Tag Archives: Home Middle

ପାର୍ବଣରେ ପାକିସ୍ତାନର ବଡ଼ ଷଡ଼ଯନ୍ତ୍ର: ସାମ୍ପ୍ରଦାୟିକ ଦଙ୍ଗା-ବାଟ୍‌ ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ

ନୂଆଦିଲ୍ଲୀ/ଇସଲାମାବାଦ୍‌, ୨୧।୧୦: ପାର୍ବଣ ଅବସରରେ ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଦେଶରେ ସାମ୍ପ୍ରଦାୟିକ ଦଙ୍ଗା ଏବଂ ଏଲ୍‌ଓସିରେ ବାଟ୍‌ ଆକ୍ରମଣ ଲାଗି ପାକିସ୍ତାନ ବ୍ଲୁ ପ୍ରିଣ୍ଟ୍‌ ପ୍ରସ୍ତୁତ କରିଛି। ଏଥିରେ ପାକିସ୍ତାନ ଗୋଇନ୍ଦା...

କଶ୍ମୀର-ଲଦାଖରେ ନିର୍ମାଣ ହେବ ୧୦ ସୁଡ଼ଙ୍ଗ: ଏଲ୍‌ଏସି-ଏଲ୍‌ଓସିରେ ଶୀଘ୍ର ପହଞ୍ଚିବ ସହାୟତା

ନୂଆଦିଲ୍ଲୀ, ୨୧।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଯବାନଙ୍କ ପାଖରେ ଶୀଘ୍ର ସହାୟତା ପହଞ୍ଚାଇବା ପାଇଁ ଲଦାଖ ଏବଂ କଶ୍ମୀରର ଉଚ୍ଚ ପାହାଡ଼ରେ ୧୦ ସୁଡ଼ଙ୍ଗ ନିର୍ମାଣ କରାଯିବ। ଏସବୁ ସୁଡ଼ଙ୍ଗ ପଥ ଦେଶ ଭାରତୀୟ ସେନା ବର୍ଷସାରା ଯିବା ଆସିବା...

ସାବଧାନ ନ ହେଲେ ହଇରାଣ ହେବା

ଭୁବନେଶ୍ୱର, ୨୧ା୧୦(ବ୍ୟୁରୋ): ଆଗକୁ ପାର୍ବଣ ସାଙ୍ଗକୁ ଶୀତଦିନ ଆସୁଛି। ସଚେତନ ନ ରହିଲେ ପରିସ୍ଥିତି ପୁଣି ବିଗିଡ଼ିଯିବ। କେରଳ ଓ ପାଶ୍ଚାତ୍ୟ ଦେଶ ଭଳି ପୁଣି ସଂକ୍ରମଣ ବଢ଼ିଯିବ। ଆମେ ଓ ଆମ ପରିବାର ହଇରାଣ ହେବେ। ପାର୍ବଣରେ ସର୍ବସାଧାରଣ...

ଘରେ ରହି ପାଳନ କରନ୍ତୁ ପୂଜା; ସତର୍କତା ଅବଲମ୍ବନ କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ଭିଡିଓବାର୍ତ୍ତା ମାଧ୍ୟମରେ ସମ୍ବୋଧନ କରିଛନ୍ତି। ଶାରଦୀୟ ପୂଜା ସମୟରେ ସତର୍କତା ଅବଲମ୍ବନ କରିବାକୁ ସେ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଭିଡିଓବାର୍ତ୍ତାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରି...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର, ୨୦।୧୦: ଜମ୍ମୂ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ କାଠୁଆ ଜିଲାର ହିରାନଗର ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏନେଇ ଭାରତୀୟ ପ୍ରତିରକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି।...

ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ମଙ୍ଗଳବାର ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ତେବେ ସେ କ’ଣ ବାର୍ତ୍ତା ଦେଉଛନ୍ତି ତା ଉପରେ ସମସ୍ତଙ୍କର ନଜର ରହିଛି। ସେହିପରି ଆଜି ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ...

ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ହାଫିଜ୍‌ ସଇଦ୍‌-ସଲାଉଦିନ୍‌ଙ୍କୁ ବାଜଓ୍ବାଙ୍କ ଗୁପ୍ତ ନିର୍ଦ୍ଦେଶ

ଇସଲାମାବାଦ୍‌, ୨୦।୧୦: ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଲାଗି ପାକିସ୍ତାନ ସୈନ୍ୟ ବାହିନୀ ମୁଖ୍ୟ କ୍ୱମର ଜାଭେଦ୍‌ ବାଜଓ୍ବା ଲଶ୍ମର-ଇ-ତୋଏବା ମୁଖ୍ୟ ହାଫିଜ୍‌ ସଇଦ୍‌ ଏବଂ ହିଜିବୁଲ ମୁଜାହିଦ୍ଦିନ୍‌ ପ୍ରମୁଖ ସଲାଉଦିନ୍‌ଙ୍କୁ ଗୁପ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ପାକିସ୍ତାନ...

ବିହାର ବିଧାନସଭା ନିର୍ବାଚନ: ମାଓବାଦୀଙ୍କ ଟାର୍ଗେଟ୍‌ରେ ବଡ଼ ନେତା

ପାଟନା, ୨୦।୧୦: ବିହାରରେ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ତେବେ ଗୋଇନ୍ଦା ବିଭାଗ ପକ୍ଷରୁ ଜାରି ହୋଇଥିବା ସତର୍କ ସୂଚନା ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।...

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୦।୧୦: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ପୁଣି ସଫଳତା ମିଳିଛି। ଶୋପିଆନ୍‌ର ମଲହୋରା ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ହୋଇଥିବା ସର୍ଚ୍ଚ ଅପରେଶନ୍‌ରେ ୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଇଛି। ସେମାନଙ୍କଠାରୁ ଏ.କେ-୪୭ ରାଇଫଲ ଏବଂ ପିସ୍ତଲ ଜବତ କରାଯାଇଛି। ଏଠାରେ...

ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୬୮ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ...

CORONAVIRUS UPDATE: ରାଜ୍ୟରେ ୧୯୦୪ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୯୦୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୭୨୨୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

ନଭେମ୍ବର-ଡିସେମ୍ବରରେ ଭୟରେ ଥରିବ ଚାଇନା

ନୂଆଦିଲ୍ଲୀ, ୨୦।୧୦: ନଭେମ୍ବର ଏବଂ ଡିସେମ୍ବର ମାସରେ ଚାଇନା ଭୟରେ ଥରିବ ବୋଲି କୁହାଯାଉଛି। ନଭେମ୍ବରରେ ବଙ୍ଗୋପ ସାଗର ଏବଂ ଆରବ ସାଗରରେ ମାଲାବାର ନୌସେନା ଯୁଦ୍ଧାଭ୍ୟାସ କରାଯିବ। ଏଥିରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆ ଯୋଗଦେବେ। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri