Tag Archives: Home Middle

ଭାକ୍ସିନ ନେଇ ୩୨ ମୃତ

ସିଓଲ୍‌,୨୪ା୧୦:ଦକ୍ଷିଣ କୋରିଆରେ ଫ୍ଲୁ’ଜନିତ ସ୍ବାସ୍ଥ୍ୟ ସଙ୍କଟ ଦୂର କରିବା ପାଇଁ ସରକାର ଟିକାକରଣ କାର୍ଯ୍ୟକ୍ରମ ଚଳାଇଥିବାବେଳେ ଆଉ ଏକ ବିପଦ ମାଡ଼ିଆସିଛି। ‘କୋଭିଡ୍‌-୧୯’ ଏବଂ ‘ଇନ୍‌ଫ୍ଳୁଏଞ୍ଜା’କୁ ଦେଶରେ ‘ଟ୍ବିନଡେମିକ୍‌’ ବା ଯଁାଳା ମହାମାରୀ ବୋଲି ଅଭିହିତ କରାଯାଉଛି। ଏହି ଟ୍ବିନଡେମିକ୍‌ର...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୩୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୩୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୨୦୪, ବାଲେଶ୍ୱରରୁ ୧୬୨, ମୟୁରଭଞ୍ଜରୁ ୧୨୬, କଟକରୁ ୧୨୨, ସୁନ୍ଦରଗଡରୁ ୧୦୯, ଯାଜପୁରରୁ ୧୦୭, ବରଗଡରୁ ୮୮,...

ଆଜି ଆଉ ୧୮ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୨୦୦ ଟପିଲା

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା, ଅନୁଗୋଳ,...

ରାଜ୍ୟରେ ଆଜି ୧୭୯୩ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୧୭୯୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୭,୮୮୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୩୧...

ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଘନୀଭୂତ ହୋଇ ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଗଭୀର ଅବପାତ(ଡିପ୍‌ ଡିପ୍ରେଶନ)ରେ ପରିଣତ ହେବା ସମ୍ଭାବନା ରହିଛି। ତେବେ ଲଘୁଚାପ ବାତ୍ୟାରେ ପରିଣତ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୨୧୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୧୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୪୯, କଟକରୁ ୧୪୦, ସୁନ୍ଦରଗଡରୁ ୧୧୪, ବାଲେଶ୍ୱରରୁ ୧୦୪, ମୟୁରଭଞ୍ଜରୁ ୧୦୦, ନବରଙ୍ଗପୁରରୁ ୧୦୦, ନୂଆପଡାରୁ ୯୯,...

ଦୁର୍ଗାପୂଜାରେ ନିର୍ବାଚନୀ ଶଙ୍ଖ ଫୁଙ୍କିଲେ ମୋଦି: ମିଶନ ପଶ୍ଚିମବଙ୍ଗ ଆରମ୍ଭ

ନୂଆଦିଲ୍ଲୀ, ୨୨।୧୦: ଦେଶରେ ଦ୍ରୁତ ଗତିରେ ମହିଳା ସଶକ୍ତି କରଣ ଅଭିଯାନ ଜାରି ରହିଛି। ଇତିମଧ୍ୟରେ ୨୨ କୋଟି ମହିଳାଙ୍କ ପାଇଁ ବ୍ୟାଙ୍କରେ ସଞ୍ଚୟ ଖାତା ଖୋଲାଯାଇଛି। ସେହିପରି ମହିଳାଙ୍କୁ ସହଜ ସୁଧହାରରେ ଋଣ ଦେବା ଯୋଗୁ ମହିଳାଙ୍କ ବିକାଶ...

ବାଲାକୋଟରେ ଆତଙ୍କବାଦୀଙ୍କ କଣ୍ଟ୍ରୋଲ୍‌ ରୁମ୍‌: ଭାରତରେ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ର

ଶ୍ରୀନଗର, ୨୨।୧୦: ପାକିସ୍ତାନ ସୈନ୍ୟ ବିଭାଗ ପକ୍ଷରୁ ପୁଣି ଥରେ ବାଲାକୋଟରେ ଆତଙ୍କବାଦୀଙ୍କ ପାଇଁ କଣ୍ଟ୍ରୋଲ ରୁମ୍‌ ସ୍ଥାପନ କରାଯାଇଛି। ମୁଜାଫରାବାଦ ଦେଇ ଭାରତରେ ଅନୁପ୍ରବେଶ କରିବାକୁ ଆତଙ୍କବାଦୀଙ୍କୁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଭାରତ...

ଆଜି ରାଜ୍ୟରେ ପୁଣି ୧୯୧୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୧୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୦୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା...

ବିହାର ବିଧାନସଭା ନିର୍ବାଚନରେ ଭାଜପାର ୧୧ ସଂକଳ୍ପ: ମାଗଣା କରୋନା ଟିକା-୧୯ଲକ୍ଷଙ୍କୁ ନିଯୁକ୍ତି

ପାଟନା, ୨୨।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ୧୧ ସଂକଳ୍ପ ଥିବା ଘୋଷଣା ପତ୍ର ଗୁରୁବାର ଜାରି କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପସ୍ଥିତିରେ ଘୋଷଣା ପତ୍ର ଜାରି କରାଯାଇଛି। ଏହି ଅବସରରେ ରାଜ୍ୟ ଭାଜପା ଅଧ୍ୟକ୍ଷ...

ନୌସେନାରେ ସାମିଲ ହେଲା କଓ୍ବରାତ୍ତିି

ବିଶାଖାପଟ୍ଟନମ୍‌, ୨୨।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଉତ୍ତେଜନା ବଢୁଥିବାବେଳେ ଭାରତ ନିଜର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ଲାଗିଛି। ଏହି ମର୍ମରେ ବୁଡ଼ା ଜାହାଜ କଓ୍ବରାତ୍ତିିକୁ ଗୁରୁବାର ଆନ୍ଧ୍ରପ୍ରଦେଶର ବିଶାଖାପଟ୍ଟନମ୍‌ ସ୍ଥିିତ ନାଭାଲ ଡକୟାର୍ଡରେ ନୌସେନାରେ ସାମିଲ କରାଯାଇଛି। ସେନା...

ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ୍‌ମାର୍କର ରୂପ ନେଇ ସାରିଛି। ଗୁରୁବାର ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri