Tag Archives: Home Middle

କେନ୍ଦ୍ର ଆଣିବ ଆଉ ଏକ ପ୍ୟାକେଜ

ନୂଆଦିଲ୍ଲୀ: କରୋନା ଦ୍ୱାରା ଅର୍ଥ ବ୍ୟବସ୍ଥା ବର୍ତ୍ତମାନ କ୍ଷତିଗ୍ରସ୍ତ ହୋଇ ରହିଛି। ସରକାର ପୂର୍ବରୁ ପ୍ରାୟ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଥିଲେ। ପୁଣି ଥରେ ଆଉ ଏକ ପ୍ୟାକେଜ ଆଣିବା ଦିଗରେ କାର୍ଯ୍ୟକ୍ରମ ଜାରି ରହିଥିବା...

ପିଆଜ ଆମଦାନୀ କଟକଣା କୋହଳ ହେଲା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ପିଆଜ ଆମଦାନୀ ଉପରେ ରହିଥିବା କଟକଣାକୁ କୋହଳ କରିଛନ୍ତି। ଡିସେମ୍ବର ୧୫ ଯାଏ ଏହି ନିୟମ କୋହଳ କରାଯାଇଛି। ଘରୋଇ ବଜାରକୁ ପିଆଜ କିଭଳି ଶୀଘ୍ର ଆସିପାରିବ ତା’ ଉପରେ ଧ୍ୟାନ ରଖାଯାଇଛି। ଏହା ହେଲେ...

୧୧୦୬ ସ୍କୁଲରେ ଝୁଲିବ ତାଲା

ବାରିପଦା ଅଫିସ,୨୨ା୧୦-ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଦିବାସୀ ଅଧ୍ୟୁଷିତ ଜିଲାମାନଙ୍କରେ ୨୦ରୁ କମ୍‌ ପିଲା ଥିବା ପ୍ରାଥମିକ ଓ ୨୫ରୁ କମ୍‌ ଛାତ୍ରୀଛାତ୍ର ଥିବା ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି।...

ଜମି ଲୋଭରୁ ଟ୍ରିପଲ ମର୍ଡର: ରକ୍ତରେ ଭିଜିଲା ଲପଡା ଗାଁ

ସମ୍ବଲପୁର,୨୧ା୧୦(ବ୍ୟୁରୋ)-ଜମି ବିବାଦକୁ କେନ୍ଦ୍ର କରି ସମ୍ବଲପୁର ଜିଲା ମହୁଲପାଲି ଥାନା ଲପଡା ଗ୍ରାମରେ ବୁଧବାର ଟ୍ରିପଲ ମର୍ଡର ଘଟିଛି। ୩ ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ଫଳରେ ଗୋଟିଏ ପରିବାର ମୂଳପୋଛ ହୋଇଯାଇଛି। ମୃତକ ହେଲେ ପୀରବତୀ ବେହେରା...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୧୬ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୨୭୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୮୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ଼ରୁ ୨୦୬, ଅନୁଗୋଳରୁ ୨୦୧, ମୟୂରଭଞ୍ଜରୁ ୧୫୬, କଟକରୁ ୧୧୯, ନୂଆପଡ଼ାରୁ ୧୦୬, ବଲାଙ୍ଗିରରୁ ୧୦୫, ବରଗଡ଼ରୁ ୧୦୦,...

ବାୟୁ ପ୍ରଦୂଷଣ: ଭାରତରେ ୧୬ ଲକ୍ଷରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି

ନୂଆଦିଲ୍ଲୀ, ୨୧।୧୦: ବାୟୁ ପ୍ରଦୂଷଣ ଯୋଗୁ ପୃଥିବୀରେ ସଙ୍କଟ ଧୀରେଧୀରେ ଘନେଇ ଆସୁଛି। ପୃଥିବୀରେ ୨୦୧୯ରେ ୬୭ ଲକ୍ଷରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ଭାରତରେ ୧୬ ଲକ୍ଷ ୭୦ ହଜାରରୁ ଅଧିକ ଲୋକଙ୍କର ଜୀବନ...

ଅଧାରୁ ଅଧିକ ଚାଷୀଙ୍କୁ ଜଣା ନାହିଁ କୃଷି ଆଇନ: ତେବେ ବି ଚାଲିଛିି ବିରୋଧ-ସମର୍ଥନ

ନୂଆଦିଲ୍ଲୀ, ୨୧।୧୦: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପି ଚାଷୀ ଆନ୍ଦୋଳନ ଜାରି ରହିଛି। ତେବେ ଏକ ସର୍ଭେ ରିପୋର୍ଟ ଅନୁସାରେ ଦେଶର ଅଧାରୁ ଅଧିକ ଚାଷୀଙ୍କୁ କୃଷି ଆଇନ୍‌ ସମ୍ପର୍କରେ କିଛି ବି ଜଣା ନାହିଁ। ମାତ୍ର...

ଚାଇନାର ଗୁପ୍ତଚରୀ ମାମଲା: ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଉପରେ ଥିଲା କଡ଼ା ନଜର

ନୂଆଦିଲ୍ଲୀ, ୨୧।୧୦: ଚାଇନାର ଗୁପ୍ତଚରୀ ମାମଲାର ଖିଅ ଧିରେ ଧିରେ ଖୋଲିବା ଆରମ୍ଭ କରିଛି। ଚାଇନା ଗୁପ୍ତଚର କ୍ୱିଙ୍ଗ ଶିଙ୍କୁ ପଚରା ଉଚରା ସମୟରେ ଜଣାପଡ଼ିଛି ଯେ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାଳୟ ଉପରେ କଡ଼ା ନଜର ରଖାଯାଇଥିଲା।...

ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି...

CORONAVIRUS UPDATE: ରାଜ୍ୟରେ ନୂଆ ୧୯୩୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ପୁଣି ୧୯୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨୭୪୧୮୧ ଆକ୍ରାନ୍ତଙ୍କ ସଂଖ୍ୟା ୨୭୪୧୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ...

ପାର୍ବଣରେ ପାକିସ୍ତାନର ବଡ଼ ଷଡ଼ଯନ୍ତ୍ର: ସାମ୍ପ୍ରଦାୟିକ ଦଙ୍ଗା-ବାଟ୍‌ ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ

ନୂଆଦିଲ୍ଲୀ/ଇସଲାମାବାଦ୍‌, ୨୧।୧୦: ପାର୍ବଣ ଅବସରରେ ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଦେଶରେ ସାମ୍ପ୍ରଦାୟିକ ଦଙ୍ଗା ଏବଂ ଏଲ୍‌ଓସିରେ ବାଟ୍‌ ଆକ୍ରମଣ ଲାଗି ପାକିସ୍ତାନ ବ୍ଲୁ ପ୍ରିଣ୍ଟ୍‌ ପ୍ରସ୍ତୁତ କରିଛି। ଏଥିରେ ପାକିସ୍ତାନ ଗୋଇନ୍ଦା...

କଶ୍ମୀର-ଲଦାଖରେ ନିର୍ମାଣ ହେବ ୧୦ ସୁଡ଼ଙ୍ଗ: ଏଲ୍‌ଏସି-ଏଲ୍‌ଓସିରେ ଶୀଘ୍ର ପହଞ୍ଚିବ ସହାୟତା

ନୂଆଦିଲ୍ଲୀ, ୨୧।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଯବାନଙ୍କ ପାଖରେ ଶୀଘ୍ର ସହାୟତା ପହଞ୍ଚାଇବା ପାଇଁ ଲଦାଖ ଏବଂ କଶ୍ମୀରର ଉଚ୍ଚ ପାହାଡ଼ରେ ୧୦ ସୁଡ଼ଙ୍ଗ ନିର୍ମାଣ କରାଯିବ। ଏସବୁ ସୁଡ଼ଙ୍ଗ ପଥ ଦେଶ ଭାରତୀୟ ସେନା ବର୍ଷସାରା ଯିବା ଆସିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri