Tag Archives: Home Middle

ଦିନ ୩ଟା ସୁଦ୍ଧା ୫୫.୦୫% ମତଦାନ: ବାଲେଶ୍ୱରରେ ୫୪.୮୫% , ତିର୍ତ୍ତୋଲରେ ୫୫.୨୩%

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଉଭୟ ବାଲେଶ୍ୱର ଏବଂ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଭୋଟଗ୍ରହଣ ଜାରିରହିଛି। ସକାଳ ୭ଟାରୁ ଭୋଟ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ତେବେ ଦିନ ୩ଟା ସୁଦ୍ଧା ହାରାହାରି ୫୫.୦୫ % ମତଦାନ...

ଦିନ ୧ଟା ସୁଦ୍ଧା ବାଲେଶ୍ୱରରେ ୪୧.୩୬%, ତିର୍ତ୍ତୋଲରେ ୩୯.୬୮ % ମତଦାନ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଉଭୟ ବାଲେଶ୍ୱର ଏବଂ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଭୋଟଗ୍ରହଣ ଜାରିରହିଛି। ସକାଳ ୭ଟାରୁ ଭୋଟ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ତେବେ ଦିନ ୧ଟା ସୁଦ୍ଧା ବାଲେଶ୍ୱରରେ ୪୧.୩୬% ମତଦାନ ହୋଇଛି।...

ଆତଙ୍କବାଦ ବିରୋଧରେ ଫ୍ରାନ୍ସ୍‌ର କଡ଼ା ପଦକ୍ଷେପ: ମାଲି ଏୟାର ଷ୍ଟ୍ରାଇକ୍‌ରେ ୫୦ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ପ୍ୟାରିସ୍‌,୩।୧୧: ଆତଙ୍କବାଦ ବିରୋଧରେ ଫ୍ରାନ୍ସ୍‌ କଡ଼ା ପଦକ୍ଷେପ ଗ୍ରହଣ କରିଛି। ଯୋଜନାବଦ୍ଧ ଭାବେ ସରକାରଙ୍କ ପକ୍ଷରୁ ମାଲିରେ ଏୟାର ଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୫୦ ଅଲ୍‌-କାଏଦା ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏନେଇ ଫ୍ରାନ୍ସ୍‌ ପ୍ରତିରକ୍ଷା ମନ୍ତ୍ରୀ ଫ୍ଲୋରେନ୍ସ୍‌ ପାର୍ଲେ...

କରୋନା ମହାମାରୀର ଫାଇଦା ନେଉଛି ପାକିସ୍ତାନ: ଆତଙ୍କବାଦୀ ଅନୁପ୍ରବେଶ ପାଇଁ ରଚିଛି ଷଡ଼ଯନ୍ତ୍ର

ଜେନେଭା/ନୂଆଦିଲ୍ଲୀ,୩।୧୧: କରୋନା ମହାମାରୀର ଫାଇଦା ନେଇ ପାକିସ୍ତାନ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର ରଚିଛି। ଜାତିସଂଘରେ ଭାରତ ପକ୍ଷରୁ ପାକିସ୍ତାନ ବିରୋଧରେ ଏଭଳି ଅଭିଯୋଗ ଅଣାଯାଇଛି। ଜାତିସଂଘରେ ଭାରତର ସ୍ଥାୟୀ ମିଶନର ସଚିବ ଆଶିଷ ଶର୍ମା ଏହା କହିଛନ୍ତି।...

ପୁଣି ରାଜ୍ୟରେ ୧୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୨ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୫୨ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ...

ଭୂକମ୍ପ ଜୋନ୍‌ରେ ରାଜଧାନୀ: ୨ ବର୍ଷରେ ୬୪ ଥର ଥରିଛି

ନୂଆଦିଲ୍ଲୀ,୩।୧୧: ରାଜଧାନୀ ଦିଲ୍ଲୀ ଭୂକମ୍ପ ଜୋନ୍‌ରେ ରହିଛି। ଏଠାରେ ଗତ ୨ ବର୍ଷ ମଧ୍ୟରେ ୬୪ ଥର ଭୂକମ୍ପ ହୋଇଛି। ସେଥିମଧ୍ୟରୁ ୫୬ଥର ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪ରୁ ୪.୯ ମଧ୍ୟରେ ରହିଛି। ୮ଥର ୫ରୁ ଅଧିକ...

ତିର୍ତ୍ତୋଲ, ବାଲେଶ୍ୱର ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ: ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍‌

ଭୁବନେଶ୍ୱର,୩ା୧୧(ବ୍ୟୁରୋ): ତିର୍ତ୍ତୋଲ ଏବଂ ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ କଡ଼ା କଟକଣା ମଧ୍ୟରେ ମଙ୍ଗଳବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସାମାଜିକ ଦୂରତ୍ୱ, ମାସ୍କ ବ୍ୟବହାର ସହ କୋଭିଡ ଗାଇଡଲାଇନ ଅନୁସାରେ ଭୋଟ ଗ୍ରହଣ କରାଯାଉଛି ।...

ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, ୨।୧୧(ବ୍ୟୁରୋ): ଚକାଆଖି ସବୁ ଦେଖୁଛି, ପୁଅ ମୋର କଳା ଠାକୁର ଭଳି ଅନେକ ସୁପରହିଟ୍‌ ଫିଲ୍ମ ଦେଇସାରିଥିବା ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କର ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ଜଟଣୀସ୍ଥିତ...

ରାଜ୍ୟପାଳଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ଟୁଇଟ୍‌ କରି ସୂଚନା ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ରେ ଲେଖିଛନ୍ତି, ‘ମାନ୍ୟବର ରାଜ୍ୟପାଳ...

ବିହାର ନିର୍ବାଚନ: ୯୪ ଆସନରେ ମଙ୍ଗଳବାର ମତଦାନ

ପାଟନା,୨।୧୧: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୯୪ଟି ଆସନରେ ମତଦାନ ମଙ୍ଗଳବାର କରାଯିବ। ଏସବୁ ଆସନ ମଧ୍ୟରୁ ୫୦ ଏବେ ଏନ୍‌ଡ଼ିଏ ଦଖଲରେ ରହିଛି। ସେହିପରି ୪୧ ଆସନ ମହାମେଣ୍ଟ ଖାତାରେ ରହିଛି। ୨୦୧୫ ବିଧାନସଭା ନିର୍ବାଚନରେ ଆର୍‌ଜେଡି,...

୬୦ କୋଟି କରୋନା ଟିକା ବୁକିଂ କରିଛି ଭାରତ

ନୂଆଦିଲ୍ଲୀ,୨।୧୧: କରୋନା ମହାମାରୀ ଲଢ଼େଇରେ ଭାରତ ସରକାର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି। ଇତିମଧ୍ୟରେ ଭାରତ ସରକାର ୬୦ କୋଟି କରୋନା ଟିକା ବୁକିଂ କରିଛନ୍ତି। ସେହିପରି ଅନ୍ୟ ୧୦୦ କୋଟି ଟିକା ସଂଗ୍ରହ ପାଇଁ ଲକ୍ଷ୍ୟ ରଖିଛନ୍ତି। ଆଡଭାନ୍ସ୍‌...

ଆଜି ୧୦ ତଳେ କରୋନା ମୃତ୍ୟୁସଂଖ୍ୟା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri