Tag Archives: Home Middle

କରୋନା ସଂକ୍ରମଣରେ ଲାଗୁଛି ଲଗାମ୍‌: କମୁଛି ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଲଗାମ୍‌ ଲାଗିବାରେ ଲାଗିଛି। ଇତିମଧ୍ୟରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା କମି ୭ଲକ୍ଷ ୯୫ ହଜାର ୮୭ରେ ପହଞ୍ଚିଛି। ଅପରପକ୍ଷରେ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୬୫ ଲକ୍ଷ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୫୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୬୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୮୪, ପୁରୀରୁ ୧୪୭, ଅନୁଗୋଳରୁ ୧୩୮, ସମ୍ବଲପୁରରୁ ୧୩୭, କେନ୍ଦ୍ରାପଡାରୁ ୧୩୩, ବରଗଡରୁ ୯୮, ନବରଙ୍ଗପୁରରୁ ୮୯,...

ଭୁବନେଶ୍ୱରରୁ ଆଜି ୨୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୧୭୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ଓଡ଼ିଶାର ସୋଏବ ଅଫତାବ ହେଲେ ନିଟ୍‌ ଟପ୍ପର

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି)-୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ଓଡ଼ିଶାର ସୋଏବ ଅଫ୍‌ତାବ ଦେଶରେ ଟପ୍ପର ହୋଇଛନ୍ତି। ଦିଲ୍ଲୀର ଆକାଂକ୍ଷା ସିଂ ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ ତେଲେଙ୍ଗାନାର ତୁମ୍ମଲା...

ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା: ମୃତକଙ୍କ ସଂଖ୍ୟା ଟପିଲା ୧୧ ଶହ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୦୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ...

CORONAVIRUS UPDATE: ରାଜ୍ୟରେ ପୁଣି ୨୧୩୮ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୬୪୧୪୯ରେ ପହଞ୍ଚିଲା

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ): ଶୁକ୍ରବାର ପୁଣି ୨୧୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୪୧୪୯ରେ ପହଞ୍ଚିଛି। ଏେ ନଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଶୁକ୍ରବାର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଅନେକ ପ୍ରଶଂସକ ତାଙ୍କୁ ଶୁଭେଚ୍ଛୀ ଜଣାଇଛନ୍ତି। ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟରରେ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ତାଙ୍କ...

୭୫ରେ ନବୀନ: ଦୂରଦର୍ଶୀ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ ଓ ଅଦ୍ୱିତୀୟ। ସ୍ବଚ୍ଛ ଭାବମୂର୍ତ୍ତି ତାଙ୍କୁ ଓଡ଼ିଶା ରାଜନୀତିରେ ଜଣେ ଜନପ୍ରିୟ ନେତା ଭାବେ ପରିଚିତ କରାଇଛି। ଦୁଇ ଦଶନ୍ଧି ଧରି କ୍ଷମତାରେ ରହିବା ପରେ ମଧ୍ୟ ତାଙ୍କ ବ୍ୟକ୍ତିତ୍ୱ ଅକ୍ଷୁଣ୍ଣ ରହିଛି। ସ୍ବଚ୍ଛ...

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ଚିର ଋଣୀ। ଗତ...

ସହରୀ ମାଓବାଦ-ଜେହାଦ୍‌ ସମ୍ପର୍କର ପର୍ଦ୍ଦାଫାଶ୍‌: ଏନ୍‌ଆଇଏ ଚାର୍ଜଶିଟ୍‌ରେ ଉଲ୍ଲେଖ

ନୂଆଦିଲ୍ଲୀ, ୧୫।୧୦: ସହରୀ ମାଓବାଦ ଏବଂ ଜେହାଦ୍‌ ମଧ୍ୟରେ ଥିବା ସମ୍ପର୍କର ପର୍ଦ୍ଦାଫାଶ୍‌ ହୋଇଛି। ଏନେଇ ଏନ୍‌ଆଇଏ ଚାର୍ଜଶିଟ୍‌ରେ ଉଲ୍ଲେଖ କରାଯାଇଛି। ସହରୀ ମାଓବାଦକୁ ଜେହାଦୀ ସଂଗଠନ ପାଣ୍ଠି ସଂଗ୍ରହ କରି ଯୋଗାଉ ଥିବା ନେଇ ଏନ୍‌ଆଇଏ କହିଛି। ସହରୀ...

ଭାରତୀୟ ସେନାରେ ମୁସ୍ଲିମ୍‌ ରେଜିମେଣ୍ଟ୍‌ ନେଇ ମିଥ୍ୟା ଖବର: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ୧୨୦ ଅବସରପ୍ରାପ୍ତ ଯବାନ

ନୂଆଦିଲ୍ଲୀ, ୧୫।୧୦: ଭାରତୀୟ ସେନାରେ ମୁସ୍ଲିମ୍‌ ରେଜିମେଣ୍ଟ୍‌ ଥିବା ନେଇ ମିଥ୍ୟା ଖବର ସୋସିଆଲ୍‌ ମିଡ଼ିଆରେ ୨୦୧୩ ମେ’ଠାରୁ ପ୍ରଚାରିତ ହେବାରେ ଲାଗିଛି। ଏହାର ବିରୋଧ କରି ୧୨୦ ଅବସରପ୍ରାପ୍ତ ଯବାନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖକୁ ଚିଠି ଲେଖିଛନ୍ତି।...

ମୋଦିଙ୍କ ସମ୍ପତ୍ତି ବଢ଼ିଛି, ଶାହାଙ୍କର କମିଛି

ନୂଆଦିଲ୍ଲୀ, ୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ନିଜ ନିଜର ସମ୍ପତ୍ତିର ସୂଚନାକୁ ସାର୍ବଜନୀକ କରିଛନ୍ତି। ଏହି ସୂଚନା www.pmindia.gov.inରେ ଉପଲବ୍ଧ ହେଉଛି। ଏଥିରେ ସମସ୍ତ ମନ୍ତ୍ରୀ ସେମାନଙ୍କୁ ସମ୍ପତ୍ତିି ସୂଚନା ୨୦୨୦ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri