Tag Archives: Home Middle

ଆରୋଗ୍ୟ ହେଲେ ଆଉ ୨୭୯୬ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରେ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୨୭୯୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୭୯, ଯାଜପୁରରୁ ୧୪୮, ଅନୁଗୋଳରୁ ୧୩୫, ପୁରୀରୁ ୧୨୭, ନବରଙ୍ଗପୁରରୁ ୧୨୦, ବଲାଙ୍ଗିରରୁ ୧୦୭, ସମ୍ବଲପୁରରୁ ୧୦୬,...

୧୧ ରାଜ୍ୟ ସଭା ଆସନ ପାଇଁ ନଭେମ୍ବର ୯ରେ ନିର୍ବାଚନ

ନୂଆଦିଲ୍ଲୀ, ୧୩।୧୦: ନଭେମ୍ବର ୯ରେ ୧୧ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଥିମଧ୍ୟରେ ଉତ୍ତରପ୍ରଦେଶର ୧୦ଟି ଏବଂ ଉତ୍ତରାଖଣ୍ଡର ଗୋଟିଏ ଆସନ ରହିଛି। ନିର୍ବାଚନ ପାଇଁ ଅକ୍ଟୋବର ୨୦ରୁ ୨୭ ମଧ୍ୟରେ ନାମାଙ୍କନ ପତ୍ର ଦାଖଲ...

କିଛି ବର୍ଷ ମଧ୍ୟରେ ଉତ୍ତରମେରୁ ହେବ ବରଫ ଶୂନ୍ୟ: ମିଶନ ଆଇସ୍‌ବ୍ରେକର ରିପୋର୍ଟ

ଓ୍ବାଶିଂଟନ, ୧୩।୧୦: ପୃଥିବୀର ଉତ୍ତରମେରୁ ଆସନ୍ତା କିଛି ବର୍ଷ ମଧ୍ୟରେ ବରଫ ଶୂନ୍ୟ ହେବ। ଖରାଦିନେ ଏଠାରେ ଆଉ ବରଫର ଆବରଣ ରହିବ ନାହିଁ। ମିଶନ ଆଇସ୍‌ବ୍ରେକର ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏହା ଉଲ୍ଲେଖ ରହିଛି। ଉତ୍ତରମେରୁରେ ଅନ୍ତର୍ଜାତୀୟସ୍ତରରେ ବୈଜ୍ଞାନିକମାନଙ୍କ...

ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୫୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ...

ଆରୋଗ୍ୟ ସେତୁ ଆପ୍‌କୁ ପ୍ରଶଂସା କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ଜେନେଭା, ୧୩।୧୦: କରୋନା ମହାମାରୀ ସଙ୍କଟ ପୃଥିବୀରେ ଥମିବାର ନାଁ ଧରୁନି। ଏପରିସ୍ଥଳେ ଭାରତର ଯୋଜନାବଦ୍ଧ କରୋନା ଲଢ଼େଇକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରଶଂସା କରାଯାଇଛି। ଭାରତରେ ଆରୋଗ୍ୟ ସେତୁ ଆପ୍‌ ଯୋଗୁ କରୋନା ସଂକ୍ରମଣ ସୀମିତ ହୋଇ...

CORONAVIRUS UPDATE: ରାଜ୍ୟରେ ୨୨୭୫ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୭୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫୬୯୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

ପୋଙ୍ଗୋଙ୍ଗରେ ଡ୍ରାଗନର ନଜର: ବ୍ୟବହାର କରୁଛି ହାଇସ୍ପିଡ୍‌ ପାଟ୍ରୋଲିଂ କ୍ରାଫ୍ଟ୍‌

ଲେହ, ୧୩।୧୦: ପୂର୍ବ ଲଦାଖର ଏଲ୍‌ଏସିରେ ଚାଇନା ଲଗାତାର ଉତ୍ତେଜନା ସୃଷ୍ଟି କରିବାରେ ଲାଗିଛି। ଭାରତୀୟ ସେନାର କଡ଼ା ଆଭିମୁଖ୍ୟକୁ ଦୃଷ୍ଟିରେ ରଖି ଚାଇନା ଏବେ ପୋଙ୍ଗୋଙ୍ଗ ହ୍ରଦରେ ଅଣ୍ଡର ଓ୍ବାଟର ଗତିବିଧିକୁ ଜୋରଦାର କରିଛି। ଚାଇନା ଏଠାରେ ହାଇସ୍ପିଡ୍‌...

ତଙ୍ଗଧାରରେ ଅସ୍ତ୍ରଶସ୍ତ୍ର ଚୋରା କାରବାରର ପର୍ଦ୍ଦାଫାଶ୍‌

ଶ୍ରୀନଗର, ୧୩।୧୦: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ପାକିସ୍ତାନ ଲଗାତାର ଏଲ୍‌ଓସି ବାଟ ଦେଇ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣର ଉଦ୍ୟମ ଅବ୍ୟାହତ ରଖିଛି। ତଙ୍ଗଧାର ସେକ୍ଟରରେ ଅସ୍ତ୍ରଶସ୍ତ୍ର ଚୋରା କାରବାରର ପର୍ଦ୍ଦାଫାଶ୍‌ ହୋଇଛି। ଭାରତୀୟ...

ତୀବ୍ର ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ଏହା ଦକ୍ଷିଣ-ପୂର୍ବ ଦିଗରେ ବିଶାଖାପାଟଣାଠାରୁ ୨୫୦କିମି ଦୂରରେ ସକ୍ରିୟ ରହିଛି। ୬ କିମି ବେଗରେ ଗତି କରୁଥିବାବେଳେ ମଙ୍ଗଳବାର ସକାଳେ କାକିନାଡ଼ା ନିକଟରେ...

ଉପନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥି ଘୋଷଣା: ବାଲେଶ୍ୱରରେ ମମତା, ତିର୍ତ୍ତୋଲରେ ହିମାଂଶୁ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ଆସନ୍ତା ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଏବଂତିର୍ତ୍ତୋଲ ଉପ ନିର୍ବାଚନ ପାଇଁ ସୋମବାର ପ୍ରାର୍ଥି ଘୋଷଣା କରିଛି କଂଗ୍ରେସ। ବାଲେଶ୍ୱର ସଦର ପାଇଁ ମମତା କୁଣ୍ଡୁଙ୍କୁ କଂଗ୍ରେସ ପ୍ରାର୍ଥି କରିଥିବାବେଳେ ତିର୍ତ୍ତୋଲ ପାଇଁ ହିମାଂଶୁ ଭୂଷଣ ମଲ୍ଲିକଙ୍କୁ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୨୪୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୧୩୭, ଖୋର୍ଦ୍ଧାରୁ ୧୨୪, ବାଲେଶ୍ୱର ଓ ସମ୍ବଲପୁରରୁ ୧୨୦ ଲେଖାଏ, କେନ୍ଦ୍ରାପଡ଼ା ଓ ପୁରୀରୁ ୧୧୪ ଲେଖାଏ,...

ପରପାରିରେ ପୂର୍ବତନ ବାଚସ୍ପତି ଶରତ କର

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ସୋମବାର ଅପରାହ୍ନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟରେ ପୀଡ଼ିତ କର ୮୧ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ  ମୃତ୍ୟୁ ବରଣ କରିଛନ୍ତି। ଏ ନେଇ ତାଙ୍କ ପୁଅ ସୁମନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri