Tag Archives: Home Middle

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୦୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୁଳରୁ ୧୫୯ଜଣ, କଟକରୁ ୧୪୧, ସୁନ୍ଦରଗଡ଼ରୁ ୧୩୧ଜଣ, ଯାଜପୁରରୁ ୧୧୩ଜଣ, ବାଲେଶ୍ୱରରୁ ୧୦୪ଜଣ, ମୟୁରଭଞ୍ଜରୁ ୧୦୧ଜଣ, କଳାହାଣ୍ଡିରୁ ୯୧ଜଣ,...

ଦାଦାବଟି ମାଗି ୫ ସାମ୍ବାଦିକ ଗିରଫ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ଦାଦାବଟି ମାଗିବା ଅଭିଯୋଗରେ କମିଶନରେଟ ପୋଲିସ ପାଞ୍ଚ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ସମୁଦାୟ ୬ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ନଗଦ ଟଙ୍କା, ବାଇକ, କାର୍‌ ଓ ମୋବାଇଲ ଜବତ ହୋଇଛି। ପୋଲିସ କହିଛି, ଖଣ୍ଡଗିରି ଥାନା...

ରେଳ ଧାରଣାରୁ ମିଳିଲା ପରିବାରର ୩ ଜଣଙ୍କ ମୃତଦେହ

ଟିକିରି/ଦଶମନ୍ତପୁର,୨୬ା୧୦(ଡି.ଏନ୍‌.ଏ.)-କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ସିଙ୍ଗାରାମ ରେଳ ଷ୍ଟେଶନ ନିକଟରୁ ସୋମବାର ଗୋଟିଏ ପରିବାରର ୩ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ୍‌ ଚିକାମ୍ବ ଗ୍ରାମର କେଶବ ସୁବୁଦ୍ଧି(୩୮), ଝିଅ ଶ୍ରେୟା(୧୨) ଏବଂ...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ। ଜଣେ ଜାମିନଦାର ଏବଂ ୧ ଲକ୍ଷ ଟଙ୍କା ବେଲଦଣ୍ଡରେ ଜାମିନ ମିଳିଛି। ଦିଲୀପଙ୍କ ସହ ଅନ୍ୟ ୨ ଦୋଷୀଙ୍କୁ ମଧ୍ୟ ଜାମିନ ମଞ୍ଜୁର ହୋଇଛି। ଦିଲୀପଙ୍କୁ ୩ ବର୍ଷ...

ରାଜ୍ୟରେ ଆଉ ୧୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି।...

CORONAVIRUS UPDATE: ରାଜ୍ୟରେ ପୁଣି ୧୪୮୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୧୪୮୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୨୬୯୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ

ନୂଆଦିଲ୍ଲୀ, ୨୬।୧୦: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ। କୋଇଲା ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସ୍ବତନ୍ତ୍ର ସିବିଆଇ କୋର୍ଟ। ୧୯୯୯ ଝାରଖଣ୍ଡର କୋଲ୍‌ କ୍ଲକ ଆବଣ୍ଟନ ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଏହି...

ଭାରତ ଶକ୍ତିଶାଳୀ ବୋଲି ସ୍ବୀକାର କଲା ଆମେରିକା: ମିଳିମିଶି କାମ କରିବାକୁ କହିଲା

ଓ୍ବାଶିଂଟନ, ୨୬।୧୦: ଭାରତକୁ ଏକ ଶକ୍ତିଶାଳୀ ରାଷ୍ଟ୍ର ଭାବେ ଆମେରିକା ସ୍ବୀକାର କରିଛି। ଭାରତ ସହିତ ମିଳିମିଶି କାମ କରିବାକୁ ଆମେରିକା ଆଗ୍ରହୀ ବୋଲି କହିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ କାର୍ଯ୍ୟକୁ ପୂର୍ବରୁ...

କାହାର ଇଛାରେ ନୁହେଁ ବିପଦକୁ ଦେଖି ଭାରତ ଲଢ଼ିବ ଯୁଦ୍ଧ: ଡୋଭାଲ୍‌

ହରିଦ୍ୱାର, ୨୬।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଲଗାତାର ଉତ୍ତେଜନା ବଢ଼ି ଚାଲିଛି। ଏପରିସ୍ଥଳେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ ଦେଇଛନ୍ତି। ସେ ଉତ୍ତରାଖଣ୍ଡର ହରିଦ୍ୱାରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଯେ,...

ସଡ଼କ ଦୁର୍ଘଟଣାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ପାଟଣା,୨୫।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରୀ ଶିଶୁ ମନ୍ଦିର ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ...

ଭୁବନେଶ୍ୱରରୁ ଆଜି ଆଉ ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୪୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୭୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।...

ପ୍ରାଥମିକ ସ୍କୁଲରେ ଆଖିବୁଜା ଗୁଳିମାଡ଼: ୮ ମୃତ, ୧୨ ଆହତ

ୟାଉଣ୍ଡେ, ୨୫।୧୦: ଆଫ୍ରିକୀୟ ଦେଶ କ୍ୟାମେରୁନ୍‌ରେ କେତେକ ଅଜଣା ବନ୍ଧୁକଧାରୀ ଏକ ପ୍ରାଥମିକ ସ୍କୁଲରେ ପଶି ଆଖିବୁଜା ଗୁଳିମାଡ଼ କରିଛନ୍ତି। ଏଥିରେ ୮ ଜଣ ପିଲାଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri