Tag Archives: Home Middle

ଆଜି ୧୦ ତଳେ କରୋନା ମୃତ୍ୟୁସଂଖ୍ୟା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ...

ଆଜି ରାଜ୍ୟରେ ୧୩୮୯ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସୋମବାର ୩୦ ଜିଲାରୁ ୧୩୮୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩, ୨୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୯୮...

ଚାଇନାର ଦାଦାଗିରି: ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ନିର୍ମାଣ କରୁଛି ରେଳ ଲାଇନ୍‌

ନୂଆଦିଲ୍ଲୀ,୨।୧୧: ଏଲ୍‌ଏସିରେ ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଥିବା ଚାଇନା ଦାଦାଗିରି ଆରମ୍ଭ କରିଛି। ଭାରତର ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ଚାଇନା ସିଚୁଆନ୍‌-ତିବ୍ବତ ରେଳ ଲାଇନ୍‌ ନିର୍ମାଣ କରିବାକୁ ଯୋଜନା କରିଛି। ଏହାର ଲମ୍ବ ୧୦୧୧ କିଲୋମିଟର ହେବ। ଏହାର ନିର୍ମାଣ...

ରାଜ୍ୟପାଳଙ୍କୁ କରୋନା

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ରାଜ୍ୟପାଳ ନିଜେ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍‌ ଟେଷ୍ଟ୍‌ କରାଇ ନେବାକୁ ମଧ୍ୟ ରାଜ୍ୟପାଳ...

ନିଯୁକ୍ତି, ରାଜସ୍ବ ଗିଳିବ ସ୍ଲରି ପାଇପ୍‌

ଯାଜପୁର ଅଫିସ,୨।୧୧: ଶିଳ୍ପ କମ୍ପାନୀଗୁଡ଼ିକ ଏବେ ସ୍ଲରି ପାଇପ୍‌ ଲାଇନ ବିଛାଇ ଖଣିଜ ପଦାର୍ଥ ପରିବହନ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏଥିଯୋଗୁ କର୍ମନିଯୁକ୍ତି ହ୍ରାସ ପାଇବା ସହ ସରକାର ବିପୁଳ ପରିମାଣର ରାଜସ୍ବ ହରାଇବେ ବୋଲି ରାଜ୍ୟ ଜଳ ସମ୍ପଦ...

ମନ୍ଦିର ବନ୍ଦ ମନ ଭାଙ୍ଗିଲା

ଢେଙ୍କାନାଳ ଅଫିସ, ୨।୧୧:  ଆରମ୍ଭ ହୋଇଛି ଧର୍ମମାସ କାର୍ତ୍ତିକ। କାର୍ତ୍ତିକ ସୋମବାରରେ ଶିବଦର୍ଶନ କଲେ ମହାଦେବଙ୍କ ଅପାର କରୁଣା ମିଳେ ବୋଲି କାହିଁ କେଉଁ କାଳରୁ ବିଶ୍ୱାସ ରହିଛି। ହେଲେ ଚଳିତବର୍ଷ କରୋନା ଭକ୍ତ-ଭଗବାନଙ୍କ ମଧ୍ୟରେ ଦୂରତା ସୃଷ୍ଟି କରିଛି। ସଂକ୍ରମଣ...

ଅଦିନିଆ ବର୍ଷା ଉଜାଡିଲା ମକାଚାଷୀଙ୍କ ସ୍ବପ୍ନ

କୋକସରା, ୨।୧୧(ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକରେ ଅଦିନିଆ ବର୍ଷା ଉଜାଡିଦେଲା ଚାଷୀଙ୍କ ସ୍ବପ୍ନ। ବର୍ଷାରେ ଶହଶହ ଏକର ଧାନ ଫସଲ କ୍ଷତିହୋଇ ଗଜା ହୋଇଯିବାରୁ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ଚାଷୀ। ହେଲେ ବ୍ଲକର ମକା ଚାଷୀ...

ଆଜି ରାଜ୍ୟରେ ଆରୋଗ୍ୟ ହେଲେ ୧୮୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧ା୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୧୮୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୫୨, ଅନୁଗୋଳରୁ ୧୪୮, ସୁନ୍ଦରଗଡରୁ ୯୭, ପୁରୀରୁ ୯୬, ମୟୂରଭଞ୍ଜରୁ ୮୩, ବଲାଙ୍ଗିରିରୁ ୭୬, ଯାଜପୁରରୁ ୭୬,...

ଭୁବନେଶ୍ୱରରେ ଆଜି ୮୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୨୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୬୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୦୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ପୁଣି ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୩୧ରେ ପହଞ୍ଚିଲା

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ...

ରାଜ୍ୟରେ ଆଜି ୧୭୦୯ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ରବିବାର ୩୦ ଜିଲାରୁ ୧୭୦୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୧,୮୨୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮୫...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଶାହାପୁର-କିରନି-କ୍ୱାସବା ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧।୧୧: ଜମ୍ମୁୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ରବିବାର ସକାଳ ୭ଟା ୩୦ରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ସୀମାବର୍ତ୍ତୀ ଅଞ୍ଚଳର ପୁଞ୍ଚ୍‌ ଜିଲାର ଶାହାପୁର,କିରନି ଏବଂ କ୍ୱାସବା ସେକ୍ଟରରେ ମୋର୍ଟାର ଶେଲିଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri