Tag Archives: Home Middle

ମୋଦିଙ୍କ କଡ଼ା ଜବାବ: ବିହାରରେ ଡବଲ୍‌ ଯୁବରାଜଙ୍କ ସ୍ଥିତି ହେବ ଦୟନୀୟ, ଡବଲ ଇଞ୍ଜିନ ସରକାର ଆଗେଇବ

ପାଟନା,୧।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଛପରାଠାରେ ଆୟୋଜିତ ସଭାରେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ସେ କଂଗ୍ରେସର ରାହୁଲ ଗାନ୍ଧୀ ଏବଂ ଆର୍‌ଜେଡ଼ିର ତେଜସ୍ବୀ ଯାଦବଙ୍କ ନାମ ନ ନେଇ କହିିଛନ୍ତି ଯେ,...

ରାଜ୍ୟରେ ସୁସ୍ଥ ହେଲେ ୧୯୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୧୯୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୪୫ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୫୩, ବଲାଙ୍ଗୀରରୁ ୧୩୮, ସୁନ୍ଦରଗଡରୁ ୧୦୧, ମୟୂରଭଞ୍ଜରୁ ୯୬, ଜଗତସିଂହପୁରରୁ ୮୧, ଅନୁଗୋଳରୁ ୭୮, କଳାହାଣ୍ଡିରୁ ୭୮,...

ରାଜଧାନୀରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ତଥାପି ରହିବାକୁ ପଡ଼ିବ ସତର୍କ: ବିଏମ୍‌ସି କମିଶନର

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର ରାଜଧାନୀରୁ ୮୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୯ ଜଣ...

ଭାରତୀୟ ବିମାନ ସେବାରେ ପ୍ରଥମ ମହିଳା ସିଇଓ ଭାବେ ନିଯୁକ୍ତ ହେଲେ ହରପ୍ରୀତ୍‌

ନୂଆଦିଲ୍ଲୀ,୩୧ା୧୦: ଭାରତୀୟ ବିମାନ ଚଳାଚଳ କ୍ଷେତ୍ରରେ ଇତିହାସ ରଚିଛନ୍ତି ହରପ୍ରୀତ୍‌ ଏ.ଡି.ସିଂହ। ହରପ୍ରୀତ୍‌ ଏଲାୟନ୍ସ ଏୟାରର ପ୍ରଥମ ମହିଳା ସିଇଓ ଭାବେ ନିଯୁକ୍ତ ହୋଇଛନ୍ତି। ସେ ବର୍ତ୍ତମାନ ଏୟାର ଇଣ୍ଡିଆ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ  ଅଛନ୍ତି। ଏଆଇର ସବୁଠାରୁ ବରିଷ୍ଠ କମାଣ୍ଡରମାନଙ୍କ...

ମୁଣ୍ଡରୁ ବାହାର କରିବାକୁ ପଡ଼ିବ ବାବୁ ପଣିଆ: ପ୍ରୋବେସନାରୀ ଆଇଏଏସ୍‌ ଅଫିସରଙ୍କୁ ମୋଦିଙ୍କ ପରାମର୍ଶ

ଅହମଦାବାଦ,୩୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟ ଗସ୍ତରେ ପ୍ରୋବେସନାରୀ ଆଇଏଏସ୍‌ ଅଫିସରଙ୍କୁ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ନିୟମ ଏବଂ ଭୂମିକା ମଧ୍ୟରେ ସନ୍ତୁଳନ ରଖିବା ଅପରିହାର୍ଯ୍ୟ ବୋଲି ମୋଦି କହିଛନ୍ତି। ଲୋକଙ୍କ ସେବା ପାଇଁ ମୁଣ୍ଡରୁ ବାବୁ ପଣିଆ ବାହାର...

ବଦଳିବ ସ୍କୁଲ ଖୋଲିବା ତାରିଖ: ନଭେମ୍ବରରେ ଖୋଲିବ, କିନ୍ତୁ ୧୬ରେ ନୁହେଁ…

ଭୁବନେଶ୍ୱର ୩୧।୧୦(ବ୍ୟୁରୋ): ନଭେମ୍ବର ୧୬ରେ ଖୋଲିବନି ସ୍କୁଲ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଏ ନେଇ ଖୁବ୍‌ଶୀଘ୍ର ଏସ୍‌ଆର୍‌ସି ସଂଶୋଧିତ ଗାଇଡ୍‌ଲାଇନ ଜାରି କରିବେ ବୋଲି ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ,...

ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍‌: ଜାଣନ୍ତୁ କ’ଣ ଖୋଲିବ, କ’ଣ ବନ୍ଦ ରହିବ…

ଭଚବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ଜାରି କରିଛନ୍ତି ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍‌। ନଭେମ୍ବର ମାସ ଯାଏ ଜାରି ହୋଇଥିବା ଏହି ଗାଇଡ୍‌ଲାଇନ୍‌ରେ ସ୍କୁଲ ଖୋଲିବାକୁ ସରକାର ଅନୁମତି ଦେଇଛନ୍ତି। ତେବେ କେବଳ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ସ୍କୁଲ ଯିବାକୁ...

ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୨୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

CORONAVIRUS UPDATE: ରାଜ୍ୟରେ ପୁଣି ୧୪୭୦ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଲା

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୪୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ନଭେମ୍ବର ୧୬ରୁ ସ୍କୁଲ ଯିବେ ନବମରୁ ଦ୍ୱାଦଶ ଶ୍ରେଣୀ ପିଲା

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ମହାମାରୀ କରୋନା ପାଇଁ ରାଜ୍ୟରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଅନ୍‌ଲକ୍‌-୬ରେ ଶିକ୍ଷାନୁଷ୍ଠାନ ଖୋଲିଛନ୍ତି ରାଜ୍ୟ ସରକାର। ନଭେମ୍ବର ୧୬ରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ନବମରୁ ଦ୍ୱାଦସ ବ୍ୟତୀତ ଅନ୍ୟ ସବୁ ଶିକ୍ଷାନୁଷ୍ଠାନ...

ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୩୧।୧୦: ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କର ୧୪୫ ତମ ଜନ୍ମ ବାର୍ଷିକୀରେ ଦେଶ ଶ୍ରଦ୍ଧାଞ୍ଜଳି ଦେଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର...

‘ଫରାସୀଙ୍କୁ ହତ୍ୟା କରିପାରିବେ ମୁସଲମାନ’

କୁଆଲାଲମ୍ବୁର,୩୧ା୧୦: ନିସ୍‌ ଆକ୍ରମଣର କିଛି ସମୟ ପରେ ମାଲେସିଆର ପୂର୍ବତନ ପ୍ରଧାନମନ୍ତ୍ରୀ ମହାଥିର ମହମ୍ମଦ ଟୁଇଟର୍‌ରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ ଲକ୍ଷ ଫରାସୀଙ୍କୁ ହତ୍ୟା କରିବା ଅଧିକାର ମୁସଲମାନମାନଙ୍କର ରହିଛି। ଏହାକୁ ନେଇ ଫ୍ରାନ୍ସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri