ ବିକ୍ରି ଓ ଫୁଟାଇବା ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୩।୧୧(ବ୍ୟୁରୋ)-ମହାମାରୀ କରୋନାକୁ ନଜରରେ ରଖି ଆସନ୍ତା ଦୀପାବଳିରେ ବାଣ ବିକ୍ରି ଓ ଫୁଟାକୁ ନିଷିଦ୍ଧ ଘୋଷଣା କରାଯାଇଛି। ନଭେମ୍ବର ୧୦ ରୁ ୩୦ ପର୍ଯ୍ୟନ୍ତ ଏହି କଟକଣା ସାରା ରାଜ୍ୟରେ ଜାରି ରହିବ। ଏ ନେଇ ମଙ୍ଗଳବାର ସ୍ବତନ୍ତ୍ର ରିଲିଫ...

ଭୁବନେଶ୍ୱରରୁ ଆଜି ୬୯ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୧୮୦

ଭୁବନେଶ୍ୱର,୩।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୫୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ନାବାଳକ ସହ ଅପ୍ରାକୃତିକ ଯୌନ ସମ୍ପର୍କ ଉଦ୍ୟମ ଅଭିଯୋଗ: ଯୁବକ ଗିିରଫ

ପୁରୁଷୋତ୍ତମପୁର, ୩/୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳକଙ୍କୁ ଅପ୍ରାକୃତିକ ଯୌନ ସମ୍ପର୍କ ଲାଗି ଉଦ୍ୟମ କରିବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ପିଣ୍ଟୁ ବିଷୋଇ(୨୩)।ଗିରଫ ପରେ ପିଣ୍ଟୁଙ୍କୁ ବ୍ରହ୍ମପୁର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri