Tag Archives: Home Middle

ଟିକା ପାଇଁ ବୀମା କବଚ

ବ୍ରସେଲ୍ସ,୩୧ା୧୦: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କରୋନା ଭାକ୍ସିନର ଏକ ବୀମା ଯୋଜନା ପ୍ରସ୍ତୁତ କରାଯାଉଛି। ଏହି ସ୍କିମ ପାଇଁ ଅନ୍ୟ କେତେକ ପକ୍ଷଙ୍କ ସହ ମିଶି ଡବ୍ଲ୍ୟୁଏଚ୍‌ଓ ଏକ ପାଣ୍ଠି ଗଠନ କରିବ। ବୀମା ଯୋଜନାରେ ୯୨...

ନଭେମ୍ବରରେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ନଭେମ୍ବରରେ ସ୍କୁଲ ଖୋଲିବ। ଏନେଇ ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଏ ସଂକ୍ରାନ୍ତରେ ପ୍ରସ୍ତାବ ପଠାଯାଇଛି। ଅନୁମୋଦନ ପରେ ସ୍କୁଲ ଖୋଲିବା...

ଭୁବନେଶ୍ୱରରୁ ଆଜି ୮୭ ପଜିଟିଭ୍‌ ଚିହ୍ନଟ : ଲୋକାଲ କେସ ୬୮

ଭୁବନେଶ୍ୱର,୩୦।୧୦(ଡି.ଏନ.ଏ.)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୬୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ଆଜି ଆଉ ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୦୦ ଟପିଲା

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ୩...

ରାଜ୍ୟରେ ଆଜି ୧୫୪୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୧୫୪୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୮,୬୪୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୯୧...

ଏବର୍ଷ ହେବନି ବାଲିଯାତ୍ରା

କଟକ ଅଫିସ,୩୦ା୧୦: ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ହେବ ନାହିଁ। କରୋନା ମହାମାରୀ ସମୟରେ ଏଭଳି ଆୟୋଜନ ସମ୍ଭବ ନୁହେଁ। ଏନେଇ ସୂଚନା ଦେଇଛନ୍ତି କଟକ ଜିଲାପାଳ ଭବାନୀ ଶଙ୍କର ଚୟନି। ଏଥିସହିତ କଟକର ଧବଳେଶ୍ୱରଙ୍କ ପୀଠରେ ମଧ୍ୟ ବଡ଼ଓଷା...

ବିଦାହେବେ ଅପାରଗ କର୍ମଚାରୀ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ଅପାରଗ ସରକାରୀ କର୍ମଚାରୀଙ୍କ ପାଇଁ ସତର୍କ ଘଣ୍ଟି। ଯେଉଁ କର୍ମଚାରୀଙ୍କ କାର୍ଯ୍ୟଶୈଳୀ ସନ୍ତୋଷଜନକ ନୁହେଁ କିମ୍ବା ସେମାନଙ୍କ ନିକଟରେ ପ୍ରଶାସନିକ ଦକ୍ଷତାର ଅଭାବ ରହିଛି ସେଭଳି କର୍ମଚାରୀଙ୍କୁ ସରକାର ବାଧ୍ୟତାମୂଳକ ଅବସର ଦେବାକୁ ପ୍ରସ୍ତୁତ ହେଉଛନ୍ତି। ପ୍ରଶାସନିକ ଦକ୍ଷତାକୁ ବୃଦ୍ଧି...

ରାଜଭବନ ଛକ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଡିଏନ୍‌ଏରୁ ସ୍ପଷ୍ଟ ହେଲା ସୀମାଞ୍ଚଳ ମୃତ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜଭବନ ଛକ ନିକଟରେ ଥିବା ପେଟ୍ରୋଲ ପମ୍ପ୍‌ ବିସ୍ଫୋରଣ ଘଟଣା ପରଠାରୁ ବ୍ରହ୍ମପୁରର ସୀମାଞ୍ଚଳ ପରିଡ଼ା ନିଖୋଜ ଥିଲେ। ଘଟଣାସ୍ଥଳରୁ ଖଣ୍ଡ ବିଖଣ୍ଡିତ ଶରୀରର କିଛି ମାଂସ ଖଣ୍ଡ ମିଳିଥିଲା। ଏହି ବିସ୍ଫୋରଣରେ ସୀମାଞ୍ଚଳଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ...

ବାୟୁ ପ୍ରଦୂଷଣ କଲେ କୋଟିଏ ଜରିମାନା, ୫ ବର୍ଷ ଜେଲ

ନୂଆଦିଲ୍ଲୀ, ୨୯।୧୦: ଦିଲ୍ଲୀରେ ବାୟୁ ପ୍ରଦୂଷଣସ୍ତର ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଦିଲ୍ଲୀ ଏନ୍‌ସିଆର୍‌ରେ ବାୟୁ ପ୍ରଦୂଷଣ କଲେ ପ୍ରଦୂଷଣକାରୀଙ୍କୁ କୋଟିଏ ଟଙ୍କା ଜରିମାନା ଏବଂ...

ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୯୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ...

CORONAVIRUS UPDATE: ରାଜ୍ୟରେ ୧୬୧୭ ନୂଆ ପଜିଟିଭ୍‌ ଚିହ୍ନଟ, କମୁଛି ସଂଖ୍ୟା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୧୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭୦୯୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

ପୋଲିସଙ୍କୁ ସୁପ୍ରିମ୍‌କୋର୍ଟଙ୍କ ତାଗିଦ୍‌: ସୀମା ଅତିକ୍ରମ ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ, ୨୯।୧୦: ସୋସିଆଲ୍‌ ମିଡ଼ିଆରେ କରାଯାଉଥିବା ପୋଷ୍ଟକୁ ନେଇ ସୁପ୍ରିମ୍‌କୋର୍ଟ ପୋଲିସଙ୍କୁ ତାଗିଦ୍‌ କରିଛନ୍ତି। ଲୋକଙ୍କୁ ଏନେଇ ଅଯଥା ହଇରାଣ ନ କରିବାକୁ ସୁପ୍ରିମ୍‌କୋର୍ଟ କହିଛନ୍ତି। ପୋଲିସ ନିଜର ସୀମା ଅତିକ୍ରମ ନ କରିବାକୁ କୋର୍ଟ ପରାମର୍ଶ ଦେଇଛନ୍ତି। ସରକାରଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri