Tag Archives: Home Middle

ଫେବୃୟାରୀ ବେଳକୁ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁବ ୬୫ କୋଟି

ନୂଆଦିଲ୍ଲୀ, ୨୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏପରିସ୍ଥଳରେ କେନ୍ଦ୍ରୀୟ ସରକାରୀ କମିଟି ପକ୍ଷରୁ ଜାରି ହୋଇଥିବା ରିପୋର୍ଟ ନେଇ ଲୋକ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ରିପୋର୍ଟରେ ଉଲ୍ଲେଖ ହୋଇଛି ଯେ, ଫେବୃୟାରୀ ବେଳକୁ ଦେଶରେ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୩୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୭୩୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୮୯, ଅନୁଗୋଳରୁ ୧୭୪, ସୁନ୍ଦରଗଡରୁ ୧୫୪, ବାଲେଶ୍ୱରରୁ ୧୧୪, ମୟୂରଭଞ୍ଜରୁ ୧୧୦, ପୁରୀରୁ ୧୦୯, ସମ୍ବଲପୁରରୁ ୧୦୭,...

୫ ବର୍ଷରେ ଦେଶରେ ୧୫ ଏମ୍ସ୍‌-୬ ଆଇଆଇଟି ସ୍ଥାପିତ ହୋଇଛି: ମୋଦି

ନୂଆଦିଲ୍ଲୀ, ୧୯।୧୦: ଗତ ୫ ବର୍ଷ ମଧ୍ୟରେ କେନ୍ଦ୍ର ସରକାର ଉଚ୍ଚଶିକ୍ଷା କ୍ଷେତ୍ରରେ ବହୁ ବିକାଶ କାର୍ଯ୍ୟ କରିଛନ୍ତି। ୨୦୧୪ଠାରୁ ବର୍ତ୍ତମାନ ସୁଦ୍ଧା ଦେଶରେ ୧୫ଟି ନୂଆ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ୍‌) ସ୍ଥାପିତ ହୋଇଛି। ସେହିପରି ୬ଟି ଭାରତୀୟ...

ଆଜି ଆଉ ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୧୫୨କୁ ବୃଦ୍ଧି

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୧୫୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଏବଂ...

ରାଜ୍ୟରେ ଆଜି ୧୯୮୨ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ୩୦୦

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୧୯୮୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୦,୩୪୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୫୬...

କରୋନା ଲଢ଼େଇ: ଭାରତର ପ୍ରସ୍ତାବକୁ ସମର୍ଥନ କଲେ ନେପାଳ-ପାକିସ୍ତାନ, ଅମଙ୍ଗ ହେଲା ଆମେରିକା

ଜେନେଭା, ୧୯।୧୦: କରୋନା ଲଢ଼େଇରେ ଭାରତ ପକ୍ଷରୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନକୁ ଦିଆଯାଇଥିବା ପ୍ରସ୍ତାବକୁ ନେପାଳ ଏବଂ ପାକିସ୍ତାନ ସମର୍ଥନ କରିଛନ୍ତି। ଅପରପକ୍ଷରେ ଆମେରିକା ପ୍ରସ୍ତାବରେ ଅମଙ୍ଗ ରହିଛି। ଭାରତ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା ଯେ, ପୃଥିବୀର ସମସ୍ତ ଦେଶକୁ କରୋନା...

ସୀମା ବିବାଦ: ଆସାମ-ମିଜୋରାମରେ ଜଳାପୋଡ଼ା

ନୂଆଦିଲ୍ଲୀ, ୧୯।୧୦: ସୀମା ବିବାଦକୁ ନେଇ ଆସାମ ଏବଂ ମିଜୋରାମରେ ଦୁଇଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟିବା ସହିତ ବ୍ୟାପକ ଜଳାପୋଡ଼ା ଘଟିଛି। ଦୁଇ ରାଜ୍ୟରର ସୀମାବର୍ତ୍ତୀ ଅଞ୍ଚଳ ଏପରି ଘଟିଛି। ଏସମ୍ପର୍କରେ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବୋଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପୁଣି ବୁଡ଼ାଇବ: ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ବର୍ଷାଦିନ ଚାଲିଯିବା ପରେ ଗୋଟିଏ ପରେ ଗୋଟିଏ ଲଘୁଚାପ ରାଜ୍ୟକୁ ଭିଜେଇ ଚାଲିଛି। ସୋମବାର ସନ୍ଧ୍ୟା ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା...

୧୭୪ ସ୍କୁଲରେ ଝୁଲିବ ତାଲା

ଅନୁଗୋଳ ଅଫିସ, ୧୯ା୧୦:  ଅନୁଗୋଳ ଜିଲାର ଆଉ ୧୭୪ ବିଦ୍ୟାଳୟରେ ତାଲା ଝୁଲାଇବେ ସରକାର। ବନ୍ଦ ହେବାକୁ ଥିବା ଏହି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକୁ ଚିହ୍ନଟ କରାଯାଇସାରିଛି। ବିଶେଷକରି ୨୦ରୁ କମ୍‌ ଛାତ୍ରୀଛାତ୍ର ଥିବା ଶିକ୍ଷାନୁଷ୍ଠାନରେ ତାଲା ପକାଇ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୬୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୨୬୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୩୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୦୪, ସୁନ୍ଦରଗଡରୁ ୧୭୧, ଅନୁଗୋଳରୁ ୧୪୮, ଯାଜପୁରରୁ ୧୧୯, ବାଲେଶ୍ୱରରୁ ୧୧୩, ସମ୍ବଲପୁରରୁ ୧୦୯, ମୟୂରଭଞ୍ଜରୁ ୯୯,...

ଭୁବନେଶ୍ୱରରୁ ଆଜି ଆଉ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୧ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୮୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।...

କଂଗ୍ରେସର ଜିଲା ସଭାପତି ତାଲିକା ପ୍ରକାଶ: ଖୋର୍ଦ୍ଧାରୁ ସୁର, ଗଞ୍ଜାମରୁ ରମେଶ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜ୍ୟ କଂଗ୍ରେସର ୩୩ ସାଙ୍ଗଠନିକ ଜିଲା ସଭାପତି ନିଯୁକ୍ତି ବିଜ୍ଞପ୍ତି ରବିବାର ପ୍ରକାଶ ପାଇଛି। ଅନୁଗୋଳ ପାଇଁ ବିପ୍ଳବ ଜେନା, ବଲାଙ୍ଗୀର ଦିଲ୍ଲୀପ କୁମାର ବେହେରା, ବରଗଡ଼, ନିହାର ମହାନନ୍ଦ, ବାଲେଶ୍ୱର ସଞ୍ଜୀବ ଗିରି, ଭଦ୍ରକ ସୁବ୍ରତ ଦାସ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri